୨ କରିନ୍ଥୀୟ 11:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ମୁଁ ତୁମ୍ଭମାନଙ୍କୁ ପ୍ରେମ କରୁ ନ ଥିବାରୁ? ଈଶ୍ବର ଜାଣନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)11 ମୁଁ ତୁମ୍ଭମାନଙ୍କୁ ପ୍ରେମ କରୁ ନ ଥିବାରୁ? ଈଶ୍ଵର ଜାଣନ୍ତି। Gade chapit laଓଡିଆ ବାଇବେଲ11 ମୁଁ ତୁମ୍ଭମାନଙ୍କୁ ପ୍ରେମ କରୁ ନ ଥିବାରୁ ? ଈଶ୍ୱର ଜାଣନ୍ତି । Gade chapit laପବିତ୍ର ବାଇବଲ (CL) NT (BSI)11 ମୁଁ କାହିଁକି ଏପରି କହୁଛି? ମୁଁ କ’ଣ ତୁମ୍ଭମାନଙ୍କୁ ପ୍ରେମ କରେ ନାହିଁ? ଈଶ୍ୱର ଜାଣନ୍ତି, ତୁମ୍ଭମାନଙ୍କୁ ମୁଁ କେତେ ପ୍ରେମ କରେ। Gade chapit laପବିତ୍ର ବାଇବଲ11 ମୁଁ କାହିଁକି ତୁମ୍ଭମାନଙ୍କ ପାଇଁ ବୋଝ ହେଉ ନାହିଁ? ଏହା କ’ଣ ଏଥିପାଇଁ ଯେ ମୁଁ ତୁମ୍ଭମାନଙ୍କୁ ଭଲ ପାଏ ନାହିଁ? ନା, ପରମେଶ୍ୱର ଜାଣନ୍ତି ଯେ, ମୁଁ ତୁମ୍ଭମାନଙ୍କୁ ଭଲ ପାଏ। Gade chapit la |
ସେ ତୃତୀୟ ଥର ତାହାଙ୍କୁ ପଚାରିଲେ, “ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କଅଣ ମୋତେ ସ୍ନେହ କରୁଅଛ? ତୁମ୍ଭେ କଅଣ ମୋତେ ସ୍ନେହ କରୁଅଛ,” ଏହା କହି ସେ ତୃତୀୟ ଥର ପିତରଙ୍କୁ ପଚାରିବାରୁ ସେ ଦୁଃଖିତ ହୋଇ ତାହାଙ୍କୁ କହିଲେ, ପ୍ରଭୁ, ଆପଣ ସମସ୍ତ ବିଷୟ ଜାଣନ୍ତି; ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି। ଯୀଶୁ ତାହାଙ୍କୁ କହିଲେ, “ମୋହର ମେଷମାନଙ୍କୁ ଚରାଅ।