Biblia Todo Logo
Bib sou entènèt

- Piblisite -




୨ କରିନ୍ଥୀୟ 11:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 କାରଣ ତୁମ୍ଭେମାନେ ବୁଦ୍ଧିମାନ ଦାସ ବୋଲି ସିନା ଆନନ୍ଦରେ ନିର୍ବୋଧମାନଙ୍କ ପ୍ରତି ସହିଷ୍ଣୁ ହେଉଅଛ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 କାରଣ ତୁମ୍ଭେମାନେ ବୁଦ୍ଧିମାନ ଦାସ ବୋଲି ସିନା ଆନନ୍ଦରେ ନିର୍ବୋଧମାନଙ୍କ ପ୍ରତି ସହିଷ୍ଣୁ ହେଉଅଛ।

Gade chapit la Kopi

ଓଡିଆ ବାଇବେଲ

19 କାରଣ ତୁମ୍ଭେମାନେ ବୁଦ୍ଧିମାନ ଦାସ ବୋଲି ସିନା ଆନନ୍ଦରେ ନିର୍ବୋଧମାନଙ୍କ ପ୍ରତି ସହିଷ୍ଣୁ ହେଉଅଛ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

19 ତୁମ୍ଭେମାନେ ଜ୍ଞାନୀ ହୋଇ ମଧ୍ୟ ଆନନ୍ଦରେ ନିର୍ବୋଧମାନଙ୍କୁ ମହ୍ୟ କରୁଛ।

Gade chapit la Kopi

ପବିତ୍ର ବାଇବଲ

19 ତୁମ୍ଭେମାନେ ଜ୍ଞାନୀ ହୋଇଥିବାରୁ ଖୁସୀରେ ମୂର୍ଖମାନଙ୍କ ପ୍ରତି ସହନଶୀଳ ହୁଅ।

Gade chapit la Kopi




୨ କରିନ୍ଥୀୟ 11:19
5 Referans Kwoze  

ଆମ୍ଭେମାନେ ଖ୍ରୀଷ୍ଟଙ୍କ ନିମନ୍ତେ ମୂର୍ଖ, କିନ୍ତୁ ତୁମ୍ଭେମାନେ ଖ୍ରୀଷ୍ଟଙ୍କଠାରେ ବୁଦ୍ଧିମାନ; ଆମ୍ଭେମାନେ ଦୁର୍ବଳ, କିନ୍ତୁ ତୁମ୍ଭେମାନେ ବଳବାନ; ତୁମ୍ଭେମାନେ ଗୌରବପ୍ରାପ୍ତ, କିନ୍ତୁ ଆମ୍ଭେମାନେ ଅନାଦୃତ।


ମୁଁ ବୁଦ୍ଧିମାନ ଲୋକଙ୍କୁ କହିଲା ପରି କହୁଅଛି; ମୁଁ ଯାହା କହୁଅଛି, ତାହା ତୁମ୍ଭେମାନେ ନିଜେ ବିଚାର କର।


ଦେବପ୍ରସାଦ ସମ୍ବନ୍ଧରେ ମୋହର ଉତ୍ତର ଏହି, ଆମ୍ଭ ସମସ୍ତଙ୍କର ଜ୍ଞାନ ଅଛି ବୋଲି ତୁମ୍ଭେମାନେ ଯାହା କହୁଅଛ, ତାହା ଆମ୍ଭେମାନେ ଜାଣୁ। ଜ୍ଞାନ ଅହଙ୍କାର ଜନ୍ମାଏ, କିନ୍ତୁ ପ୍ରେମରୁ ନିଷ୍ଠା ଜାତ ହୁଏ।


ତୁମ୍ଭେ କହୁଅଛ, ମୁଁ ଧନୀ, ମୋହର ବହୁତ ସମ୍ପତ୍ତି ଅଛି, ମୋହର କୌଣସି ଅଭାବ ନାହିଁ; ମାତ୍ର ତୁମ୍ଭେ ଯେ ଦୁର୍ଭାଗା, ଦୀନହୀନ, ଦରିଦ୍ର, ଅନ୍ଧ ଓ ଉଲଗ୍ନ, ଏହା ଜାଣ ନାହିଁ;


ଆମ୍ଭେ ତୁମ୍ଭର କର୍ମ, ପରିଶ୍ରମ ଓ ଧୈର୍ଯ୍ୟ ଜାଣୁ; ପୁଣି, ତୁମ୍ଭେ ଯେ ଦୁଷ୍ଟମାନଙ୍କର କ୍ରିୟା ସହି ନ ପାର, ଆଉ ଯେଉଁମାନେ ଆପଣା ଆପଣାକୁ ପ୍ରେରିତ ବୋଲି କହନ୍ତି, କିନ୍ତୁ ପ୍ରକୃତରେ ପ୍ରେରିତ ନୁହଁନ୍ତି, ସେମାନଙ୍କୁ ପରୀକ୍ଷା କରି ମିଥ୍ୟାବାଦୀ ବୋଲି ଚିହ୍ନିଅଛ,


Swiv nou:

Piblisite


Piblisite