Biblia Todo Logo
Bib sou entènèt

- Piblisite -




୨ କରିନ୍ଥୀୟ 11:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ମୁଁ ଯିହୁଦୀମାନଙ୍କଠାରୁ ପାଞ୍ଚ ଥର ଅଣଚାଳିଶ ପ୍ରହାର ପାଇଅଛି,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ମୁଁ ଯିହୁଦୀମାନଙ୍କଠାରୁ ପାଞ୍ଚ ଥର ଊଣଚାଳିଶ ପ୍ରହାର ପାଇଅଛି,

Gade chapit la Kopi

ଓଡିଆ ବାଇବେଲ

24 ମୁଁ ଯିହୂଦୀମାନଙ୍କଠାରୁ ପାଞ୍ଚ ଥର ଅଣଚାଳିଶି ପ୍ରହାର ପାଇଅଛି,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

24 ପାଞ୍ଚ ଥର ମୁଁ ଯିହୁଦୀମାନଙ୍କଠାରୁ ଊଣଚାଳିଶଟଇ ବେତମାଡ଼ ଖାଇଛି।

Gade chapit la Kopi

ପବିତ୍ର ବାଇବଲ

24 ମୁଁ ଯିହୂଦୀମାନଙ୍କଠାରୁ ପାଞ୍ଚ ଥରରେ ଅଣଗ୍ଭଳିଶ୍ ଥର ଗ୍ଭବୁକ ମାଡ଼ ଖାଇଛି।

Gade chapit la Kopi




୨ କରିନ୍ଥୀୟ 11:24
4 Referans Kwoze  

କିନ୍ତୁ ତୁମ୍ଭେମାନେ ଆପଣା ଆପଣା ବିଷୟରେ ସାବଧାନ ହୋଇଥାଅ; ଲୋକେ ତୁମ୍ଭମାନଙ୍କୁ ବିଚାରସଭାମାନଙ୍କରେ ସମର୍ପଣ କରିବେ, ଆଉ ତୁମ୍ଭେମାନେ ସମାଜଗୃହଗୁଡ଼ିକରେ ପ୍ରହାରିତ ହେବ ଏବଂ ମୋ ସକାଶେ ଶାସନକର୍ତ୍ତା ଓ ରାଜାମାନଙ୍କ ଛାମୁରେ ସେମାନଙ୍କ ପ୍ରତି ସାକ୍ଷ୍ୟ ଦେବା ନିମନ୍ତେ ଠିଆ କରାଯିବ।


ମାତ୍ର ମନୁଷ୍ୟମାନଙ୍କଠାରୁ ସାବଧାନ ହୋଇଥାଅ, କାରଣ ସେମାନେ ତୁମ୍ଭମାନଙ୍କୁ ବିଚାରସଭାମାନଙ୍କରେ ସମର୍ପଣ କରିବେ ଓ ସେମାନଙ୍କ ସମାଜଗୃହ ସମୂହରେ କୋରଡ଼ା ମାରିବେ,


ଆଉ ଯେଉଁ ଦାସ ନିଜ ପ୍ରଭୁଙ୍କ ଇଚ୍ଛା ଜାଣି ପ୍ରସ୍ତୁତ ହୋଇ ନ ଥାଏ କିମ୍ବା ତାହାଙ୍କର ଇଚ୍ଛାନୁସାରେ କାର୍ଯ୍ୟ କରି ନ ଥାଏ,


Swiv nou:

Piblisite


Piblisite