୨ କରିନ୍ଥୀୟ 11:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ଭଣ୍ଡ ଭାଇମାନଙ୍କଠାରୁ ବିପଦରେ, ପରିଶ୍ରମ ଓ କଷ୍ଟ ଭୋଗରେ, ଅନେକ ଥର ଉଜାଗରରେ, କ୍ଷୁଧା ଓ ତୃଷ୍ଣାରେ, ଅନେକ ଥର ଉପବାସରେ, ଶୀତ ଓ ଉଲଗ୍ନତାରେ ମଧ୍ୟ ରହିଅଛି। Gade chapit laପବିତ୍ର ବାଇବଲ (Re-edited) - (BSI)27 ଭଣ୍ତ ଭାଇମାନଙ୍କଠାରୁ ବିପଦରେ, ପରିଶ୍ରମ ଓ କଷ୍ଟ ଭୋଗରେ, ଅନେକ ଥର ଉଜାଗରରେ, କ୍ଷୁଧା ଓ ତୃଷ୍ଣାରେ, ଅନେକ ଥର ଉପବାସରେ, ଶୀତ ଓ ଉଲଙ୍ଗତାରେ। Gade chapit laଓଡିଆ ବାଇବେଲ27 ଭଣ୍ଡ ଭାଇମାନଙ୍କଠାରୁ ବିପଦରେ, ପରିଶ୍ରମ ଓ କଷ୍ଟ ଭୋଗରେ, ଅନେକ ଥର ଉଜାଗରରେ, କ୍ଷୁଧା ଓ ତୃଷ୍ଣାରେ , ଅନେକ ଥର ଉପବାସରେ, ଶୀତ ଓ ଉଲଙ୍ଗତାରେ । Gade chapit laପବିତ୍ର ବାଇବଲ (CL) NT (BSI)27 ଅତ୍ୟଧିକ ପରିଶ୍ରମ କରିଛି ଓ ଦୁଃଖକଷ୍ଟ ଭୋଗ କରିଛି, ଅନଦ୍ରା ଓ କ୍ଷୁଧା ତୃଷାରେ ଅନେକ ଦିନ କଟାଇଛି, ଉପଯୁକ୍ତ ଖାଦ୍ୟ, ବସ୍ତ୍ର ଓ ବାସସ୍ଥାନର ଅଭାବରେ ଅନେକ କଷ୍ଟ ସହିଛି। Gade chapit laପବିତ୍ର ବାଇବଲ27 ମୁଁ କଠୋର ପରିଶ୍ରମ କରି କ୍ଳାନ୍ତିପୂର୍ଣ୍ଣ ଜୀବନଯାପନ କରିଛି। ଅନେକ ଥର ମୁଁ ଶୋଇ ନାହିଁ। ମୁଁ ଅନାହାର ମଧ୍ୟଦେଇ ଗତି କରିଛି। ଅନେକ ଥର ମୋ’ ପାଖରେ ଖାଇବାକୁ କିଛି ନ ଥାଏ। ଲୁଗାପଟା ବିନା ଥଣ୍ଡାରେ ମୁଁ ରହିଛି। Gade chapit la |