Biblia Todo Logo
Bib sou entènèt

- Piblisite -




୨ କରିନ୍ଥୀୟ 11:30 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ଯଦି ମୋହର ଦର୍ପ କରିବାର ଆବଶ୍ୟକ ହୁଏ, ତେବେ ମୁଁ ମୋହର ଦୁର୍ବଳତା ବିଷୟରେ ଦର୍ପ କରିବି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

30 ଯଦି ମୋହର ଦର୍ପ କରିବାର ଆବଶ୍ୟକ ହୁଏ, ତେବେ ମୁଁ ମୋହର ଦୁର୍ବଳତା ବିଷୟରେ ଦର୍ପ କରିବି।

Gade chapit la Kopi

ଓଡିଆ ବାଇବେଲ

30 ଯଦି ମୋହର ଦର୍ପ କରିବାର ଆବଶ୍ୟକ ହୁଏ, ତେବେ ମୁଁ ମୋହର ଦୁର୍ବଳତା ବିଷୟରେ ଦର୍ପ କରିବି।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

30 ଯଦି ଦର୍ପ କରିବାକୁ ହୁଏ, ତେବେ ମୋର ଏହି ସବୁ ଦୁର୍ବଳତା ପାଇଁ ମୋତେ ଦର୍ପ କରିବାକୁ ହେବ।

Gade chapit la Kopi

ପବିତ୍ର ବାଇବଲ

30 ଯଦି ମୋର ଦର୍ପ (ଗର୍ବ) କରିବା କଥା, ତା'ହେଲେ ମୁଁ ମୋ’ ନିଜର ଦୁର୍ବଳତା ଗୁଡ଼ିକ ପାଇଁ ଗର୍ବ କରିବି।

Gade chapit la Kopi




୨ କରିନ୍ଥୀୟ 11:30
9 Referans Kwoze  

ଯଦ୍ୟପି ଦର୍ପ କରିବା ହିତକର ନୁହେଁ, ତଥାପି ମୋତେ ଦର୍ପ କରିବାକୁ ପଡ଼ୁଅଛି; ମୁଁ ପ୍ରଭୁଙ୍କ ଦର୍ଶନ ଓ ପ୍ରକାଶିତ ବିଷୟ କହିବି।


ପୁଣି, ମୁଁ ଦୁର୍ବଳତା, ଭୟ ଓ ମହାକମ୍ପ ସହ ତୁମ୍ଭମାନଙ୍କ ମଧ୍ୟରେ ଥିଲି;


ଅନ୍ୟ ଲୋକ ତୁମ୍ଭର ପ୍ରଶଂସା କରୁ, ମାତ୍ର ତୁମ୍ଭର ନିଜ ମୁଖ ତାହା ନ କରୁ; ଅପର ଲୋକ କରୁ, ମାତ୍ର ତୁମ୍ଭ ନିଜ ଓଷ୍ଠ ତାହା ନ କରୁ।


ବହୁତ ମହୁ ଖାଇବାର ଯେପରି ଭଲ ନୁହେଁ, ସେପରି ମନୁଷ୍ୟମାନେ ଆପଣା ଗୌରବ ଅନୁସନ୍ଧାନ କରିବାର ଗୌରବ ନୁହେଁ।


ମୁଁ ତୁମ୍ଭମାନଙ୍କ ନିମନ୍ତେ ଯେଉଁ ସବୁ ଦୁଃଖଭୋଗ କରୁଅଛି, ସେଥିରେ ଏବେ ଆନନ୍ଦ କରୁଅଛି, ଆଉ ଖ୍ରୀଷ୍ଟଙ୍କର ଯେଉଁ କ୍ଳେଶଭୋଗ ବାକି ଅଛି, ତାହା ମୁଁ ତାହାଙ୍କ ଶରୀରରୂପ ମଣ୍ଡଳୀ ନିମନ୍ତେ ମୋହର ଶରୀରରେ ପୂରଣ କରୁଅଛି;


ପରେ ଯୀଶୁ ସେମାନଙ୍କ ସମାଜଗୃହ ସମୂହରେ ଶିକ୍ଷା ଦେଇ ରାଜ୍ୟର ସୁସମାଚାର ଘୋଷଣା କରି ଏବଂ ଲୋକଙ୍କର ସମସ୍ତ ପ୍ରକାର ରୋଗ ଓ ସମସ୍ତ ପ୍ରକାର ପୀଡ଼ା ସୁସ୍ଥ କରି ସମୁଦାୟ ଗାଲିଲୀରେ ଭ୍ରମଣ କରିବାକୁ ଲାଗିଲେ,


Swiv nou:

Piblisite


Piblisite