Biblia Todo Logo
Bib sou entènèt

- Piblisite -




୨ କରିନ୍ଥୀୟ 11:32 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 ଦମ୍ମେଶକରେ ହାରେତା ରାଜାଙ୍କ ଶାସନକର୍ତ୍ତା ମୋତେ ଧରିବା ନିମନ୍ତେ ଉକ୍ତ ସହରରେ ପ୍ରହରୀମାନଙ୍କୁ ଜଗାଇଥିଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

32 ଦାମାସ୍କସ୍ରେ ହାରେତା ରାଜାଙ୍କ ଶାସନକର୍ତ୍ତା ମୋତେ ଧରିବା ନିମନ୍ତେ ଉକ୍ତ ସହରରେ ପ୍ରହରୀମାନଙ୍କୁ ଜଗାଇଥିଲେ,

Gade chapit la Kopi

ଓଡିଆ ବାଇବେଲ

32 ଦମ୍ମେସକରେ ହାରେତା ରାଜାଙ୍କ ଶାସନକର୍ତ୍ତା ମୋତେ ଧରିବା ନିମନ୍ତେ ଉକ୍ତ ସହରରେ ପ୍ରହରୀମାନଙ୍କୁ ଜଗାଇଥିଲେ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

32 ମୁଁ ଦାମାସ୍କସ୍ରେ ଥଲାବେଳେ ରାଜା ଆରେଟସ୍‌ଙ୍କ ଅଧୀନସ୍ଥ ଶାସନକର୍ତ୍ତା ମୋତେ ଗିରଫ କରିବା ପାଇଁ ନଗରର ଚାରିଆଡ଼େ ପ୍ରହରୀ ନିଯୁକ୍ତ କରିଥିଲେ।

Gade chapit la Kopi

ପବିତ୍ର ବାଇବଲ

32 ସେ ସର୍ବଦା ପ୍ରଶଂସିତ ହେବା କଥା। ମୁଁ ଯେତେବେଳେ ଦମ୍ମେସକଠାରେ ଥିଲି, ଅରିତସ୍ ରାଜାଙ୍କ ରାଜ୍ୟପାଳ ନଗରର ଗ୍ଭରିପଟେ ପ୍ରହରୀମାନଙ୍କୁ ରଖି ମୋତେ ବନ୍ଦୀ କରିବା ପାଇଁ ଚେଷ୍ଟା କରିଥିଲେ।

Gade chapit la Kopi




୨ କରିନ୍ଥୀୟ 11:32
5 Referans Kwoze  

ଅନେକ ଥର ଯାତ୍ରା କରିବାରେ, ନଦୀର ବିପଦରେ, ଡକାଇତଙ୍କ ବିପଦରେ, ସ୍ୱଜାତିଠାରୁ ବିପଦରେ, ଅଣଯିହୁଦୀମାନଙ୍କଠାରୁ ବିପଦରେ, ନଗରର ବିପଦରେ, ପ୍ରାନ୍ତରର ବିପଦରେ, ସମୁଦ୍ରର ବିପଦରେ,


ପୁଣି, ଏହି ମାର୍ଗର ଯେକୌଣସି ପୁରୁଷ କି ସ୍ତ୍ରୀର ଦେଖା ପାଆନ୍ତି, ସେମାନଙ୍କୁ ଯେପରି ବାନ୍ଧି ଯିରୂଶାଲମ ସହରକୁ ଆଣି ପାରନ୍ତି, ଏଥିସକାଶେ ଦମ୍ମେଶକର ସମସ୍ତ ସମାଜଗୃହ ନିକଟକୁ ତାହାଙ୍କଠାରୁ ପତ୍ର ମାଗିଲେ।


ପୁଣି, ଶାଉଲ ଭୂମିରୁ ଉଠି ଯେତେବେଳେ ଆପଣା ଆଖି ଫିଟାଇଲେ, ସେତେବେଳେ ସେ କିଛି ଦେଖି ପାରିଲେ ନାହିଁ। ଏଣୁ ସେମାନେ ତାହାଙ୍କ ହାତ ଧରି ତାହାଙ୍କୁ ଦମ୍ମେଶକ ସହରକୁ ଘେନିଗଲେ।


ଦମ୍ମେଶକରେ ହନନୀୟ ନାମକ ଜଣେ ଶିଷ୍ୟ ଥିଲେ; ପ୍ରଭୁ ତାହାଙ୍କୁ ଦର୍ଶନ ଦେଇ କହିଲେ, “ହନନୀୟ।” ସେ କହିଲେ, ହେ ପ୍ରଭୁ, ଆଜ୍ଞା କରିବା ହେଉନ୍ତୁ।


Swiv nou:

Piblisite


Piblisite