୨ କରିନ୍ଥୀୟ 12:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 କାରଣ ମୁଁ ନିଜେ ଯେ ତୁମ୍ଭମାନଙ୍କର ଭାର ସ୍ୱରୂପ ହୋଇ ନାହିଁ, ଏହି ଗୋଟିଏ ବିଷୟ ଛଡ଼ା ଅବଶିଷ୍ଟ ମଣ୍ଡଳୀ-ସମୂହଠାରୁ ତୁମ୍ଭେମାନେ କାହିଁରେ ନିକୃଷ୍ଟ ହୋଇଅଛ? ମୋହର ଏହି ଦୋଷ କ୍ଷମା କର। Gade chapit laପବିତ୍ର ବାଇବଲ (Re-edited) - (BSI)13 କାରଣ ମୁଁ ନିଜେ ଯେ ତୁମ୍ଭମାନଙ୍କର ଭାର ସ୍ଵରୂପ ହୋଇ ନାହିଁ, ଏହି ଗୋଟିଏ ବିଷୟ ଛଡ଼ା ଅବଶିଷ୍ଟ ମଣ୍ତଳୀସମୂହଠାରୁ ତୁମ୍ଭେମାନେ କାହିଁରେ ନିକୃଷ୍ଟ ହୋଇଅଛ? ମୋହର ଏହି ଦୋଷ କ୍ଷମା କର। Gade chapit laଓଡିଆ ବାଇବେଲ13 କାରଣ ମୁଁ ନିଜେ ଯେ ତୁମ୍ଭମାନଙ୍କର ଭାର ସ୍ୱରୂପ ହୋଇ ନାହିଁ, ଏହି ଗୋଟିଏ ବିଷୟ ଛଡ଼ା ଅବଶିଷ୍ଟ ମଣ୍ଡଳୀସମୂହଠାରୁ ତୁମ୍ଭେମାନେ କାହିଁରେ ନିକୃଷ୍ଟ ହୋଇଅଛ ? ମୋହର ଏହି ଦୋଷ କ୍ଷମା କର । Gade chapit laପବିତ୍ର ବାଇବଲ (CL) NT (BSI)13 କେବଳ ଗୋଟିଏ ବିଷୟରେ ଅନ୍ୟାନ୍ୟ ମଣ୍ଡଳୀଠାରୁ ତୁମ୍ଭମାନଙ୍କ ସହିତ ମୋର ବ୍ୟବହାର ଭିନ୍ନ ହୋଇଛି। ଯଦି ଏହା ତୁମ୍ଭମାନଙ୍କ ପ୍ରତି ମୋର ପାତର ଅନ୍ତର ବ୍ୟବହାର, ତେବେ ଏଥିପାଇଁ ମୋତେ ଦୟା କରି କ୍ଷମା କର। Gade chapit laପବିତ୍ର ବାଇବଲ13 ଅତଏବ, ଅନ୍ୟ ମଣ୍ଡଳୀଗୁଡ଼ିକ ଯାହା ପାଇ ଥିଲେ ତା'ସବୁ ତୁମ୍ଭେମାନେ ମଧ୍ୟ ପାଇଛ। କେବଳ ଗୋଟିଏ କଥା ତନ୍ମଧ୍ୟରୁ ଅଲଗା: ମୁଁ ତୁମ୍ଭମାନଙ୍କ ଉପରେ କେବେ ହେଲେ ଭାରସ୍ୱରୂପ ନ ଥିଲି। ଏଥିପାଇଁ ମୋତେ କ୍ଷମା କରି ଦିଅ। Gade chapit la |
ଦେଖ, ମୁଁ ତୁମ୍ଭମାନଙ୍କ ନିକଟକୁ ଯିବା ନିମନ୍ତେ ଏହି ତୃତୀୟ ଥର ପ୍ରସ୍ତୁତ ଅଛି, ଆଉ ମୁଁ ତୁମ୍ଭମାନଙ୍କର ଭାର ସ୍ୱରୂପ ହେବି ନାହିଁ, କାରଣ ମୁଁ ତୁମ୍ଭମାନଙ୍କର ଧନ ନ ଖୋଜି ତୁମ୍ଭମାନଙ୍କୁ ଖୋଜୁଅଛି। ଯେଣୁ ସନ୍ତାନସନ୍ତତିମାନଙ୍କର ପିତାମାତାମାନଙ୍କ ନିମନ୍ତେ ସଞ୍ଚୟ କରିବା ଉଚିତ୍ ନୁହେଁ, ମାତ୍ର ସନ୍ତାନସନ୍ତତିମାନଙ୍କ ନିମନ୍ତେ ପିତାମାତାଙ୍କର ସଞ୍ଚୟ କରିବା ଉଚିତ।