Biblia Todo Logo
Bib sou entènèt

- Piblisite -




୨ କରିନ୍ଥୀୟ 12:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 କିନ୍ତୁ ଯାହା ହେଉ, ମୁଁ ନିଜେ ତୁମ୍ଭମାନଙ୍କୁ ଭାରଗ୍ରସ୍ତ କଲି ନାହିଁ, ମାତ୍ର ଧୂର୍ତ୍ତ ହୋଇ ମୁଁ ତୁମ୍ଭମାନଙ୍କୁ ଛଳରେ ଧରିଲି!

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 କିନ୍ତୁ ଯାହା ହେଉ, ମୁଁ ନିଜେ ତୁମ୍ଭମାନଙ୍କୁ ଭାରଗ୍ରସ୍ତ କଲି ନାହିଁ, ମାତ୍ର ଧୂର୍ତ୍ତ ହୋଇ ମୁଁ ତୁମ୍ଭମାନଙ୍କୁ ଛଳରେ ଧରିଲି !

Gade chapit la Kopi

ଓଡିଆ ବାଇବେଲ

16 କିନ୍ତୁ ଯାହା ହେଉ, ମୁଁ ନିଜେ ତୁମ୍ଭମାନଙ୍କୁ ଭାରଗ୍ରସ୍ତ କଲି ନାହିଁ, ମାତ୍ର ଧୂର୍ତ୍ତ ହୋଇ ମୁଁ ତୁମ୍ଭମାନଙ୍କୁ ଛଳରେ ଧରିଲି !

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

16 ମୁଁ ତୁମ୍ଭମାନଙ୍କ ଉପରେ ଭାର ସ୍ୱରୂପ ହୋଇ ନାହିଁ। ଏ କଥା ତୁମ୍ଭେମାନେ ନିଶ୍ଚୟ ସ୍ୱୀକାର କରିବ। କିନ୍ତୁ ତୁମ୍ଭମାନଙ୍କ ମଧ୍ୟରୁ କେହି କହିପାରେ, ମୁଁ ଧୂର୍ତ୍ତ ହୋଇଥିବାରୁ ମିଥ୍ୟା କହି ତୁମ୍ଭମାନଙ୍କୁ ଫାନ୍ଦରେ ପକାଇଛି।

Gade chapit la Kopi

ପବିତ୍ର ବାଇବଲ

16 ମୁଁ ତୁମ୍ଭମାନଙ୍କ ଉପରେ ଭାରସ୍ୱରୂପ ହେବାକୁ ଗ୍ଭହେଁ ନାହିଁ କିନ୍ତୁ ଏହା ନିଶ୍ଚିତ ତୁମ୍ଭେମାନେ କ’ଣ ଭାବୁଛ ଯେ ମୁଁ ଛଳ ଭାବରେ ମିଥ୍ୟା କହି ତୁମ୍ଭମାନଙ୍କୁ ଜାଲରେ ପକାଇବା ପାଇଁ ଚେଷ୍ଟା କରିବି।

Gade chapit la Kopi




୨ କରିନ୍ଥୀୟ 12:16
11 Referans Kwoze  

ତୁମ୍ଭେମାନେ ତ ଜାଣ ଯେ, ଆମ୍ଭେମାନେ କୌଣସି ପ୍ରକାର ଚାଟୁବାଦ ବ୍ୟବହାର କରି ନାହୁଁ, କିଅବା ଲୋଭର ଛଳନାତ୍ମକ ବାକ୍ୟ କହିନାହୁଁ, ଈଶ୍ବର ଏଥିର ସାକ୍ଷୀ।


କାରଣ ଆମ୍ଭମାନଙ୍କ ଉପଦେଶ ଭ୍ରମ ଅବା ଅଶୁଚିତାମୂଳକ କିଅବା ଛଳଯୁକ୍ତ ନ ଥିଲା,


କାରଣ ମୁଁ ନିଜେ ଯେ ତୁମ୍ଭମାନଙ୍କର ଭାର ସ୍ୱରୂପ ହୋଇ ନାହିଁ, ଏହି ଗୋଟିଏ ବିଷୟ ଛଡ଼ା ଅବଶିଷ୍ଟ ମଣ୍ଡଳୀ-ସମୂହଠାରୁ ତୁମ୍ଭେମାନେ କାହିଁରେ ନିକୃଷ୍ଟ ହୋଇଅଛ? ମୋହର ଏହି ଦୋଷ କ୍ଷମା କର।


ତୁମ୍ଭମାନଙ୍କ ହୃଦୟରେ ଆମ୍ଭମାନଙ୍କୁ ସ୍ଥାନ ଦିଅ; ଆମ୍ଭେମାନେ କାହାରି ଅନ୍ୟାୟ କରି ନାହୁଁ, କାହାକୁ ନଷ୍ଟ କରି ନାହୁଁ, କାହାରି କ୍ଷତି କରି ନାହୁଁ।


ମାତ୍ର ଆମ୍ଭେମାନେ ଲଜ୍ଜାଜନକ ଗୁପ୍ତ ବିଷୟସବୁ ପରିତ୍ୟାଗ କରିଅଛୁ; ଏଣୁ ଆମ୍ଭେମାନେ ଧୂର୍ତ୍ତତାରେ ଆଚରଣ କରୁ ନାହୁଁ ଅବା ଈଶ୍ବରଙ୍କ ବାକ୍ୟ ଛଳରେ ବ୍ୟବହାର କରୁ ନାହୁଁ, କିନ୍ତୁ ସତ୍ୟ ପ୍ରକାଶ ଦ୍ୱାରା ଈଶ୍ବରଙ୍କ ସାକ୍ଷାତରେ ପ୍ରତ୍ୟେକ ମନୁଷ୍ୟର ବିବେକ ନିକଟରେ ଆପଣା ଆପଣାକୁ ଯୋଗ୍ୟ ଦେଖାଉଅଛ।


ଜଗତରେ, ବିଶେଷତଃ ତୁମ୍ଭମାନଙ୍କ ପ୍ରତି, ଆମ୍ଭେମାନେ ସାଂସାରିକ ଜ୍ଞାନରେ ଆଚରଣ ନ କରି ବରଂ ଈଶ୍ବରଙ୍କ ଅନୁଗ୍ରହରେ, ତାହାଙ୍କ ପବିତ୍ର ଓ ସରଳ ଭାବାନୁସାରେ ଆଚରଣ କରିଥିଲୁ ବୋଲି ଆମ୍ଭମାନଙ୍କର ବିବେକ ଯେ ସାକ୍ଷ୍ୟ ଦେଉଅଛି, ଏହା ଆମ୍ଭମାନଙ୍କ ଦର୍ପର ବିଷୟ।


ନବଜାତ ଶିଶୁତୁଲ୍ୟ ପାରମାର୍ଥିକ ଅମିଶ୍ରିତ ଦୁଗ୍ଧ ପାନ କରିବାକୁ ଇଚ୍ଛା କର, ଯେପରି ତଦ୍ୱାରା ପରିତ୍ରାଣାର୍ଥେ ବୃଦ୍ଧି ପାଇପାର।


ଗୌରବ ଓ ଅନାଦର ଦ୍ୱାରା, ଅଖ୍ୟାତି ଓ ସୁଖ୍ୟାତି ଦ୍ୱାରା, ପ୍ରତାରକ ତୁଲ୍ୟ, ଅଥବା ସତ୍ୟବାଦୀ,


ଯେଣୁ ଯଦି କେହି ତୁମ୍ଭମାନଙ୍କୁ ଦାସ କରି ରଖେ, ତୁମ୍ଭମାନଙ୍କ ସମ୍ପତ୍ତି ଗ୍ରାସ କରେ, ତୁମ୍ଭମାନଙ୍କୁ ଫାନ୍ଦରେ ପକାଇ ଧରେ, ଅହଙ୍କାର କରେ ବା ତୁମ୍ଭମାନଙ୍କ ମୁହଁରେ ଚାପୁଡ଼ା ମାରେ, ତେବେ ତୁମ୍ଭେମାନେ ତାହା ସହିଥାଅ।


Swiv nou:

Piblisite


Piblisite