Biblia Todo Logo
Bib sou entènèt

- Piblisite -




୨ କରିନ୍ଥୀୟ 12:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଏହିପରି ଜଣକ ବିଷୟରେ ମୁଁ ଦର୍ପ କରିବି, କିନ୍ତୁ ମୋʼ ନିଜ ବିଷୟରେ ମୋହର ଦୁର୍ବଳତା ବିନା ଆଉ କାହିଁରେ ଦର୍ପ କରିବି ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଏହିପରି ଜଣକ ବିଷୟରେ ମୁଁ ଦର୍ପ କରିବି, କିନ୍ତୁ ମୋʼ ନିଜ ବିଷୟରେ ମୋହର ଦୁର୍ବଳତା ବିନା ଆଉ କାହିଁରେ ଦର୍ପ କରିବି ନାହିଁ।

Gade chapit la Kopi

ଓଡିଆ ବାଇବେଲ

5 ଏହିପରି ଜଣକ ବିଷୟରେ ମୁଁ ଦର୍ପ କରିବି, କିନ୍ତୁ ମୋ' ନିଜ ବିଷୟରେ ମୋହର ଦୁର୍ବଳତା ବିନା ଆଉ କାହିଁରେ ଦର୍ପ କରିବି ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

5 ଏହି ବ୍ୟକ୍ତିଙ୍କ ପାଇଁ ମୁଁ ଦର୍ପ କରିବି। କିନ୍ତୁ ନିଜର ଦୁର୍ବଳତା ବ୍ୟତୀତ ଅନ୍ୟ କୌଣସି ବିଷୟରେ ମୁଁ ଦର୍ପ କରିବି ନାହିଁ।

Gade chapit la Kopi

ପବିତ୍ର ବାଇବଲ

5 ଯାହା କୌଣସି ବ୍ୟକ୍ତିକୁ କହିବା ପାଇଁ ଅନୁମତି ଦିଆଯାଇ ନାହିଁ। ମୁଁ ଏହିଭଳି ଲୋକ ପାଇଁ ଗର୍ବ କରିବାକୁ ଇଚ୍ଛା କରୁଛି, କିନ୍ତୁ ମୁଁ ନିଜ ପାଇଁ ଗର୍ବ କରିବି ନାହିଁ, ମାତ୍ର ମୋହର ଦୁର୍ବଳତାରେ ଦର୍ପ କରିବି।

Gade chapit la Kopi




୨ କରିନ୍ଥୀୟ 12:5
5 Referans Kwoze  

ଯଦି ମୋହର ଦର୍ପ କରିବାର ଆବଶ୍ୟକ ହୁଏ, ତେବେ ମୁଁ ମୋହର ଦୁର୍ବଳତା ବିଷୟରେ ଦର୍ପ କରିବି।


ପୁଣି, ମୁଁ ଦୁର୍ବଳତା, ଭୟ ଓ ମହାକମ୍ପ ସହ ତୁମ୍ଭମାନଙ୍କ ମଧ୍ୟରେ ଥିଲି;


ଯେପରି ଯିଶାଇୟ ଭାବବାଦୀଙ୍କ ଦ୍ୱାରା ଉକ୍ତ ଏହି ବାକ୍ୟ ସଫଳ ହୁଏ, “‘ନିଜେ ଆମ୍ଭମାନଙ୍କର ଦୁର୍ବଳତାସବୁ ଗ୍ରହଣ କଲେ ଓ ବ୍ୟାଧିସବୁ ବହନ କଲେ।’”


ଯଦ୍ୟପି ଦର୍ପ କରିବା ହିତକର ନୁହେଁ, ତଥାପି ମୋତେ ଦର୍ପ କରିବାକୁ ପଡ଼ୁଅଛି; ମୁଁ ପ୍ରଭୁଙ୍କ ଦର୍ଶନ ଓ ପ୍ରକାଶିତ ବିଷୟ କହିବି।


Swiv nou:

Piblisite


Piblisite