୨ କରିନ୍ଥୀୟ 12:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଆଉ ଦର୍ପ କରିବାକୁ ଇଚ୍ଛା କଲେ ହେଁ ମୁଁ ନିର୍ବୋଧ ହେବି ନାହିଁ, ଯେଣୁ ମୁଁ ସତ୍ୟ କହିବି କିନ୍ତୁ କାଳେ କୌଣସି ଲୋକ ମୋତେ ଯେପ୍ରକାର ଦେଖେ କିମ୍ବା ମୋʼଠାରୁ ଯେପ୍ରକାର ଶୁଣେ, ମୋʼ ପ୍ରତି ପ୍ରକାଶିତ ବିଷୟରେ ଅତ୍ୟଧିକ ଶ୍ରେଷ୍ଠତା ହେତୁ ଯେପରି ମୋʼ ବିଷୟରେ ଅଧିକ ବୋଧ ନ କରେ, ଏଥିପାଇଁ ମୁଁ କ୍ଷାନ୍ତ ହୋଇଥାଏ। Gade chapit laପବିତ୍ର ବାଇବଲ (Re-edited) - (BSI)6 ଆଉ ଦର୍ପ କରିବାକୁ ଇଚ୍ଛା କଲେ ହେଁ ମୁଁ ନିର୍ବୋଧ ହେବି ନାହିଁ, ଯେଣୁ ମୁଁ ସତ୍ୟକହିବି; କିନ୍ତୁ କାଳେ କୌଣସି ଲୋକ ମୋତେ ଯେପ୍ରକାର ଦେଖେ କିମ୍ଵା ମୋʼଠାରୁ ଯେପ୍ରକାର ଶୁଣେ, ମୋʼ ପ୍ରତି ପ୍ରକାଶିତ ବିଷୟରେ ଅତ୍ୟଧିକ ଶ୍ରେଷ୍ଠତା ହେତୁ ଯେପରି ମୋʼ ବିଷୟରେ ଅଧିକ ବୋଧ ନ କରେ, ଏଥିପାଇଁ ମୁଁ କ୍ଷା; ହୋଇଥାଏ। Gade chapit laଓଡିଆ ବାଇବେଲ6 ଆଉ ଦର୍ପ କରିବାକୁ ଇଚ୍ଛା କଲେ ହେଁ ମୁଁ ନିର୍ବୋଧ ହେବି ନାହିଁ, ଯେଣୁ ମୁଁ ସତ୍ୟ କହିବି କିନ୍ତୁ କାଳେ କୌଣସି ଲୋକ ମୋତେ ଯେପ୍ରକାର ଦେଖେ କିମ୍ବା ମୋ'ଠାରୁ ଯେପ୍ରକାର ଶୁଣେ, ମୋ' ପ୍ରତି ପ୍ରକାଶିିତ ବିଷୟରେ ଅତ୍ୟଧିକ ଶ୍ରେଷ୍ଠତା ହେତୁ ଯେପରି ମୋ' ବିଷୟରେ ଅଧିକ ବୋଧ ନ କରେ, ଏଥିପାଇଁ ମୁଁ କ୍ଷାନ୍ତ ହୋଇଥାଏ । Gade chapit laପବିତ୍ର ବାଇବଲ (CL) NT (BSI)6 ଦର୍ପ କରିବା ମୋ’ ପକ୍ଷରେ ନିର୍ବୋଧତା ହେବ ନାହିଁ, କାରଣ ମୁଁ ଦତ କଥା କହିବି। କିନ୍ତୁ ମୁଁ ଦର୍ପ କରୁ ନାହିଁ, କାରଣ ମୁଁ ଚାହେଁ, ଲୋକେ ମୋତେ ଯେପରି କାର୍ଯ୍ୟ କରିବାର ଦେଖନ୍ତି ବା ମୋ’ଠାରୁ ଯେପରି କଥା ଶୁଣନ୍ତି, ତା’ଠାରୁ ମୋତେ ଦଡ଼ ବୋଲି ମନେ ନ କରନ୍ତୁ। Gade chapit laପବିତ୍ର ବାଇବଲ6 ଯଦିଓ ମୁଁ ନିଜ ଉପରେ ଗର୍ବ କରିବାକୁ ଗ୍ଭହିଁଲି ତଥାପି ମୁଁ ମୂର୍ଖ ନୁହେଁ, କାରଣ ମୁଁ ସତ୍ୟକଥା କହେ। କିନ୍ତୁ ମୁଁ ନିଜ ପାଇଁ ଗର୍ବ କରିବି ନାହିଁ କାରଣ ଲୋକେ ମୋ’ ବିଷୟରେ ଯାହା ଦେଖିଛନ୍ତି ଓ ଶୁଣିଛନ୍ତି ତା'ଠାରୁ ଅଧିକ ବୋଲି ମୋତେ ଭାବନ୍ତୁ, ଏହା ମୁଁ ଇଚ୍ଛା କରେ ନାହିଁ। Gade chapit la |