Biblia Todo Logo
Bib sou entènèt

- Piblisite -




୨ କରିନ୍ଥୀୟ 12:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଯେପରି ତାହା ମୋʼଠାରୁ ଦୂର ହୁଏ, ଏଥିପାଇଁ ମୁଁ ପ୍ରଭୁଙ୍କୁ ସେ ବିଷୟରେ ତିନି ଥର ବିନତି କଲି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଯେପରି ତାହା ମୋʼଠାରୁ ଦୂର ହୁଏ, ଏଥିପାଇଁ ମୁଁ ପ୍ରଭୁଙ୍କୁ ସେ ବିଷୟରେ ତିନି ଥର ବିନତି କଲି।

Gade chapit la Kopi

ଓଡିଆ ବାଇବେଲ

8 ଯେପରି ତାହା ମୋ'ଠାରୁ ଦୂର ହୁଏ, ଏଥିପାଇଁ ମୁଁ ପ୍ରଭୁଙ୍କୁ ସେ ବିଷୟରେ ତିନି ଥର ବିନତି କଲି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

8 ଏଥିରୁ ନିଷ୍କୃତି ପାଇବାକୁ ମୁଁ ପ୍ରଭୁଙ୍କ ନିକଟରେ ତିନି ଥର ପ୍ରର୍ଥନା ନିବେଦନ କରିଛି,

Gade chapit la Kopi

ପବିତ୍ର ବାଇବଲ

8 ମୁଁ ପ୍ରଭୁଙ୍କୁ ତିନିଥର ପ୍ରାର୍ଥନା କଲି ଯେ ସେ ଏହି କଣ୍ଟକଟିକୁ ମୋ'ଠାରୁ ଦୂରେଇ ନିଅନ୍ତୁ।

Gade chapit la Kopi




୨ କରିନ୍ଥୀୟ 12:8
10 Referans Kwoze  

ଈଶ୍ବର ଯିଏ ତାହାଙ୍କୁ ମୃତ୍ୟୁରୁ ରକ୍ଷା କରିବାକୁ ସମର୍ଥ, ସେ ଆପଣା ପାର୍ଥିବ ଜୀବନରେ ଥିବା ସମୟରେ, ତାହାଙ୍କ ନିକଟରେ ପ୍ରବଳ ଆର୍ତ୍ତନାଦ ଓ ଅଶ୍ରୁ ସହକାରେ ପ୍ରାର୍ଥନା ଓ ବିନତି ଉତ୍ସର୍ଗ କରିଥିଲେ, ଆଉ ଉତ୍ତର ସ୍ୱରୂପେ ଆଶଙ୍କାରୁ ରକ୍ଷା ପାଇ


“ଆମ୍ଭେ ଯେ ଶାଉଲକୁ ରାଜା କଲୁ, ଏଥିପାଇଁ ଆମ୍ଭେ ଦୁଃଖିତ; କାରଣ ସେ ଆମ୍ଭଠାରୁ ବିମୁଖ ହୋଇଅଛି ଓ ଆମ୍ଭର ବାକ୍ୟ ସଫଳ କରି ନାହିଁ।” ଏଥିରେ ଶାମୁୟେଲ କ୍ରୁଦ୍ଧ ହେଲେ, ତଥାପି ସମସ୍ତ ରାତ୍ରି ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କଲେ।


ଆଉ, ସେହି ପ୍ରକାରେ ପବିତ୍ର ଆତ୍ମା ମଧ୍ୟ ଆମ୍ଭମାନଙ୍କ ଦୁର୍ବଳତାରେ ସାହାଯ୍ୟ କରନ୍ତି; କାରଣ କଅଣ ପ୍ରାର୍ଥନା କରିବା ଉଚିତ, ତାହା ଆମ୍ଭେମାନେ ଜାଣୁ ନାହୁଁ, କିନ୍ତୁ ଆତ୍ମା ସ୍ୱୟଂ ଅକଥନୀୟ ଆର୍ତ୍ତନାଦରେ ଆମ୍ଭମାନଙ୍କ ନିମନ୍ତେ ନିବେଦନ କରନ୍ତି;


ପୁଣି ଯେଉଁ ବସ୍ତ୍ର କି ଟାଣୀ କି ପଡୀୟାଣ କି ଚର୍ମ ନିର୍ମିତ କୌଣସି ଦ୍ରବ୍ୟ ଧୌତ କରିବ, ତହିଁରୁ ଯଦି ସେହି ଦାଗ ଯାଏ, ତେବେ ଦ୍ୱିତୀୟ ଥର ତାହା ଧୁଆଯିବ; ତହିଁରେ ତାହା ଶୁଚି ହେବ।”


ଏହି ପ୍ରକାରେ ତିନି ଥର ହେଲା, ପରେ ସମସ୍ତ ପୁନର୍ବାର ଆକାଶକୁ ନିଆଗଲା।


Swiv nou:

Piblisite


Piblisite