୨ କରିନ୍ଥୀୟ 13:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏହି ତୃତୀୟ ଥର ମୁଁ ତୁମ୍ଭମାନଙ୍କ ନିକଟକୁ ଯାଉଅଛି। “ଦୁଇ ବା ତିନି ସାକ୍ଷୀଙ୍କ ମୁଖରେ ସମସ୍ତ କଥା ସ୍ଥିର କରାଯିବ।” Gade chapit laପବିତ୍ର ବାଇବଲ (Re-edited) - (BSI)1 ଏହି ତୃତୀୟ ଥର ମୁଁ ତୁମ୍ଭମାନଙ୍କ ନିକଟକୁ ଯାଉଅଛି। “ଦୁଇ ବା ତିନି ସାକ୍ଷୀଙ୍କ ମୁଖରେ ସମସ୍ତ କଥା ସ୍ଥିର କରାଯିବ।” Gade chapit laଓଡିଆ ବାଇବେଲ1 ଏହି ତୃତୀୟ ଥର ମୁଁ ତୁମ୍ଭମାନଙ୍କ ନିକଟକୁ ଯାଉଅଛି । "ଦୁଇ ବା ତିନି ସାକ୍ଷୀଙ୍କ ମୁଖରେ ସମସ୍ତ କଥା ସ୍ଥିର କରାଯିବ ।'' Gade chapit laପବିତ୍ର ବାଇବଲ (CL) NT (BSI)1 ଏଥରକୁ ମିଶାଇ ତୃତୀୟ ଥର ମୁଁ ତୁମ୍ଭମାନଙ୍କ ନିକଟକୁ ଯାଉଛି। ଧର୍ମଶାସ୍ତ୍ର ଅନୁସାରେ, ଦୁଇ ବା ତିନି ଜଣ ସାକ୍ଷୀଙ୍କ ପ୍ରମାଣ ଦ୍ୱାରା ପ୍ରତ୍ୟେକଟି ଅଭିଯୋଗ ନିଷ୍ଠିତ୍ତି ହୁଏ। Gade chapit laପବିତ୍ର ବାଇବଲ1 ମୁଁ ତୁମ୍ଭମାନଙ୍କ ପାଖକୁ ତୃତୀୟ ଥର ଆସୁଛି। ମନେରଖ: “ପ୍ରତ୍ୟେକ ଅଭିଯୋଗ ପାଇଁ ଦୁଇ ବା ତିନି ଜଣ ସାକ୍ଷୀ ଦେବା ଦରକାର ଯେ ସେମାନେ ତାହାର ସତ୍ୟତା ବିଷୟରେ ଜାଣିଛନ୍ତି।” Gade chapit la |
ଦେଖ, ମୁଁ ତୁମ୍ଭମାନଙ୍କ ନିକଟକୁ ଯିବା ନିମନ୍ତେ ଏହି ତୃତୀୟ ଥର ପ୍ରସ୍ତୁତ ଅଛି, ଆଉ ମୁଁ ତୁମ୍ଭମାନଙ୍କର ଭାର ସ୍ୱରୂପ ହେବି ନାହିଁ, କାରଣ ମୁଁ ତୁମ୍ଭମାନଙ୍କର ଧନ ନ ଖୋଜି ତୁମ୍ଭମାନଙ୍କୁ ଖୋଜୁଅଛି। ଯେଣୁ ସନ୍ତାନସନ୍ତତିମାନଙ୍କର ପିତାମାତାମାନଙ୍କ ନିମନ୍ତେ ସଞ୍ଚୟ କରିବା ଉଚିତ୍ ନୁହେଁ, ମାତ୍ର ସନ୍ତାନସନ୍ତତିମାନଙ୍କ ନିମନ୍ତେ ପିତାମାତାଙ୍କର ସଞ୍ଚୟ କରିବା ଉଚିତ।