Biblia Todo Logo
Bib sou entènèt

- Piblisite -




୨ କରିନ୍ଥୀୟ 2:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ପୁଣି, ଖ୍ରୀଷ୍ଟଙ୍କ ସୁସମାଚାର ପ୍ରଚାର କରିବା ପାଇଁ ମୁଁ ତ୍ରୋୟାକୁ ଆସିଲା ଉତ୍ତାରେ ପ୍ରଭୁଙ୍କ କାର୍ଯ୍ୟ ନିମନ୍ତେ ସୁଯୋଗରୂପ ଦ୍ୱାର ମୁକ୍ତ ହେଲେ ହେଁ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ପୁଣି, ଖ୍ରୀଷ୍ଟଙ୍କ ସୁସମାଚାର ପ୍ରଚାର କରିବା ପାଇଁ ମୁଁ ତ୍ରୋୟାକୁ ଆସିଲା ଉତ୍ତାରେ ପ୍ରଭୁଙ୍କ କାର୍ଯ୍ୟ ନିମନ୍ତେ ସୁଯୋଗରୂପ ଦ୍ଵାର ମୁକ୍ତ ହେଲେ ହେଁ ପ୍ରେରିତ. ୧୬:୮ ପ୍ର.କରି.୧୬:୯

Gade chapit la Kopi

ଓଡିଆ ବାଇବେଲ

12 ପୁଣି, ଖ୍ରୀଷ୍ଟଙ୍କ ସୁସମାଚାର ପ୍ରଚାର କରିବା ପାଇଁ ମୁଁ ତ୍ରୋୟାକୁ ଆସିଲା ଉତ୍ତାରେ ପ୍ରଭୁଙ୍କ କାର୍ଯ୍ୟ ନିମନ୍ତେ ସୁଯୋଗରୂପ ଦ୍ୱାର ମୁକ୍ତ ହେଲେ ହେଁ

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

12 ଖ୍ରୀଷ୍ଟଙ୍କ ସୁସମାଚାର ପ୍ରଚାର କରିବାକୁ ତ୍ରୋୟା ଦ୍ୱୀପରେ ପହଞ୍ଚି ମୁଁ ଦେଖିଲି, ଏ କାର୍ଯ୍ୟ ପାଇଁ ପ୍ରଭୁ ବାଟ ଖୋଲି ଦେଇଛନ୍ତି।

Gade chapit la Kopi

ପବିତ୍ର ବାଇବଲ

12 ମୁଁ ଯୀଶୁ ଖ୍ରୀଷ୍ଟଙ୍କର ସୁସମାଗ୍ଭର ପ୍ରଗ୍ଭର କରିବା ପାଇଁ ତ୍ରୋୟା ନଗରକୁ ଯାଇଥିଲି। ପ୍ରଭୁ ସେଠାରେ ମୋତେ ଭଲ ସୁଯୋଗଟିଏ ଦେଲେ।

Gade chapit la Kopi




୨ କରିନ୍ଥୀୟ 2:12
20 Referans Kwoze  

ସେମାନେ ମୂସିଆ ପାଖ ଦେଇ ତ୍ରୋୟା ସହରକୁ ଆସିଲେ।


ସେମାନେ ପହଞ୍ଚି ମଣ୍ଡଳୀକୁ ଏକତ୍ର କଲେ, ପୁଣି, ଈଶ୍ବର ସେମାନଙ୍କ ସାଙ୍ଗରେ ଥାଇ ଯେ ସମସ୍ତ କାର୍ଯ୍ୟ କରିଥିଲେ ଓ ଅଣଯିହୁଦୀମାନଙ୍କ ପ୍ରତି ବିଶ୍ୱାସର ଦ୍ୱାର ଫିଟାଇ ଦେଇଥିଲେ, ସେହିସବୁ ବର୍ଣ୍ଣନା କଲେ।


ଆମ୍ଭମାନଙ୍କ ନିମନ୍ତେ ମଧ୍ୟ ପ୍ରାର୍ଥନା କର, ଯେପରି ବାକ୍ୟ ପ୍ରଚାର ନିମନ୍ତେ ଈଶ୍ବର ଆମ୍ଭମାନଙ୍କ ପାଇଁ ଦ୍ୱାର ଫିଟାନ୍ତି, ପୁଣି, ଯେପରି ଖ୍ରୀଷ୍ଟଙ୍କର ଯେଉଁ ନିଗୂଢ଼ତତ୍ତ୍ୱ ନିମନ୍ତେ ମୁଁ ବନ୍ଦୀ ଅଟେ,


କାରଣ ଫଳପ୍ରଦ କାର୍ଯ୍ୟ ନିମନ୍ତେ ମୋʼ ପାଇଁ ପ୍ରଶସ୍ତ ଦ୍ୱାର ଉନ୍ମୁକ୍ତ ରହିଅଛି, ବିପକ୍ଷମାନେ ମଧ୍ୟ ଅନେକ ଅଛନ୍ତି।


ପାଉଲ, ଖ୍ରୀଷ୍ଟ ଯୀଶୁଙ୍କ ଦାସ ଓ ଆହୂତ ଜଣେ ପ୍ରେରିତ, ପୁଣି, ଈଶ୍ବର ଆପଣା ପୁତ୍ର ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ସମ୍ବନ୍ଧରେ ନିଜର ଯେଉଁ ସୁସମାଚାର ଧର୍ମଶାସ୍ତ୍ରରେ ଆପଣା ଭାବବାଦୀମାନଙ୍କ ଦ୍ୱାରା ପୂର୍ବରେ ପ୍ରତିଜ୍ଞା କରିଥିଲେ, ସେହି ସୁସମାଚାର ନିମନ୍ତେ ପୃଥକୀକୃତ,


ଯେଉଁ ଉପର କୋଠରୀରେ ଆମ୍ଭେମାନେ ଏକତ୍ର ହୋଇଥିଲୁ, ସେ ସ୍ଥାନରେ ଅନେକ ଦୀପ ଥିଲା।


ତେଣୁ ତ୍ରୋୟା ସହରରୁ ଜାହାଜରେ ଆମ୍ଭେମାନେ ସଳଖ ପଥରେ ସାମଥ୍ରାକୀ ଦ୍ବୀପକୁ ଓ ପରଦିନ ନିୟାପଲି ସହରକୁ ଗଲୁ,


ଯଦି ଅନ୍ୟମାନେ ତୁମ୍ଭମାନଙ୍କ ଅଂଶାଧିକାରୀ ଅଟନ୍ତି, ତେବେ ଆମ୍ଭେମାନେ କଅଣ ଆହୁରି ଅଧିକ ନୋହୁଁ? ତଥାପି ଆମ୍ଭେମାନେ ସେହି ଅଧିକାର ବ୍ୟବହାର କରି ନାହୁଁ; କିନ୍ତୁ ଯେପରି ଆମ୍ଭେମାନେ ଖ୍ରୀଷ୍ଟଙ୍କ ସୁସମାଚାରର କୌଣସି ବାଧା ନ ଜନ୍ମାଉ, ଏଥିପାଇଁ ସମସ୍ତ ସହ୍ୟ କରୁଅଛୁ।


ସେହି ପ୍ରକାରେ ଯେଉଁମାନେ ସୁସମାଚାର ପ୍ରଚାର କରନ୍ତି, ସେମାନେ ଯେ ସୁସମାଚାର ଦ୍ୱାରା ଜୀବନ ନିର୍ବାହ କରିବେ, ଏହା ପ୍ରଭୁ ଆଦେଶ ଦେଇଅଛନ୍ତି।


କାରଣ ମୁଁ ଯଦି ସୁସମାଚାର ପ୍ରଚାର କରେ, ସେଥିରେ ମୋହର ଦର୍ପ କରିବାର କିଛି ନାହିଁ, ଯେଣୁ ତାହା କରିବା ନିମନ୍ତେ ମୁଁ ବାଧ୍ୟ; ଆଉ ଯଦି ମୁଁ ସୁସମାଚାର ପ୍ରଚାର ନ କରେ, ତେବେ ହାୟ, ମୁଁ ଦଣ୍ଡର ପାତ୍ର।


କିନ୍ତୁ ଯଦ୍ୟପି ଆମ୍ଭମାନଙ୍କ ସୁସମାଚାର ଆଚ୍ଛାଦିତ ଥାଏ, ତାହା ବିନାଶପ୍ରାପ୍ତମାନଙ୍କ ପକ୍ଷରେ ଆଚ୍ଛାଦିତ;


ଈଶ୍ବରଙ୍କ ପ୍ରତିମୂର୍ତ୍ତି ଯେ ଖ୍ରୀଷ୍ଟ ତାହାଙ୍କ ଗୌରବମୟ ସୁସମାଚାରର ଆଲୋକ ଯେପରି ଏହି ପ୍ରକାର ଲୋକଙ୍କ ପ୍ରତି ପ୍ରକାଶିତ ନ ହୁଏ, ଏଥିନିମନ୍ତେ ଏହି ଜଗତ୍‍ପତି ଅବିଶ୍ୱାସୀମାନଙ୍କର ଜ୍ଞାନଚକ୍ଷୁ ଅନ୍ଧ କରିଅଛି।


ପୁଣି, ତାହାଙ୍କ ସଙ୍ଗେ ଆମ୍ଭେମାନେ ଆଉ ଜଣେ ଭାଇଙ୍କୁ ପଠାଉଅଛୁ; ସୁସମାଚାର ପ୍ରଚାର ସମ୍ବନ୍ଧରେ ତାହାଙ୍କ ପ୍ରଶଂସା ସମୁଦାୟ ମଣ୍ଡଳୀରେ ବ୍ୟାପିଯାଇଅଛି,


ଅର୍ଥାତ୍‍ ଏହି ସେବା କର୍ମର ପ୍ରମାଣ ପାଇ ଲୋକେ ତୁମ୍ଭମାନଙ୍କ ସ୍ୱୀକାର କରୁଥିବା ଖ୍ରୀଷ୍ଟଙ୍କ ସୁସମାଚାର ପ୍ରତି ବାଧ୍ୟତା, ପୁଣି, ସାଧୁମାନଙ୍କ ଓ ସମସ୍ତଙ୍କ ପ୍ରତି ତୁମ୍ଭମାନଙ୍କ ସହଭାଗିତାର ସରଳତା ସକାଶେ ଈଶ୍ବରଙ୍କ ମହିମା କୀର୍ତ୍ତନ କରୁଅଛନ୍ତି,


କାରଣ ତୁମ୍ଭେମାନେ ଆମ୍ଭମାନଙ୍କ ସୀମାର ଅନ୍ତର୍ଭୁକ୍ତ ନ ଥିଲା ପରି ଆମ୍ଭେମାନେ ଯେ ସୀମା ଲଙ୍ଘନ କରୁଅଛୁ, ତାହା ନୁହେଁ, ଯେଣୁ ଖ୍ରୀଷ୍ଟଙ୍କ ସୁସମାଚାର ପ୍ରଚାର କରୁ କରୁ ଆମ୍ଭେମାନେ ତୁମ୍ଭମାନଙ୍କ ପର୍ଯ୍ୟନ୍ତ ସୁଦ୍ଧା ପ୍ରଥମେ ଯାଇଥିଲୁ;


କାରଣ ଯେଉଁ ଯୀଶୁଙ୍କୁ ଆମ୍ଭେମାନେ ପ୍ରଚାର କଲୁ ନାହିଁ, ଏପରି ଅନ୍ୟ ଯୀଶୁଙ୍କୁ ଯଦି କେହି ଆସି ପ୍ରଚାର କରେ, ବା ଯେଉଁ ଆତ୍ମା ତୁମ୍ଭେମାନେ ପ୍ରାପ୍ତ ହେଲ ନାହିଁ, ଏପରି ଅନ୍ୟ ଏକ ଆତ୍ମା ପ୍ରାପ୍ତ ହୁଅ, ଅବା ଯେଉଁ ସୁସମାଚାର ତୁମ୍ଭେମାନେ ଗ୍ରହଣ କଲ ନାହିଁ, ଏପରି ଅନ୍ୟ ଏକ ସୁସମାଚାର ପ୍ରାପ୍ତ ହୁଅ, ତାହାହେଲେ ତୁମ୍ଭେମାନେ ତ ବଡ଼ ସହିଷ୍ଣୁ।


ଅବା ତୁମ୍ଭେମାନେ ଯେପରି ଉନ୍ନତ ହୁଅ, ଏଥିନିମନ୍ତେ ମୁଁ ଆପଣାକୁ ନମ୍ର କରି ଯେ ବିନାମୂଲ୍ୟରେ ତୁମ୍ଭମାନଙ୍କ ନିକଟରେ ଈଶ୍ବରଙ୍କ ସୁସମାଚାର ପ୍ରଚାର କଲି, ଏଥିରେ କଅଣ ପାପ କଲି?


ପୁଣି, ତୁମ୍ଭମାନଙ୍କ ବିଶ୍ୱାସ ସମ୍ବନ୍ଧରେ ତୁମ୍ଭମାନଙ୍କୁ ଉତ୍ସାହ ଦେବାକୁ ଓ ତୁମ୍ଭମାନଙ୍କୁ ସୁସ୍ଥିର କରିବାକୁ, ଖ୍ରୀଷ୍ଟଙ୍କ ସୁସମାଚାର କାର୍ଯ୍ୟରେ ଈଶ୍ବରଙ୍କ ସହକର୍ମୀ ଆମ୍ଭମାନଙ୍କ ଭାଇ ତୀମଥିଙ୍କୁ ପଠାଇଲୁ,


Swiv nou:

Piblisite


Piblisite