Biblia Todo Logo
Bib sou entènèt

- Piblisite -




୨ କରିନ୍ଥୀୟ 2:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଏକ ପକ୍ଷର ଲୋକଙ୍କ ପ୍ରତି ମୃତ୍ୟୁଦାୟକ ଓ ଅନ୍ୟ ପକ୍ଷରେ ଲୋକଙ୍କ ପ୍ରତି ଜୀବନଦାୟକ ସୁବାସ ସ୍ୱରୂପ। ଆଉ ଏହି ସମସ୍ତ ନିମନ୍ତେ କିଏ ସମର୍ଥ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ଏକ ପକ୍ଷର ଲୋକଙ୍କ ପ୍ରତି ମୃତ୍ୟୁଦାୟକ ଓ ଅନ୍ୟ ପକ୍ଷରେ ଲୋକଙ୍କ ପ୍ରତି ଜୀବନଦାୟକ ସୁବାସ ସ୍ଵରୂପ। ଆଉ ଏହିସମସ୍ତ ନିମନ୍ତେ କିଏ ସମର୍ଥ?

Gade chapit la Kopi

ଓଡିଆ ବାଇବେଲ

16 ଏକ ପକ୍ଷର ଲୋକଙ୍କ ପ୍ରତି ମୃତ୍ୟୁଦାୟକ ଓ ଅନ୍ୟ ପକ୍ଷରେ ଲୋକଙ୍କ ପ୍ରତି ଜୀବନଦାୟକ ସୁବାସ ସ୍ୱରୂପ। ଆଉ ଏହି ସମସ୍ତ ନିମନ୍ତେ କିଏ ସମର୍ଥ ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

16 ମୃତତ୍ୟୁଦାୟକ, ଅଥଚ ଯେଉଁମାନେ ପରିତ୍ରାଣ ପାଇଛନ୍ତି, ସେମାନଙ୍କ ନିକଟରେ ଏହା ଜୀବନଦାୟକ। କିନ୍ତୁ ଏହି କାର୍ଯ୍ୟ କରିବା ପାଇଁ କିଏ ସକ୍ଷମ?

Gade chapit la Kopi

ପବିତ୍ର ବାଇବଲ

16 ଯେଉଁମାନେ ନଷ୍ଟ ହୋଇ ଯାଇଛନ୍ତି, ସେମାନଙ୍କ ଲାଗି ଆମ୍ଭେମାନେ ମୃତ୍ୟୁର ଦୁର୍ଗନ୍ଧ ସ୍ୱରୂପ ଅଟୁ। କିନ୍ତୁ ଯେଉଁମାନେ ଉଦ୍ଧାର ପାଇଛନ୍ତି, ଆମ୍ଭେ ସେମାନଙ୍କ ଲାଗି ଜୀବନର ସୁଗନ୍ଧି ଅଟୁ। ଅତଏବ ପ୍ରଶ୍ନ ଏହା ଯେ, ଏହି କାମ କରିବା ପାଇଁ କିଏ ସମର୍ଥ?

Gade chapit la Kopi




୨ କରିନ୍ଥୀୟ 2:16
9 Referans Kwoze  

ପୁଣି, ଯୀଶୁ କହିଲେ, “ଦେଖୁ ନ ଥିବା ଲୋକେ ଯେପରି ଦେଖନ୍ତି ଓ ଦେଖୁଥିବା ଲୋକେ ଯେପରି ଅନ୍ଧ ହୁଅନ୍ତି, ଏହି ବିଚାର ନିମନ୍ତେ ମୁଁ ଜଗତକୁ ଆସିଅଛି।”


ଆଉ, ଶିମିୟୋନ ସେମାନଙ୍କୁ ଆଶୀର୍ବାଦ କରି ତାହାଙ୍କ ମାତା ମରୀୟମଙ୍କୁ କହିଲେ, ଦେଖ, ଯେପରି ଅନେକଙ୍କ ହୃଦୟର ଭାବନା ପ୍ରକାଶିତ ହୁଏ,


କିନ୍ତୁ ମୁଁ ଯାହା ହୋଇଅଛି, ତାହା ଈଶ୍ବରଙ୍କ ଅନୁଗ୍ରହରେ ହୋଇଅଛି, ଆଉ ମୋʼ ପ୍ରତି ପ୍ରଦତ୍ତ ତାହାଙ୍କର ସେହି ଅନୁଗ୍ରହ ବ୍ୟର୍ଥ ହୋଇ ନାହିଁ, ମାତ୍ର ମୁଁ ସେ ସମସ୍ତଙ୍କ ଅପେକ୍ଷା ଅଧିକ ପରିଶ୍ରମ କରିଅଛି, ତଥାପି ମୁଁ ନୁହେଁ, କିନ୍ତୁ ମୋʼ ସହିତ ଥିବା ଈଶ୍ବରଙ୍କ ଅନୁଗ୍ରହ ତାହା କରିଅଛି।


ମୁଁ ନିର୍ବୋଧ ହୋଇଅଛି, ତୁମ୍ଭେମାନେ ମୋତେ ବାଧ୍ୟ କଲ, କାରଣ ମୋହର ପ୍ରଶଂସା କରିବା ତୁମ୍ଭମାନଙ୍କର ଉଚିତ୍ ଥିଲା; ଯେଣୁ ଯଦ୍ୟପି ମୁଁ କିଛି ନୁହେଁ, ତଥାପି କୌଣସି ବିଷୟରେ ସେହି ଶ୍ରେଷ୍ଠତମ ପ୍ରେରିତମାନଙ୍କ ଅପେକ୍ଷା ଊଣା ନୁହେଁ।


ପୁଣି, ତୁମ୍ଭମାନଙ୍କର ମାନତ ପୂର୍ଣ୍ଣ କରିବା ନିମନ୍ତେ, କିଅବା ସ୍ୱେଚ୍ଛାଦତ୍ତ ଉପହାର ନିମନ୍ତେ, କିଅବା ତୁମ୍ଭମାନଙ୍କ ନିରୂପିତ ପର୍ବରେ ଗୋମେଷାଦି ପଲରୁ ସଦାପ୍ରଭୁଙ୍କ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପେ ହୋମ ବା ବଳି ଉତ୍ସର୍ଗ କରିବ;


Swiv nou:

Piblisite


Piblisite