Biblia Todo Logo
Bib sou entènèt

- Piblisite -




୨ କରିନ୍ଥୀୟ 2:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଅତଏବ, ତାହା ପ୍ରତି ପ୍ରେମ ବ୍ୟବହାର ସ୍ଥାପନ କରିବାକୁ ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଅତଏବ, ତାହା ପ୍ରତି ପ୍ରେମ ବ୍ୟବହାର ସ୍ଥାପନ କରିବାକୁ ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି।

Gade chapit la Kopi

ଓଡିଆ ବାଇବେଲ

8 ଅତଏବ, ତାହା ପ୍ରତି ପ୍ରେମ ବ୍ୟବହାର ସ୍ଥାପନ କରିବାକୁ ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

8 ତୁମମାନଙ୍କୁ ମୋର ଅନୁରୋଧ, ତୁମ୍ଭମାନେ ତାକୁ ସ୍ନେହ ଓ ଶ୍ରଦ୍ଧା କରୁଛ ବୋଲି ଜଣାଇ ଦିଅ।

Gade chapit la Kopi

ପବିତ୍ର ବାଇବଲ

8 ସେଥିପାଇଁ ମୋର ଅନୁରୋଧ ଯେ, ତୁମ୍ଭେମାନେ ତା’ ପ୍ରତି ପୁନର୍ବାର ତୁମ୍ଭମାନଙ୍କର ପ୍ରେମଭାବ ଦେଖାଅ।

Gade chapit la Kopi




୨ କରିନ୍ଥୀୟ 2:8
6 Referans Kwoze  

ଅତଏବ, ଆମ୍ଭେମାନେ ସୁଯୋଗ ଅନୁସାରେ ସମସ୍ତଙ୍କର, ବିଶେଷତଃ, ଏକ ପରିବାରଭୁକ୍ତ ବିଶ୍ୱାସୀ ସମସ୍ତଙ୍କର ମଙ୍ଗଳ କରୁ।


କାରଣ, ହେ ଭାଇମାନେ, ତୁମ୍ଭେମାନେ ସ୍ୱାଧୀନତା ନିମନ୍ତେ ଆହୂତ ହୋଇଅଛ; କେବଳ ତୁମ୍ଭର ସ୍ୱାଧୀନତାକୁ ଶାରୀରିକ ଅଭିଳାଷ ପୂରଣ ନିମନ୍ତେ ସୁଯୋଗ ସ୍ୱରୂପେ ବ୍ୟବହାର ନ କର, ବରଂ ପ୍ରେମରେ ପରସ୍ପରର ସେବା କର।


ଏଣୁ କାଳେ ଏପରି ଲୋକ ଅତିରିକ୍ତ ଦୁଃଖରେ ବୁଡ଼ିଯାଏ, ଏଥିପାଇଁ ତୁମ୍ଭେମାନେ ତାହାକୁ ବରଂ କ୍ଷମା କର ଓ ସାନ୍ତ୍ୱନା ଦିଅ।


କାରଣ ତୁମ୍ଭେମାନେ ସମସ୍ତ ବିଷୟରେ ଯେ ବାଧ୍ୟ ଅଟ, ତୁମ୍ଭମାନଙ୍କ ବିଷୟରେ ସେଥିର ପ୍ରମାଣ ଯେପରି ମୁଁ ପାଏ, ଏହି ଉଦ୍ଦେଶ୍ୟରେ ମଧ୍ୟ ଲେଖିଥିଲି।


Swiv nou:

Piblisite


Piblisite