Biblia Todo Logo
Bib sou entènèt

- Piblisite -




୨ କରିନ୍ଥୀୟ 3:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 କାରଣ ଯଦି କ୍ଷଣସ୍ଥାୟୀ ବିଷୟ ଗୌରବଯୁକ୍ତ ହେଲା, ତେବେ ଚିରସ୍ଥାୟୀ ବିଷୟ ଆହୁରି ଅଧିକ ଗୌରବରେ ଅବସ୍ଥିତ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 କାରଣ ଯଦି କ୍ଷଣସ୍ଥାୟୀ ବିଷୟ ଗୌରବଯୁକ୍ତ ହେଲା, ତେବେ ଚିରସ୍ଥାୟୀ ବିଷୟ ଆହୁରି ଅଧିକ ଗୌରବରେ ଅବସ୍ଥିତ।

Gade chapit la Kopi

ଓଡିଆ ବାଇବେଲ

11 କାରଣ ଯଦି କ୍ଷଣସ୍ଥାୟୀ ବିଷୟ ଗୌରବଯୁକ୍ତ ହେଲା,ତେବେ ଚିରସ୍ଥାୟୀ ବିଷୟ ଆହୁରି ଅଧିକ ଗୌରବରେ ଅବସ୍ଥିତ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

11 ଯଦି ଅସ୍ଥାୟୀ ବିଷୟ ଏତେ ଗୌରବଯୁକ୍ତ ହୁଏ, ଚିରସ୍ଥାୟୀ ବିଷୟ ଏହାଠାରୁ କେତେ ଅଧିକ ଗୁଣରେ ଗୌରବଯୁକ୍ତ ନ ହେବ!

Gade chapit la Kopi

ପବିତ୍ର ବାଇବଲ

11 ଯେଉଁ ସେବା ଅଦୃଶ୍ୟ ହେଲା, ତାହା ଯଦି ମହିମା ସହିତ ଆସିଥିଲା, ତା'ହେଲେ ଏହି ଅନନ୍ତ କାଳସ୍ଥାୟୀ ସେବା ଅତ୍ୟଧିକ ମହିମାମୟ ହେବା ସ୍ୱାଭାବିକ।

Gade chapit la Kopi




୨ କରିନ୍ଥୀୟ 3:11
8 Referans Kwoze  

ସେ “ନୂତନ ନିୟମ” ବୋଲି କହିବା ଦ୍ୱାରା ପ୍ରଥମକୁ ପୁରାତନ କରିଅଛନ୍ତି; ଆଉ ଯାହା ପୁରାତନ ଓ ଜୀର୍ଣ୍ଣ ହୋଇଯାଉଅଛି, ତାହାର ଲୋପ ହେବାର ସମୟ ସନ୍ନିକଟ।


ଅତଏବ, ଆମ୍ଭେମାନେ ଦୟା ପ୍ରାପ୍ତ ହୋଇ ଏହି ସେବକପଦ ପାଇବାରୁ ସାହସବିହୀନ ନୋହୁଁ,


ଯେଣୁ ଯାହା ଗୌରବଯୁକ୍ତ ହୋଇଥିଲା, ତାହା ସେଥିରୁ ଅତି ଅଧିକ ଗୌରବଯୁକ୍ତ ବିଷୟର ତୁଳନାରେ ଗୌରବବିହୀନ ହୋଇଅଛି।


ଅତଏବ, ଏହି ପ୍ରକାର ଭରସା ପ୍ରାପ୍ତ ହୋଇ ଆମ୍ଭେମାନେ ଅତି ସାହସିକ ଅଟୁ,


Swiv nou:

Piblisite


Piblisite