୨ କରିନ୍ଥୀୟ 5:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଯେଣୁ ଯଦି ଆମ୍ଭେମାନେ ନିର୍ବୋଧ, ତାହା ଈଶ୍ବରଙ୍କ ନିମନ୍ତେ; କିଅବା ଯଦି ସୁବୋଧ, ତାହା ତୁମ୍ଭମାନଙ୍କ ନିମନ୍ତେ। Gade chapit laପବିତ୍ର ବାଇବଲ (Re-edited) - (BSI)13 ଯେଣୁ ଯଦି ଆମ୍ଭେମାନେ ନିର୍ବୋଧ, ତାହା ଈଶ୍ଵରଙ୍କ ନିମନ୍ତେ; କିଅବା ଯଦି ସୁବୋଧ, ତାହା ତୁମ୍ଭମାନଙ୍କ ନିମନ୍ତେ। Gade chapit laଓଡିଆ ବାଇବେଲ13 ଯେଣୁ ଯଦି ଆମ୍ଭେମାନେ ନିର୍ବୋଧ, ତାହା ଈଶ୍ୱରଙ୍କ ନିମନ୍ତେ; କିଅବା ଯଦି ସୁବୋଧ, ତାହା ତୁମ୍ଭମାନଙ୍କ ନିମନ୍ତେ । Gade chapit laପବିତ୍ର ବାଇବଲ (CL) NT (BSI)13 ଆମର କ’ଣ ମତିଭ୍ରମ ହୋଇଛି? ଆମର ଯଦି ମତିଭ୍ରମ ହୋଇଥାଏ, ତାହା ଈଶ୍ୱରଙ୍କ ପାଇଁ ହୋଇଛି। ଆମେ କ’ଣ ପ୍ରକୃତିସ୍ଥ? ଆମେ ଯଦି ପ୍ରକୃତିସ୍ଥ, ତେବେ ତୁମ୍ଭମାନଙ୍କ ପାଇଁ ସେପରି ରହିଛୁ। Gade chapit laପବିତ୍ର ବାଇବଲ13 ଆମ୍ଭେ ଯଦି ପାଗଳ, ତାହା ପରମେଶ୍ୱରଙ୍କ ପାଇଁ। Gade chapit la |