Biblia Todo Logo
Bib sou entènèt

- Piblisite -




୨ କରିନ୍ଥୀୟ 5:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଯେଣୁ ଆମ୍ଭେମାନେ ତ ଆମ୍ଭମାନଙ୍କ ସ୍ୱର୍ଗୀୟ ଗୃହରୂପ ବସ୍ତ୍ରରେ ପରିହିତ ହେବାକୁ ଏକାନ୍ତ ଇଚ୍ଛା କରି ଏହି ଗୃହରେ ଥାଉ ଥାଉ ଆର୍ତ୍ତନାଦ କରୁଅଛୁ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ଯେଣୁ ଆମ୍ଭେମାନେ ତ ଆମ୍ଭମାନଙ୍କ ସ୍ଵର୍ଗୀୟ ଗୃହରୂପ ବସ୍ତ୍ରରେ ପରିହିତ ହେବାକୁ ଏକା; ଇଚ୍ଛା କରି ଏହି ଗୃହରେ ଥାଉ ଥାଉ ଆର୍ତ୍ତନାଦ କରୁଅଛୁ;

Gade chapit la Kopi

ଓଡିଆ ବାଇବେଲ

2 ଯେଣୁ ଆମ୍ଭେମାନେ ତ ଆମ୍ଭମାନଙ୍କ ସ୍ୱର୍ଗୀୟ ଗୃହରୂପ ବସ୍ତ୍ରରେ ପରିହିତ ହେବାକୁ ଏକାନ୍ତ ଇଚ୍ଛା କରି ଏହି ଗୃହରେ ଥାଉ ଥାଉ ଆର୍ତ୍ତନାଦ କରୁଅଛୁ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

2 ଏହି ପାର୍ଥିବ ଆବାସରେ ରହି ଆମେ ସେହି ସ୍ୱର୍ଗୀୟ ଗୃହରୂପ ବସ୍ତ୍ର ପରିଧାନ କରିବାକୁ ଆର୍ତ୍ତାନାଦ କରୁଛୁ।

Gade chapit la Kopi

ପବିତ୍ର ବାଇବଲ

2 ଏହା ସ୍ୱର୍ଗରେ ସ୍ଥାପିତ ଚିରସ୍ଥାୟୀ ଗୃହ ଅଟେ। ଆମ୍ଭେ ଏହି ପୃଥିବୀର ଘରଟିରେ ରହି ଥକି ଯାଇଛୁ। ଆମ୍ଭେ ଇଚ୍ଛା କରୁ ଯେ, ପରମେଶ୍ୱର ଆମ୍ଭକୁ ଆମ୍ଭର ସ୍ୱର୍ଗୀୟ ଘରଟି ଦିଅନ୍ତୁ।

Gade chapit la Kopi




୨ କରିନ୍ଥୀୟ 5:2
8 Referans Kwoze  

ଆଉ କେବଳ ତାହା ନୁହେଁ, କିନ୍ତୁ ପ୍ରଥମ ଫଳ ସ୍ୱରୂପେ ଆତ୍ମାଙ୍କୁ ପାଇଅଛୁ ଯେ ଆମ୍ଭେମାନେ, ଆମ୍ଭେମାନେ ନିଜେ ନିଜେ ମଧ୍ୟ ପୁତ୍ରତ୍ୱ, ଅର୍ଥାତ୍‍ ଆପଣା ଆପଣା ଶରୀରର ମୁକ୍ତି ନିମନ୍ତେ ଅପେକ୍ଷା କରୁ କରୁ ଆପଣା ଆପଣା ଅନ୍ତରରେ ଆର୍ତ୍ତନାଦ କରୁଅଛୁ।


ମୁଁ ଦୁଇଟି ବିଷୟ ଘେନି ମହା ସମସ୍ୟାରେ ପଡ଼ିଅଛି; ଇହଲୋକରୁ ପ୍ରସ୍ଥାନ କରି ଖ୍ରୀଷ୍ଟଙ୍କ ସହିତ ରହିବାକୁ ମୋହର ଇଚ୍ଛା, କାରଣ ତାହା ଅତୀବ ଶ୍ରେୟସ୍କର;


ହାୟ, ଦୁର୍ଭାଗ୍ୟ ମନୁଷ୍ୟ ଯେ ମୁଁ, ମୋତେ ଏହି ମୃତ୍ୟୁର ଶରୀରରୁ କିଏ ଉଦ୍ଧାର କରିବ?


ଦେଖ, ମୁଁ ତୁମ୍ଭମାନଙ୍କୁ ଗୋଟିଏ ନିଗୂଢ଼ କଥା କହୁଅଛି, ଆମ୍ଭେମାନେ ସମସ୍ତେ ମହାନିଦ୍ରାପ୍ରାପ୍ତ ହେବା ନାହିଁ,


ତୁମ୍ଭେ ମୋତେ ଚର୍ମ ଓ ମାଂସରେ ବସ୍ତ୍ରାନ୍ୱିତ କରିଅଛ, ପୁଣି ଅସ୍ଥି ଓ ଶିରାରେ ମୋତେ ଏକତ୍ର ବୁଣିଅଛ।


Swiv nou:

Piblisite


Piblisite