୨ କରିନ୍ଥୀୟ 5:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଅତଏବ, ଈଶ୍ବର ଆମ୍ଭମାନଙ୍କ ଦ୍ୱାରା ଆହ୍ୱାନ କରୁଥିବାରୁ ଆମ୍ଭେମାନେ ଖ୍ରୀଷ୍ଟଙ୍କ ପକ୍ଷରେ ରାଜଦୂତର କର୍ମ କରୁଅଛୁ; ଖ୍ରୀଷ୍ଟଙ୍କ ପକ୍ଷରୁ ଆମ୍ଭେମାନେ ନିବେଦନ କରୁଅଛୁ, ତୁମ୍ଭେମାନେ ଈଶ୍ବରଙ୍କ ସହିତ ସମ୍ମିଳିତ ହୁଅ। Gade chapit laପବିତ୍ର ବାଇବଲ (Re-edited) - (BSI)20 ଅତଏବ, ଈଶ୍ଵର ଆମ୍ଭମାନଙ୍କ ଦ୍ଵାରା ଆହ୍ଵାନ କରୁଥିବାରୁ ଆମ୍ଭେମାନେ ଖ୍ରୀଷ୍ଟଙ୍କ ପକ୍ଷରେ ରାଜଦୂତର କର୍ମ କରୁଅଛୁ; ଖ୍ରୀଷ୍ଟଙ୍କ ପକ୍ଷରୁ ଆମ୍ଭେମାନେ ନିବେଦନ କରୁଅଛୁ, ତୁମ୍ଭେମାନେ ଈଶ୍ଵରଙ୍କ ସହିତ ସମ୍ମିଳିତ ହୁଅ। Gade chapit laଓଡିଆ ବାଇବେଲ20 ଅତଏବ, ଈଶ୍ୱର ଆମ୍ଭମାନଙ୍କ ଦ୍ୱାରା ଆହ୍ୱାନ କରୁଥିବାରୁ ଆମ୍ଭେମାନେ ଖ୍ରୀଷ୍ଟଙ୍କ ପକ୍ଷରେ ରାଜଦୂତର କର୍ମ କରୁଅଛୁ; ଖ୍ରୀଷ୍ଟଙ୍କ ପକ୍ଷରୁ ଆମ୍ଭେମାନେ ନିବେଦନ କରୁଅଛୁ, ତୁମ୍ଭେମାନେ ଈଶ୍ୱରଙ୍କ ସହିତ ସମ୍ମିଳିତ ହୁଅ । Gade chapit laପବିତ୍ର ବାଇବଲ (CL) NT (BSI)20 ସୁତରାଂ ଆମେ ଖ୍ରୀଷ୍ଟଙ୍କ ସପକ୍ଷରେ ଏ କଥା କହୁଛୁ। ସ୍ୱୟଂ ଈଶ୍ୱର ଆମ ସ୍ୱାରା ଏହି ଆହ୍ନାନ ଦେଇଛନ୍ତି ବୋଲି ମନେ କରିବାକୁ ହେବ। ଖ୍ରୀଷ୍ଟଙ୍କ ପକ୍ଷରୁ ଆମେ ବିନତି କରୁଛୁଳ ଈଶ୍ୱରଙ୍କ ସହିତ ପୁନର୍ମିଳିତ ହୁଅ, Gade chapit laପବିତ୍ର ବାଇବଲ20 ସେ ଆମ୍ଭ ମାଧ୍ୟମରେ ପୃଥିବୀର ଲୋକମାନଙ୍କୁ ଡାକୁଛନ୍ତି। ଯେତେବେଳେ ଆମ୍ଭେ ତୁମ୍ଭମାନଙ୍କୁ ପରମେଶ୍ୱରଙ୍କ ସହିତ ପୁନର୍ମିଳିତ ହେବା ପାଇଁ ଅନୁରୋଧ କରୁ, Gade chapit la |
ତଥାପି ସଦାପ୍ରଭୁ ପ୍ରତ୍ୟେକ ଭବିଷ୍ୟଦ୍ବକ୍ତା ଓ ପ୍ରତ୍ୟେକ ଦର୍ଶକ ଦ୍ୱାରା ଇସ୍ରାଏଲ ପ୍ରତି ଓ ଯିହୁଦା ପ୍ରତି ସାକ୍ଷ୍ୟ ଦେଇ କହିଲେ, “ତୁମ୍ଭେମାନେ ଆପଣାମାନଙ୍କ କୁପଥରୁ ଫେର, ଆଉ ଆମ୍ଭେ ତୁମ୍ଭମାନଙ୍କ ପିତୃଲୋକଙ୍କୁ ଯେସମସ୍ତ ବ୍ୟବସ୍ଥା ଆଜ୍ଞା କରିଅଛୁ ଓ ଯାହା ଆପଣା ଦାସ ଭବିଷ୍ୟଦ୍ବକ୍ତାଗଣଙ୍କ ହସ୍ତ ଦ୍ୱାରା ତୁମ୍ଭମାନଙ୍କ ନିକଟକୁ ପଠାଇଅଛୁ, ତଦନୁସାରେ ଆମ୍ଭର ଆଜ୍ଞା ଓ ବିଧିସବୁ ପାଳନ କର।”