୨ କରିନ୍ଥୀୟ 5:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 କାରଣ ଆମ୍ଭେମାନେ ଏହି ତମ୍ବୁରେ ବାସ କରି ଭାରଗ୍ରସ୍ତ ହୋଇ ଆର୍ତ୍ତନାଦ କରୁଅଛୁ; ଯେଣୁ ଆମ୍ଭେମାନେ ଯେ ପରିଚ୍ଛଦ ତ୍ୟାଗ କରିବାକୁ ଇଚ୍ଛା କରୁ, ତାହା ନୁହେଁ, ମାତ୍ର ଜୀବନ ଯେପରି ମର୍ତ୍ତ୍ୟକୁ ଗ୍ରାସ କରେ, ଏଥିନିମନ୍ତେ ଏହି ପରିଚ୍ଛଦ ଉପରେ ଅନ୍ୟ ବସ୍ତ୍ର ପରିଧାନ କରିବାକୁ ଆମ୍ଭେମାନେ ଇଚ୍ଛା କରୁଅଛୁ। Gade chapit laପବିତ୍ର ବାଇବଲ (Re-edited) - (BSI)4 କାରଣ ଆମ୍ଭେମାନେ ଏହି ତମ୍ଵୁରେ ବାସ କରି ଭାରଗ୍ରସ୍ତ ହୋଇ ଆର୍ତ୍ତନାଦ କରୁଅଛୁ; ଯେଣୁ ଆମ୍ଭେମାନେ ଯେ ପରିଚ୍ଛଦ ତ୍ୟାଗ କରିବାକୁ ଇଚ୍ଛା କରୁ, ତାହା ନୁହେଁ, ମାତ୍ର ଜୀବନ ଯେପରି ମର୍ତ୍ତ୍ୟକୁ ଗ୍ରାସ କରେ, ଏଥିନିମନ୍ତେ ଏହି ପରିଚ୍ଛଦ ଉପରେ ଅନ୍ୟ ବସ୍ତ୍ର ପରିଧାନ କରିବାକୁ ଆମ୍ଭେମାନେ ଇଚ୍ଛା କରୁଅଛୁ। Gade chapit laଓଡିଆ ବାଇବେଲ4 କାରଣ ଆମ୍ଭେମାନେ ଏହି ତମ୍ବୁରେ ବାସ କରି ଭାରଗ୍ରସ୍ତ ହୋଇ ଆର୍ତ୍ତନାଦ କରୁଅଛୁ; ଯେଣୁ ଆମ୍ଭେମାନେ ଯେ ପରିିଚ୍ଛଦ ତ୍ୟାଗ କରିବାକୁ ଇଚ୍ଛା କରୁ, ତାହା ନୁହେଁ, ମାତ୍ର ଜୀବନ ଯେପରି ମର୍ତ୍ତ୍ୟକୁ ଗ୍ରାସ କରେ, ଏଥି ନିମନ୍ତେ ଏହି ପରିଚ୍ଛଦ ଉପରେ ଅନ୍ୟ ବସ୍ତ୍ର ପରିଧାନ କରିବାକୁ ଆମ୍ଭେମାନେ ଇଚ୍ଛା କରୁଅଛୁ । Gade chapit laପବିତ୍ର ବାଇବଲ (CL) NT (BSI)4 ଆମେ ଏହି ପାର୍ଥିବ ତମ୍ବୁରେ ରହିଥିଲାବେଳେ ଭାରାକ୍ରାନ୍ତ ହୃଦୟରେ ଅର୍ତ୍ତାନାଦ କରୁଛୁଁ। ପାର୍ଥିବ ଶରୀର ପରିତ୍ୟାଗ କରିବା ଆମର ଅଭିପ୍ରାୟ ନୁହେଁ, ମାତ୍ର ଆମେ ଚାହୁଁ, ସ୍ୱର୍ଗୀୟ ବସ୍ତ୍ର ପରିଧାନ କରିବା ସ୍ୱରା ଆମର ଏହି ମର ଶରୀର ଯେପରି ଅମରତ୍ୱରେ ଆଚ୍ଛାଦିତ ହେବ। Gade chapit laପବିତ୍ର ବାଇବଲ4 ଏହି ଶରୀରରୂପ ତମ୍ବୁରେ ରହିଲା ବେଳେ ଆମ୍ଭେମାନେ ଭାରାକ୍ରାନ୍ତ ହୋଇ ଅଭିଯୋଗ କରୁ। ମୋର କହିବା ଅର୍ଥ ନୁହେଁ ଯେ, ଆମ୍ଭେ ଏହି ତମ୍ବୁକୁ ଦୂର କରି ଦେବା ପାଇଁ ଗ୍ଭହୁଁ। କିନ୍ତୁ ଆମ୍ଭେ ସ୍ୱର୍ଗୀୟ ଘର ଦ୍ୱାରା ଆଚ୍ଛାଦିତ ହେବାକୁ ଇଚ୍ଛା କରୁ। ତା'ହେଲେ ଯାଇ ଏହି ମର ଶରୀର ସମ୍ପୂର୍ଣ୍ଣ ଭାବେ ଜୀବନ ଦ୍ୱାରା ଘୋଡ଼ାଇ ହୋଇ ପାରିବ। Gade chapit la |