Biblia Todo Logo
Bib sou entènèt

- Piblisite -




୨ କରିନ୍ଥୀୟ 6:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ହେ କରିନ୍ଥୀୟମାନେ, ତୁମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କର ମୁଖ ଉନ୍ମୁକ୍ତ ହୋଇଅଛି, ଆମ୍ଭମାନଙ୍କ ହୃଦୟ ପ୍ରଶସ୍ତ ହୋଇଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ହେ କରିନ୍ଥୀୟମାନେ, ତୁମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କର ମୁଖ ଉନ୍ମୁକ୍ତ ହୋଇଅଛି, ଆମ୍ଭମାନଙ୍କ ହୃଦୟ ପ୍ରଶସ୍ତ ହୋଇଅଛି।

Gade chapit la Kopi

ଓଡିଆ ବାଇବେଲ

11 ହେ କରିନ୍ଥୀୟମାନେ, ତୁମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କର ମୁଖ ଉନ୍ମୁକ୍ତ ହୋଇଅଛି, ଆମ୍ଭମାନଙ୍କ ହୃଦୟ ପ୍ରଶସ୍ତ ହୋଇଅଛି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

11 କରିନ୍ଥର ପ୍ରିୟ ବନ୍ଧୁଗଣ, ଆମେ ନିଷ୍କପଟଭାବେ ତୁମ୍ଭମାନଙ୍କୁ ସବୁ କହିଅଛୁ। ତୁମ୍ଭମାନଙ୍କ ନିକଟରେ ଆମର ହୃଦୟ ଖୋଲି ଦେଇଛି।

Gade chapit la Kopi

ପବିତ୍ର ବାଇବଲ

11 ହେ କରିନ୍ଥୀବାସୀ! ଆମ୍ଭେ ସମ୍ପୂର୍ଣ୍ଣ ଖୋଲା ମନରେ ତୁମ୍ଭମାନଙ୍କ ସହିତ କଥା ହୋଇଛୁ। ଆମ୍ଭେ ଆମ୍ଭର ହୃଦୟ ତୁମ୍ଭମାନଙ୍କ ପାଇଁ ଖୋଲି ଦେଇଛୁ।

Gade chapit la Kopi




୨ କରିନ୍ଥୀୟ 6:11
20 Referans Kwoze  

କାରଣ ଖ୍ରୀଷ୍ଟ ଯୀଶୁଙ୍କ ସ୍ନେହପୂର୍ଣ୍ଣ କରୁଣାରେ ମୁଁ ତୁମ୍ଭ ସମସ୍ତଙ୍କ ନିମନ୍ତେ କି ପ୍ରକାର ଲାଳାୟିତ, ଏହି ବିଷୟରେ ଈଶ୍ବର ମୋହର ସାକ୍ଷୀ।


ଆଉ, ମୁଁ ତୁମ୍ଭମାନଙ୍କ ଆତ୍ମା ନିମନ୍ତେ ମହାନନ୍ଦରେ ବ୍ୟୟ କରିବି, ହଁ, ମୋହର ପ୍ରାଣ ସୁଦ୍ଧା ବ୍ୟୟ କରିବି। ମୁଁ ତୁମ୍ଭମାନଙ୍କୁ ଅଧିକ ପ୍ରଚୁରଭାବେ ପ୍ରେମ କରୁଅଛି ବୋଲି କଅଣ ଊଣା ପ୍ରେମ ପ୍ରାପ୍ତ ହେଉଅଛି?


ତୁମ୍ଭେ ମୋହର ହୃଦୟ ପ୍ରଶସ୍ତ କରିବା ବେଳେ ମୁଁ ତୁମ୍ଭ ଆଜ୍ଞା-ପଥରେ ଧାବମାନ ହେବି। ହେ।


କାରଣ ବହୁତ କ୍ଳେଶ ଓ ହୃଦୟର ବେଦନାରେ ବହୁ-ଅଶ୍ରୁପାତ ସହିତ ମୁଁ ତୁମ୍ଭମାନଙ୍କୁ ଲେଖିଥିଲି ଯେପରି ତୁମ୍ଭେମାନେ ଦୁଃଖିତ ହୁଅ, ଏପରି ନୁହେଁ, ମାତ୍ର ତୁମ୍ଭମାନଙ୍କ ପ୍ରତି ମୋହର ଯେ ଅଧିକ ପ୍ରଚୁର ପ୍ରେମ ଅଛି, ଏହା ଯେପରି ତୁମ୍ଭେମାନେ ଜ୍ଞାତ ହୁଅ।


“ଦେଖ, ଆମ୍ଭେ ଶୀଘ୍ର ଆସୁଅଛୁ; ପ୍ରତ୍ୟେକ ଲୋକକୁ ତାହାର କର୍ମାନୁସାରେ ଫଳ ଦେବାକୁ ଆମ୍ଭର ପୁରସ୍କାର ଆମ୍ଭ ସଙ୍ଗରେ ଅଛି।


ହେ ଫିଲିପ୍ପୀୟମାନେ, ତୁମ୍ଭେମାନେ ମଧ୍ୟ ନିଜେ ଜାଣ ଯେ, ସୁସମାଚାର ପ୍ରଚାର କରିବା ଆରମ୍ଭ ସମୟରେ ଯେତେବେଳେ ମୁଁ ମାକିଦନିଆରୁ ପ୍ରସ୍ଥାନ କଲି, ସେତେବେଳେ ତୁମ୍ଭମାନଙ୍କ ବିନା ଆଉ କୌଣସି ମଣ୍ଡଳୀ ମୋହର ସହଭାଗୀ ହୋଇ ମୋʼ ସହିତ ଦେବା ନେବାର ହିସାବ ରଖି ନ ଥିଲେ।


ହେ ନିର୍ବୋଧ ଗାଲାତୀୟମାନେ, କିଏ ତୁମ୍ଭମାନଙ୍କୁ ମୋହିତ କଲା? ତୁମ୍ଭମାନଙ୍କ ଚକ୍ଷୁ ସମ୍ମୁଖରେ ତ କ୍ରୁଶରେ ହତ ଯୀଶୁ ଖ୍ରୀଷ୍ଟଙ୍କ ଚିତ୍ର ଅଙ୍କିତ ହୋଇଥିଲା।


ପୁଣି, ହାନ୍ନା ପ୍ରାର୍ଥନା କରି କହିଲା; “ମୋହର ଅନ୍ତଃକରଣ ସଦାପ୍ରଭୁଙ୍କଠାରେ ମହା ଉଲ୍ଲାସ କରୁଅଛି, ସଦାପ୍ରଭୁଙ୍କଠାରେ ମୋହର ଶୃଙ୍ଗ ଉନ୍ନତ ହୋଇଅଛି; ମୋହର ମୁଖ ମୋର ଶତ୍ରୁମାନଙ୍କ ନିକଟରେ ଖୋଲିଅଛି; ଯେହେତୁ ମୁଁ ତୁମ୍ଭ ପରିତ୍ରାଣରେ ଆନନ୍ଦ କରେ।


ଏହା ଜାଣି ମନୁଷ୍ୟର ସେବା କଲା ପରି ନୁହେଁ, ମାତ୍ର ପ୍ରଭୁଙ୍କ ସେବା କଲା ପରି ସ୍ୱଚ୍ଛନ୍ଦରେ ସେବା କର।


ଆହୁରି, ଧନ ବିଶ୍ୱାସଘାତକ ବଣିକ, ଅହଙ୍କାରୀ ଲୋକ, ଆଉ ସେ ଘରେ ରହେ ନାହିଁ, ସେ ପାତାଳର ପରି ଆପଣା ବାଞ୍ଛା ବଢ଼ାଏ ଓ ସେ ମୃତ୍ୟୁୁ ସଦୃଶ, ଆଉ ସେ ତୃପ୍ତ ହୋଇ ନ ପାରେ, ମାତ୍ର ସେ ଆପଣା ନିକଟରେ ଯାବତୀୟ ଗୋଷ୍ଠୀ ଏକତ୍ର କରଇ ଓ ଯାବତୀୟ ଜନବୃନ୍ଦକୁ ଆପଣା ନିକଟରେ ସଂଗ୍ରହ କରେ।”


ହେ ପ୍ରଭୋ, ମୋʼ ଓଷ୍ଠାଧର ଫିଟାଅ, ତହିଁରେ ମୋʼ ମୁଖ ତୁମ୍ଭର ପ୍ରଶଂସା ପ୍ରକାଶ କରିବ।


ମୁଁ ଉଶ୍ୱାସ ପାଇବା ପାଇଁ କଥା କହିବି; ମୁଁ ଓଷ୍ଠାଧର ଫିଟାଇ ଉତ୍ତର ଦେବି।


ସେତେବେଳେ ତୁମ୍ଭେ ତାହା ଦେଖି ଦୀପ୍ତିମାନ ହେବ ଓ ତୁମ୍ଭର ହୃଦୟ ଧୁକୁ ଧୁକୁ ହୋଇ ପ୍ରଫୁଲ୍ଲିତ ହେବ; କାରଣ ସମୁଦ୍ରର ଦ୍ରବ୍ୟରାଶି ତୁମ୍ଭଆଡ଼େ ଫେରାଯିବ, ଅନ୍ୟଦେଶୀୟମାନଙ୍କର ସମ୍ପତ୍ତି ତୁମ୍ଭ ନିକଟକୁ ଆସିବ।


ସେହି ପଳାତକ ଆସିବାର ପୂର୍ବେ ସନ୍ଧ୍ୟା ସମୟରେ ସଦାପ୍ରଭୁଙ୍କର ହସ୍ତ ମୋʼ ଉପରେ ଥିଲା; ଆଉ, ପ୍ରାତଃକାଳରେ ସେ ପଳାତକ ଆସିବା ପର୍ଯ୍ୟନ୍ତ ସେ ମୋର ମୁଖ ଫିଟାଇଥିଲେ; ତେବେଠାରୁ ମୋର ମୁଖ ଫିଟା ରହିଲା ଓ ଆଉ ମୁଁ ଘୁଙ୍ଗା ହୋଇ ରହିଲି ନାହିଁ।


ଏହି ସମସ୍ତ ଘଟଣା ପରେ ପାଉଲ ଆଥିନୀ ସହରରୁ ପ୍ରସ୍ଥାନ କରି କରିନ୍ଥ ସହରକୁ ଆସିଲେ।


କିନ୍ତୁ ସମାଜଗୃହର ଅଧ୍ୟକ୍ଷ କ୍ରୀଷ୍ପ ଏବଂ ସପରିବାର ପ୍ରଭୁଙ୍କଠାରେ ବିଶ୍ୱାସ କଲେ, ଆଉ କରିନ୍ଥୀୟମାନଙ୍କ ମଧ୍ୟରୁ ଅନେକ ଶୁଣି ବିଶ୍ୱାସ କରିବାକୁ ଲାଗିଲେ ଓ ବାପ୍ତିଜିତ ହେଲେ।


ହେ ଭାଇମାନେ, ମୁଁ ତୁମ୍ଭମାନଙ୍କୁ ନିବେଦନ କରୁଅଛି, ତୁମ୍ଭେମାନେ ମୋʼ ପରି ହୁଅ, କାରଣ ମୁଁ ତୁମ୍ଭମାନଙ୍କ ପରି ହୋଇଅଛି। ତୁମ୍ଭେମାନେ ମୋʼ ପ୍ରତି କୌଣସି ଅନ୍ୟାୟ କରି ନାହଁ।


ଆଉ ମୋ ନିମନ୍ତେ ମଧ୍ୟ ପ୍ରାର୍ଥନା କର, ଯେପରି ସୁସମାଚାର ନିମନ୍ତେ ଜଞ୍ଜିରରେ ବନ୍ଧାହୋଇଥିବା ରାଜଦୂତ ସ୍ୱରୂପ ଯେ ମୁଁ, ମୋତେ ସେହି ସୁସମାଚାରର ନିଗୂଢ଼ତତ୍ତ୍ୱ ସାହସପୂର୍ବକ ଜଣାଇବାକୁ ବାକ୍ୟ ଦିଆଯିବ,


Swiv nou:

Piblisite


Piblisite