Biblia Todo Logo
Bib sou entènèt

- Piblisite -




୨ କରିନ୍ଥୀୟ 6:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ନିଜର ସନ୍ତାନମାନଙ୍କୁ କହିବା ପରି ମୁଁ କହୁଅଛି, ଅନୁରୂପ ପ୍ରତିଦାନ ନିମନ୍ତେ ତୁମ୍ଭେମାନେ ମଧ୍ୟ ପ୍ରଶସ୍ତମନା ହୁଅ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ନିଜର ସନ୍ତାନମାନଙ୍କୁ କହିବା ପରି ମୁଁ କହୁଅଛି, ଅନୁରୂପ ପ୍ରତିଦାନ ନିମନ୍ତେ ତୁମ୍ଭେମାନେ ମଧ୍ୟ ପ୍ରଶସ୍ତମନା ହୁଅ।

Gade chapit la Kopi

ଓଡିଆ ବାଇବେଲ

13 ନିଜର ସନ୍ତାନମାନଙ୍କୁ କହିବା ପରି ମୁଁ କହୁଅଛି, ଅନୁରୂପ ପ୍ରତିଦାନ ନିମନ୍ତେ ତୁମ୍ଭେମାନେ ମଧ୍ୟ ପ୍ରଶସ୍ତମନା ହୁଅ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

13 ତୁମ୍ଭମାନଙ୍କ ମୋର ସନ୍ତାନ ମନେକରି ,ସବୁ କହୁଅଛି। ଆମ ଉଦାରତାର ପଅତିବାଦ ସ୍ୱରୂପ ତୁମମାନଙ୍କ ହୃଦୟ ଉନ୍ମୁକ୍ତ ହେଉ।

Gade chapit la Kopi

ପବିତ୍ର ବାଇବଲ

13 ମୋ’ ନିଜର ସନ୍ତାନ ବୋଲି ଭାବି ତୁମ୍ଭମାନଙ୍କୁ ମୁଁ କହୁଛି ଯେ, ଉଚିତ୍ ପ୍ରତିଦାନ ସ୍ୱରୂପେ ତୁମ୍ଭେମାନେ ମଧ୍ୟ ନିଜର ହୃଦୟ ଆମ୍ଭ ପାଇଁ ସମ୍ପୂର୍ଣ୍ଣ ଭାବରେ ଖୋଲା ରଖିବା ଉଚିତ୍।

Gade chapit la Kopi




୨ କରିନ୍ଥୀୟ 6:13
19 Referans Kwoze  

ମୋହର ସନ୍ତାନମାନେ ଯେ ସତ୍ୟରେ ଆଚରଣ କରୁଅଛନ୍ତି, ଏହା ଶୁଣିବାଠାରୁ ମୋହର ଆନନ୍ଦର ଆଉ ବଡ଼ ବିଷୟ ନାହିଁ।


ହେ ବତ୍ସଗଣ, ଆସ, ଆମ୍ଭେମାନେ ବାକ୍ୟରେ କି ଜିହ୍ୱାରେ ପ୍ରେମ ନ କରି କାର୍ଯ୍ୟରେ ଓ ସତ୍ୟରେ ପ୍ରେମ କରୁ।


ହେ ବତ୍ସଗଣ, କେହି ତୁମ୍ଭମାନଙ୍କୁ ଭ୍ରାନ୍ତ ନ କରୁ; ଯେ ଧର୍ମାଚରଣ କରେ, ସେ ଯେପରି ଧାର୍ମିକ ଅଟନ୍ତି, ସେ ସେହିପରି ଧାର୍ମିକ ଅଟେ;


ହେ ମୋହର ବତ୍ସଗଣ, ତୁମ୍ଭେମାନେ ଯେପରି ପାପ ନ କର, ଏଥିନିମନ୍ତେ ମୁଁ ଏହିସବୁ ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି। କିନ୍ତୁ କେହି ଯଦି ପାପ କରେ, ତାହାହେଲେ ପିତାଙ୍କ ଛାମୁରେ ଆମ୍ଭମାନଙ୍କର ଜଣେ ସପକ୍ଷବାଦୀ ଅଛନ୍ତି, ସେ ଧାର୍ମିକ ଯୀଶୁ ଖ୍ରୀଷ୍ଟ।


ଆଉ ତୁମ୍ଭେମାନେ ତ ଜାଣ, ପିତା ଯେପ୍ରକାରେ ଆପଣା ସନ୍ତାନମାନଙ୍କୁ ଶିକ୍ଷା ଦିଅନ୍ତି, ସେହି ପ୍ରକାରେ ଆମ୍ଭେମାନେ ତୁମ୍ଭ ପ୍ରତ୍ୟେକ ଜଣକୁ ଉପଦେଶ ଓ ଉତ୍ସାହ ଦେଇ ଏକାନ୍ତ ଅନୁରୋଧ କରିଥିଲୁ,


ହେ ଭାଇମାନେ, ମୁଁ ତୁମ୍ଭମାନଙ୍କୁ ନିବେଦନ କରୁଅଛି, ତୁମ୍ଭେମାନେ ମୋʼ ପରି ହୁଅ, କାରଣ ମୁଁ ତୁମ୍ଭମାନଙ୍କ ପରି ହୋଇଅଛି। ତୁମ୍ଭେମାନେ ମୋʼ ପ୍ରତି କୌଣସି ଅନ୍ୟାୟ କରି ନାହଁ।


ଅତଏବ, ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭେମାନେ ଯାହା ଯାହା ପ୍ରାର୍ଥନା କର ଓ ମାଗ, ସେ ସବୁ ପାଇଅଛ ବୋଲି ବିଶ୍ୱାସ କର, ସେଥିରେ ସେହିସବୁ ପାଇବ।


ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ୱର, ଆମ୍ଭେ ତୁମ୍ଭକୁ ମିସର ଦେଶରୁ ବାହାର କରି ଆଣିଲୁ; ଆପଣା ମୁଖ ବଡ଼ କରି ମେଲାଅ, ଆମ୍ଭେ ତାହା ପୂର୍ଣ୍ଣ କରିବା।


ହେ ମୋହର ପିଲାମାନେ, ଯେପର୍ଯ୍ୟନ୍ତ ତୁମ୍ଭମାନଙ୍କଠାରେ ଖ୍ରୀଷ୍ଟ ମୂର୍ତ୍ତିମାନ ହୋଇ ନାହାନ୍ତି, ସେପର୍ଯ୍ୟନ୍ତ ତୁମ୍ଭମାନଙ୍କ ସକାଶେ ମୁଁ ପୁନର୍ବାର ପ୍ରସବ ବେଦନାରେ ବ୍ୟଥିତ ହେଉଅଛି।


ତୁମ୍ଭେ ମୋହର ହୃଦୟ ପ୍ରଶସ୍ତ କରିବା ବେଳେ ମୁଁ ତୁମ୍ଭ ଆଜ୍ଞା-ପଥରେ ଧାବମାନ ହେବି। ହେ।


Swiv nou:

Piblisite


Piblisite