Biblia Todo Logo
Bib sou entènèt

- Piblisite -




୨ କରିନ୍ଥୀୟ 6:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 “ଆମ୍ଭେ ତୁମ୍ଭମାନଙ୍କର ପିତା ହେବା, ପୁଣି, ତୁମ୍ଭେମାନେ ଆମ୍ଭର ପୁତ୍ରକନ୍ୟା ହେବ, ଏହା ସର୍ବଶକ୍ତିମାନ ପ୍ରଭୁ କହନ୍ତି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ଆମ୍ଭେ ତୁମ୍ଭମାନଙ୍କର ପିତା ହେବା, ପୁଣି, ତୁମ୍ଭେମାନେ ଆମ୍ଭର ପୁତ୍ରକନ୍ୟା ହେବ, ଏହା ସର୍ବଶକ୍ତିମାନ ପ୍ରଭୁ କହନ୍ତି।

Gade chapit la Kopi

ଓଡିଆ ବାଇବେଲ

18 ଆମ୍ଭେ ତୁମ୍ଭମାନଙ୍କର ପିତା ହେବା, ପୁଣି,ତୁମ୍ଭେମାନେ ଆମ୍ଭର ପୁତ୍ରକନ୍ୟା ହେବ, ଏହା ସର୍ବଶକ୍ତିମାନ ପ୍ରଭୁ କହନ୍ତି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

18 ମୁଁ ତୁମ୍ଭମାନଙ୍କର ପିତା ହେବି, ଆଉ ତୁମ୍ଭମାନନେ ହେବ ମୋର ପୁତ୍ରକନ୍ୟା, ସର୍ବଶକ୍ତିମାନ ପ୍ରଭୁ ଏହି କଥା କହନ୍ତି।”

Gade chapit la Kopi

ପବିତ୍ର ବାଇବଲ

18 “ମୁଁ ତୁମ୍ଭମାନଙ୍କର ପିତା ହେବି ଓ ତୁମ୍ଭେମାନେ ମୋ’ ପୁଅ ଓ ଝିଅ ହେବ ସର୍ବଶକ୍ତିମାନ ପ୍ରଭୁ ଏହା କୁହନ୍ତି।”

Gade chapit la Kopi




୨ କରିନ୍ଥୀୟ 6:18
21 Referans Kwoze  

ଯେ ଜୟ କରେ, ସେ ଏହି ସମସ୍ତର ଅଧିକାରୀ ହେବ; ଆମ୍ଭେ ତାହାର ଈଶ୍ବର ହେବୁ, ପୁଣି, ସେ ଆମ୍ଭର ପୁତ୍ର ହେବ।


ମାତ୍ର ଯେତେ ଲୋକ ତାହାଙ୍କୁ ଗ୍ରହଣ କଲେ, ଅର୍ଥାତ୍‍, ଯେଉଁମାନେ ତାହାଙ୍କ ନାମରେ ବିଶ୍ୱାସ କଲେ, ସେ ସମସ୍ତଙ୍କୁ ସେ ଈଶ୍ବରଙ୍କ ସନ୍ତାନ ହେବା ନିମନ୍ତେ ଅଧିକାର ଦେଲେ;


ଆମ୍ଭେ ତାହାର ପିତା ହେବା ଓ ସେ ଆମ୍ଭର ପୁତ୍ର ହେବ; ସେ ଅପରାଧ କଲେ ଆମ୍ଭେ ତାହାକୁ ମନୁଷ୍ୟମାନଙ୍କ ଦଣ୍ଡରେ ଓ ମନୁଷ୍ୟ-ସନ୍ତାନମାନଙ୍କ ପ୍ରହାରରେ ଶାସ୍ତି ଦେବା।


“ଯେ ବର୍ତ୍ତମାନ, ଅତୀତ ଓ ଭବିଷ୍ୟତ, ଯେ ସର୍ବଶକ୍ତିମାନ,” ସେହି ପ୍ରଭୁ ଈଶ୍ବର କହନ୍ତି, “ଆମ୍ଭେ ଆରମ୍ଭ ଓ ଶେଷ।”


କାରଣ ଯେଉଁମାନଙ୍କୁ ସେ ପୂର୍ବରୁ ଜାଣିଥିଲେ, ସେମାନଙ୍କୁ ତାହାଙ୍କ ପୁତ୍ରଙ୍କ ପ୍ରତିମୂର୍ତ୍ତିର ଅନୁରୂପ ହେବା ନିମନ୍ତେ ସେ ପୂର୍ବରୁ ନିରୂପଣ ମଧ୍ୟ କରିଥିଲେ, ଯେପରି ସେ ଅନେକ ଭ୍ରାତାଙ୍କ ମଧ୍ୟରେ ଅଗ୍ରଜ ହୁଅନ୍ତି।


ସେମାନେ କ୍ରନ୍ଦନ କରୁ କରୁ ଆମ୍ଭ ଦ୍ୱାରା ଆନୀତ ହେବେ, ଆମ୍ଭେ ସେମାନଙ୍କୁ ସଜଳ ନଦୀମାନର ନିକଟ ଦେଇ ସଳଖ ପଥରେ ଗମନ କରାଇବା, ସେ ପଥରେ ସେମାନେ ଝୁଣ୍ଟିବେ ନାହିଁ; କାରଣ ଆମ୍ଭେ ଇସ୍ରାଏଲର ପିତା ଓ ଇଫ୍ରୟିମ ଆମ୍ଭର ପ୍ରଥମଜାତ ସନ୍ତାନ।


କାରଣ ତୁମ୍ଭେମାନେ ସମସ୍ତେ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଦ୍ୱାରା ଈଶ୍ବରଙ୍କର ସନ୍ତାନ ହୋଇଅଛ;


ଅବ୍ରାମଙ୍କର ଅନେଶ୍ୱତ ବର୍ଷ ବୟସରେ ସଦାପ୍ରଭୁ ତାଙ୍କୁ ଦର୍ଶନ ଦେଇ କହିଲେ, “ଆମ୍ଭେ ସର୍ବଶକ୍ତିମାନ ପରମେଶ୍ୱର; ଆମ୍ଭ ଛାମୁରେ ଧର୍ମାଚରଣ କରି ତୁମ୍ଭେ ସିଦ୍ଧ ହୁଅ।


ପୁଣି, ଈଶ୍ବର ଆମ୍ଭମାନଙ୍କୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଆପଣା ନିମନ୍ତେ ପୁତ୍ର କରିବାକୁ ଆପଣା ସ୍ୱଚ୍ଛନ୍ଦ ଇଚ୍ଛାନୁସାରେ ଆମ୍ଭମାନଙ୍କୁ ପ୍ରେମରେ ପୂର୍ବରୁ ନିରୂପଣ କଲେ;


ଆମ୍ଭେ ଉତ୍ତର ଦିଗକୁ କହିବା, ‘ଛାଡ଼ିଦିଅ’ ଓ ଦକ୍ଷିଣ ଦିଗକୁ କହିବା, ‘ଅଟକାଇ ରଖ ନାହିଁ;’ ଆମ୍ଭ ପୁତ୍ରଗଣକୁ ଦୂରରୁ ଓ ଆମ୍ଭ କନ୍ୟାଗଣଙ୍କୁ ପୃଥିବୀର ପ୍ରାନ୍ତରୁ ଆଣି ଦିଅ;


ମାତ୍ର ଆମ୍ଭେ କହିଲୁ, ଆମ୍ଭ ସନ୍ତାନଗଣ ମଧ୍ୟରେ କିପରି ତୁମ୍ଭକୁ ସ୍ଥାନ ଦେବା ଓ ମନୋରମ ଏକ ଦେଶ, ନାନା ଦେଶୀୟମାନଙ୍କର ପରମ ରତ୍ନ ସ୍ୱରୂପ ଏକ ଅଧିକାର ତୁମ୍ଭକୁ ଦାନ କରିବା? ପୁଣି, ଆମ୍ଭେ କହିଲୁ, ତୁମ୍ଭେମାନେ ଆମ୍ଭକୁ ହେ ମୋର ପିତଃ ବୋଲି ଡାକିବ ଓ ଆମ୍ଭ ପଶ୍ଚାଦ୍‍ଗମନରୁ ବିମୁଖ ହେବ ନାହିଁ।


ଏକ ବଂଶ ତାହାଙ୍କର ସେବା କରିବେ; ଭବିଷ୍ୟତ ବଂଶକୁ ପ୍ରଭୁଙ୍କ ବିଷୟ କୁହାଯିବ।


“ସଦାପ୍ରଭୁ କହନ୍ତି, ସେହି ସମୟରେ ଆମ୍ଭେ ଇସ୍ରାଏଲର ସମୁଦାୟ ଗୋଷ୍ଠୀର ପରମେଶ୍ୱର ହେବା ଓ ସେମାନେ ଆମ୍ଭର ଲୋକ ହେବେ।”


ମୁଁ ସେହି ନଗରୀରେ କୌଣସି ମନ୍ଦିର ଦେଖିଲି ନାହିଁ, କାରଣ ପ୍ରଭୁ, ସର୍ବଶକ୍ତିମାନ ଈଶ୍ବର ଓ ମେଷଶାବକ ସେଥିର ମନ୍ଦିର ସ୍ୱରୂପ ଅଟନ୍ତି।


ଏଥିଉତ୍ତାରେ ଯାକୁବ ଯୋଷେଫଙ୍କୁ କହିଲେ, “କିଣାନ ଦେଶରେ ଲୂସ୍‍ ନାମକ ସ୍ଥାନରେ ସର୍ବଶକ୍ତିମାନ ପରମେଶ୍ୱର ମୋତେ ଦର୍ଶନ ଦେଇ ଆଶୀର୍ବାଦ କରି ଏହା କହିଥିଲେ,


ଆମ୍ଭେ ତାହାର ପିତା ହେବା ଓ ସେ ଆମ୍ଭର ପୁତ୍ର ହେବ; ପୁଣି, ତୁମ୍ଭ ପୂର୍ବବର୍ତ୍ତୀ ଶାସକଙ୍କଠାରୁ(ଶାଉଲ) ଯେପରି ଆମ୍ଭେ ଆପଣା ଦୟା ଦୂର କଲୁ, ସେପରି ତାହାଠାରୁ ଦୂର କରିବା ନାହିଁ;


ଯେଣୁ ସୃଷ୍ଟିର ଏକାନ୍ତ ଆକାଂକ୍ଷା ଈଶ୍ବରଙ୍କ ସନ୍ତାନମାନଙ୍କର ପ୍ରକାଶ ନିମନ୍ତେ ଅପେକ୍ଷା କରୁଅଛି।


Swiv nou:

Piblisite


Piblisite