୨ କରିନ୍ଥୀୟ 6:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 କାରଣ ସେ କହନ୍ତି, “ଆମ୍ଭେ ଅନୁଗ୍ରହର ସମୟରେ ତୁମ୍ଭର ପ୍ରାର୍ଥନା ଶ୍ରବଣ କଲୁ, ଆଉ ପରିତ୍ରାଣର ଦିନରେ ଆମ୍ଭେ ତୁମ୍ଭର ସାହାଯ୍ୟ କଲୁ।” ଦେଖ, ଏବେ ମହା-ଅନୁଗ୍ରହର ସମୟ; ଦେଖ, ଏବେ ପରିତ୍ରାଣର ଦିନ। Gade chapit laପବିତ୍ର ବାଇବଲ (Re-edited) - (BSI)2 କାରଣ ସେ କହନ୍ତି, “ଆମ୍ଭେ ଅନୁଗ୍ରହର ସମୟରେ ତୁମ୍ଭର ପ୍ରାର୍ଥନା ଶ୍ରବଣ କଲୁ, ଆଉ ପରିତ୍ରାଣର ଦିନରେ ଆମ୍ଭେ ତୁମ୍ଭର ସାହାଯ୍ୟ କଲୁ।” ଦେଖ, ଏବେ ମହା ଅନୁଗ୍ରହର ସମୟ; ଦେଖ, ଏବେ ପରିତ୍ରାଣର ଦିନ। Gade chapit laଓଡିଆ ବାଇବେଲ2 କାରଣ ସେ କହନ୍ତି, "ଆମ୍ଭେ ଅନୁଗ୍ରହର ସମୟରେ ତୁମ୍ଭର ପ୍ରାର୍ଥନା ଶ୍ରବଣ କଲୁ, ଆଉ ପରିତ୍ରାଣର ଦିନରେ ଆମ୍ଭେ ତୁମ୍ଭର ସାହାଯ୍ୟ କଲୁ ।'' ଦେଖ, ଏବେ ମହାଅନୁଗ୍ରହର ସମୟ; ଦେଖ, ଏବେ ପରିତ୍ରାଣର ଦିନ । Gade chapit laପବିତ୍ର ବାଇବଲ2 ପରମେଶ୍ୱର କହିଛନ୍ତି: “ମୁଁ ଉଚିତ୍ ସମୟରେ ତୁମ୍ଭ କଥା ଶୁଣିଲି ଓ ପରିତ୍ରାଣ ଦିନରେ ତୁମ୍ଭକୁ ସାହାଯ୍ୟ କରିବା ପାଇଁ ଆସିଲି।” ମୁଁ ତୁମ୍ଭକୁ କହୁଛି, ଦେଖ, ଏହା ହେଉଛି “ଉଚିତ୍ ସମୟ।” ଏହା “ପରିତ୍ରାଣର ଦିନ” ଅଟେ। Gade chapit la |