Biblia Todo Logo
Bib sou entènèt

- Piblisite -




୨ କରିନ୍ଥୀୟ 7:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଯେଣୁ ଯଦି କୌଣସି ବିଷୟରେ ତୀତସଙ୍କ ନିକଟରେ ତୁମ୍ଭମାନଙ୍କ ସମ୍ବନ୍ଧରେ ମୁଁ ଦର୍ପ କରିଅଛି, ତେବେ ଲଜ୍ଜିତ ହୋଇ ନାହିଁ, ବରଂ ଯେପରି ଆମ୍ଭେମାନେ ସମସ୍ତ ବିଷୟରେ ତୁମ୍ଭମାନଙ୍କୁ ସତ୍ୟ କହିଥିଲୁ, ସେହିପରି ତୀତସଙ୍କ ସମ୍ମୁଖରେ ଆମ୍ଭମାନଙ୍କ ଦର୍ପ ମଧ୍ୟ ସତ୍ୟ ବୋଲି ଜଣାଯାଇଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ଯେଣୁ ଯଦି କୌଣସି ବିଷୟରେ ତୀତସଙ୍କ ନିକଟରେ ତୁମ୍ଭମାନଙ୍କ ସମ୍ଵନ୍ଧରେ ମୁଁ ଦର୍ପ କରିଅଛି, ତେବେ ଲଜ୍ଜିତ ହୋଇ ନାହିଁ, ବରଂ ଯେପରି ଆମ୍ଭେମାନେ ସମସ୍ତ ବିଷୟରେ ତୁମ୍ଭମାନଙ୍କୁ ସତ୍ୟ କହିଥିଲୁ, ସେହିପରି ତୀତସଙ୍କ ସମ୍ମୁଖରେ ଆମ୍ଭମାନଙ୍କ ଦର୍ପ ମଧ୍ୟ ସତ୍ୟବୋଲି ଜଣାଯାଇଅଛି।

Gade chapit la Kopi

ଓଡିଆ ବାଇବେଲ

14 ଯେଣୁ ଯଦି କୌଣସି ବିଷୟରେ ତୀତସଙ୍କ ନିକଟରେ ତୁମ୍ଭମାନଙ୍କ ସମ୍ବନ୍ଧରେ ମୁଁ ଦର୍ପ କରିଅଛି, ତେବେ ଲଜ୍ଜିତ ହୋଇ ନାହିଁ, ବରଂ ଯେପରି ଆମ୍ଭେମାନେ ସମସ୍ତ ବିଷୟରେ ତୁମ୍ଭମାନଙ୍କୁ ସତ୍ୟ କହିଥିଲୁ, ସେହିପରି ତୀତସଙ୍କ ସମ୍ମୁଖରେ ଆମ୍ଭମାନଙ୍କ ଦର୍ପ ମଧ୍ୟ ସତ୍ୟ ବୋଲି ଜଣାଯାଇଅଛି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

14 ତାଙ୍କ ନିକଟରେ ତୁମ୍ଭମାନଙ୍କ ପାଇଁ ମୁଁ ଦର୍ପ କରିଛି। ଆଉ ସେଥିପାଇଁ ମୋ’ ମୁଣ୍ଡ ତଳକୁ ହୋଇଯାଇ ନାହିଁ। ଯେପରି ତୁମ୍ଭମାନଙ୍କ ନିକଟରେ ଆମେ ସବୁବେଳେ ସତ କହି ଆସିଛୁ, ସେହିପରି ତିତସଙ୍କ ନିକଟରେ ଆମେ କରିଥିବା ଦର୍ପ, ମିଥ୍ୟା ବୋଲି ପ୍ରମାଣିତ ହୋଇ ନାହିଁ।

Gade chapit la Kopi

ପବିତ୍ର ବାଇବଲ

14 ତୁମ୍ଭମାନଙ୍କ ବିଷୟରେ ମୁଁ ତାହାଙ୍କୁ ଯେଉଁ ବଡ଼ବଡ଼ କଥା କହିଥିଲି, ସେଥିପାଇଁ ମୁଁ ଲଜ୍ଜା ପାଇ ନାହିଁ। ମାତ୍ର ଆମ୍ଭେ ଯେଉଁ ପ୍ରତ୍ୟେକ କଥା ତୁମ୍ଭମାନଙ୍କୁ କହିଥିଲୁ ତାହା ସତ୍ୟ ବୋଲି ତୁମ୍ଭେମାନେ ପ୍ରମାଣିତ କଲ। ଆଉ ଆମ୍ଭେ ତୁମ୍ଭମାନଙ୍କ ବିଷୟରେ ତୀତସଙ୍କଠାରେ କରିଥିବା ଗର୍ବୋକ୍ତିଗୁଡ଼ିକ ମଧ୍ୟ ସତ୍ୟ।

Gade chapit la Kopi




୨ କରିନ୍ଥୀୟ 7:14
12 Referans Kwoze  

ଏପରିକି ତୁମ୍ଭେମାନେ ଯେଉଁ ସମସ୍ତ ତାଡ଼ନା ଓ କଷ୍ଟ ଭୋଗୁଅଛ, ସେଥିମଧ୍ୟରେ ତୁମ୍ଭମାନଙ୍କର ସହିଷ୍ଣୁତା ଓ ବିଶ୍ୱାସ ନିମନ୍ତେ ଆମ୍ଭେମାନେ ନିଜେ ଈଶ୍ବରଙ୍କ ମଣ୍ଡଳୀ-ସମୂହରେ ତୁମ୍ଭମାନଙ୍କ ବିଷୟରେ ଗର୍ବ କରିଥାଉ।


ଅତଏବ, ତୁମ୍ଭମାନଙ୍କ ପ୍ରେମ ଓ ତୁମ୍ଭମାନଙ୍କ ବିଷୟରେ ଆମ୍ଭମାନଙ୍କ ଦର୍ପର ପ୍ରମାଣ ମଣ୍ଡଳୀ-ସମୂହର ସମ୍ମୁଖରେ ସେମାନଙ୍କୁ ଦେଖାଅ।


ତୁମ୍ଭମାନଙ୍କଠାରେ ମୋହର ସମ୍ପୂର୍ଣ୍ଣ ବିଶ୍ୱାସ ଅଛି, ତୁମ୍ଭମାନଙ୍କ ବିଷୟରେ ମୋହର ଅତ୍ୟନ୍ତ ଦର୍ପ; ମୁଁ ସାନ୍ତ୍ୱନାରେ ପରିପୂର୍ଣ୍ଣ, ଆମ୍ଭମାନଙ୍କ ସମସ୍ତ କ୍ଳେଶରେ ମୋହର ଆନନ୍ଦ ଉଛୁଳି ପଡ଼ୁଅଛି।


କାରଣ ଆମ୍ଭମାନଙ୍କ ଅଧିକାର ସମ୍ବନ୍ଧରେ ମୁଁ କିଛି ଅଧିକ ଦର୍ପ କଲେ ସୁଦ୍ଧା ଲଜ୍ଜା ପାଇବି ନାହିଁ; ତୁମ୍ଭମାନଙ୍କୁ ଭୂମିସାତ୍‍ କରିବା ନିମନ୍ତେ ପ୍ରଭୁ ଆମ୍ଭମାନଙ୍କୁ ଏହି ଅଧିକାର ନ ଦେଇ ତୁମ୍ଭମାନଙ୍କର ଗଠନ ନିମନ୍ତେ ଦେଇଅଛନ୍ତି;


ତଥାପି ଭଗ୍ନୋତ୍ସାହମାନଙ୍କୁ ସାନ୍ତ୍ୱନା ଦିଅନ୍ତି ଯେ ଈଶ୍ବର, ସେ ତୀତସଙ୍କ ଆଗମନ ଦ୍ୱାରା ଆମ୍ଭମାନଙ୍କୁ ସାନ୍ତ୍ୱନା ଦେଲେ,


ଆଉ, ସେମାନେ ସୁଦ୍ଧା ଯେପରି ସତ୍ୟ ଦ୍ୱାରା ପବିତ୍ରୀକୃତ ହୁଅନ୍ତି, ଏଥିପାଇଁ ମୁଁ ସେମାନଙ୍କ ନିମନ୍ତେ ଆପଣାକୁ ପବିତ୍ର କରୁଅଛି।”


ମୋହର ଭାଇ ତୀତସଙ୍କୁ ନ ଦେଖି ଆତ୍ମାରେ ଶାନ୍ତି ନ ପାଇବାରୁ ସେମାନଙ୍କଠାରୁ ବିଦାୟ ଘେନି ମାକିଦନିଆକୁ ପ୍ରସ୍ଥାନ କଲି।


ପୁଣି, ଆମ୍ଭମାନଙ୍କ ସାନ୍ତ୍ୱନାରେ ଆମ୍ଭେମାନେ ତୀତସଙ୍କ ଆନନ୍ଦ ହେତୁ ଆହୁରି ଅଧିକ ଆନନ୍ଦ କଲୁ, କାରଣ ତାହାଙ୍କ ଆତ୍ମା ତୁମ୍ଭ ସମସ୍ତଙ୍କ ଦ୍ୱାରା ସଞ୍ଜୀବିତ ହୋଇଅଛି।


ଆଉ ଦର୍ପ କରିବାକୁ ଇଚ୍ଛା କଲେ ହେଁ ମୁଁ ନିର୍ବୋଧ ହେବି ନାହିଁ, ଯେଣୁ ମୁଁ ସତ୍ୟ କହିବି କିନ୍ତୁ କାଳେ କୌଣସି ଲୋକ ମୋତେ ଯେପ୍ରକାର ଦେଖେ କିମ୍ବା ମୋʼଠାରୁ ଯେପ୍ରକାର ଶୁଣେ, ମୋʼ ପ୍ରତି ପ୍ରକାଶିତ ବିଷୟରେ ଅତ୍ୟଧିକ ଶ୍ରେଷ୍ଠତା ହେତୁ ଯେପରି ମୋʼ ବିଷୟରେ ଅଧିକ ବୋଧ ନ କରେ, ଏଥିପାଇଁ ମୁଁ କ୍ଷାନ୍ତ ହୋଇଥାଏ।


ଯେପରି ତୁମ୍ଭମାନଙ୍କ ମଧ୍ୟରେ ମୋହର ପୁନର୍ବାର ଉପସ୍ଥିତି ହେତୁ ମୋʼ ଦ୍ୱାରା ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭମାନଙ୍କ ଦର୍ପ ଅଧିକ ବୃଦ୍ଧି ପାଇବ।


Swiv nou:

Piblisite


Piblisite