Biblia Todo Logo
Bib sou entènèt

- Piblisite -




୨ କରିନ୍ଥୀୟ 7:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ମୁଁ ଯେ ସର୍ବ ବିଷୟରେ ତୁମ୍ଭମାନଙ୍କଠାରେ ପୂର୍ଣ୍ଣ ବିଶ୍ୱାସ କରିପାରେ, ଏଥିପାଇଁ ଆନନ୍ଦ କରୁଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ମୁଁ ଯେ ସର୍ବବିଷୟରେ ତୁମ୍ଭମାନଙ୍କଠାରେ ପୂର୍ଣ୍ଣ ବିଶ୍ଵାସ କରି ପାରେ, ଏଥିପାଇଁ ଆନନ୍ଦ କରୁଅଛି।

Gade chapit la Kopi

ଓଡିଆ ବାଇବେଲ

16 ମୁଁ ଯେ ସର୍ବ ବିଷୟରେ ତୁମ୍ଭମାନଙ୍କଠାରେ ପୂର୍ଣ୍ଣବିଶ୍ୱାସ କରି ପାରେ, ଏଥିପାଇଁ ଆନନ୍ଦ କରୁଅଛି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

16 ତୁମ୍ଭମାନଙ୍କ ଉପରେ ଆସ୍ଥା ରଖି ପାରିବାରୁ ମୁଁ କେଡ଼େ ସୁଖୀ।

Gade chapit la Kopi

ପବିତ୍ର ବାଇବଲ

16 ମୁଁ ତୁମ୍ଭମାନଙ୍କ ଉପରେ ପୂର୍ଣ୍ଣ ଭରସା ରଖି ପାରିବି, ଏଥିପାଇଁ ମୁଁ ଆନନ୍ଦିତ ଅଟେ।

Gade chapit la Kopi




୨ କରିନ୍ଥୀୟ 7:16
5 Referans Kwoze  

ପୁଣି, ଯେଉଁମାନଙ୍କଠାରୁ ମୋହର ଆନନ୍ଦ ପାଇବା ଉଚିତ, ସେମାନଙ୍କଠାରୁ ମୁଁ ଆସି ଯେପରି ଦୁଃଖ ନ ପାଏ, ଏଥିନିମନ୍ତେ ମୁଁ ଏହି କଥା ଲେଖିଥିଲି, ଯେଣୁ ମୋହର ଆନନ୍ଦରେ ଯେ ତୁମ୍ଭମାନଙ୍କର ଆନନ୍ଦ, ଏହା ତୁମ୍ଭ ସମସ୍ତଙ୍କ ବିଷୟରେ ମୋହର ବିଶ୍ୱାସ।


ତୁମ୍ଭର ଆଜ୍ଞାବହତାରେ ମୋହର ବିଶ୍ୱାସ ଥିବାରୁ ମୁଁ ତୁମ୍ଭକୁ ଲେଖୁଅଛି; ମୁଁ ଜାଣେ ଯେ, ମୁଁ ଯାହା କହୁଅଛି, ତୁମ୍ଭେ ତାʼ ଠାରୁ ଅଧିକ ମଧ୍ୟ କରିବ।


ଅତଏବ ଯାହା ଉପଯୁକ୍ତ, ସେ ସମ୍ବନ୍ଧରେ ତୁମ୍ଭକୁ ଆଦେଶ ଦେବା ପାଇଁ ଖ୍ରୀଷ୍ଟଙ୍କ ସେବକ ସ୍ୱରୂପେ ଯଦ୍ୟପି ମୋହର ସମ୍ପୂର୍ଣ୍ଣ ସାହସ ଅଛି,


ଆମ୍ଭେମାନେ ଯେଉଁ ସବୁ ଆଦେଶ ଦେଉଅଛୁ, ସେହିସବୁ ଯେ ତୁମ୍ଭେମାନେ କରୁଅଛ ଓ କରିବ, ଏହା ତୁମ୍ଭମାନଙ୍କ ବିଷୟରେ ପ୍ରଭୁଙ୍କଠାରେ ଆମ୍ଭମାନଙ୍କର ଦୃଢ଼ ବିଶ୍ୱାସ।


ଆଉ ମୋଶାଙ୍କ ବ୍ୟବସ୍ଥାରେ ଯେଉଁ ଜ୍ଞାନ ଓ ସତ୍ୟ ବାସ୍ତବରେ ନିହିତ ଅଛି, ତାହା ପାଇଥିବାରୁ,


Swiv nou:

Piblisite


Piblisite