Biblia Todo Logo
Bib sou entènèt

- Piblisite -




୨ କରିନ୍ଥୀୟ 8:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 କାରଣ ସେ ଯେ କେବଳ ଆମ୍ଭମାନଙ୍କ ଅନୁରୋଧ ଗ୍ରହଣ କଲେ, ତାହା ନୁହେଁ, ମାତ୍ର ସେ ନିଜେ ଅତ୍ୟନ୍ତ ଉଦ୍‍ଯୋଗୀ ହୋଇ ସ୍ୱେଚ୍ଛାରେ ତୁମ୍ଭମାନଙ୍କ ନିକଟକୁ ଯାଉଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 କାରଣ ସେ ଯେ କେବଳ ଆମ୍ଭମାନଙ୍କ ଅନୁରୋଧ ଗ୍ରହଣ କଲେ, ତାହା ନୁହେଁ, ମାତ୍ର ସେ ନିଜେ ଅତ୍ୟ; ଉଦ୍ଯୋଗୀ ହୋଇ ସ୍ଵେଚ୍ଛାରେ ତୁମ୍ଭମାନଙ୍କ ନିକଟକୁ ଯାଉଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

17 କାରଣ ସେ ଯେ କେବଳ ଆମ୍ଭମାନଙ୍କ ଅନୁରୋଧ ଗ୍ରହଣ କଲେ, ତାହା ନୁହେଁ, ମାତ୍ର ସେ ନିଜେ ଅତ୍ୟନ୍ତ ଉଦ୍‍ଯୋଗୀ ହୋଇ ସ୍ୱେଚ୍ଛାରେ ତୁମ୍ଭମାନଙ୍କ ନିକଟକୁ ଯାଉଅଛନ୍ତି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

17 ସେ କେବଳ ଆମର ଅନୁରୋଧକୁ ସ୍ୱାଗତ ଜଣାଇ ନାହାନ୍ତି, ମାତ୍ର ତୁମ୍ଭମାନଙ୍କୁ ସାହାଯ୍ୟ କରିବା ପାଇଁ ଏତେ ଆଗ୍ରହାନ୍ୱିତ ଯେ, ନିଜ ଇଚ୍ଛାରେ ତୁମ୍ଭମାନଙ୍କ ପାଖକୁ ଯିବା ପାଇଁ ସେ ମନସ୍ଥ କରିଛନ୍ତି।

Gade chapit la Kopi

ପବିତ୍ର ବାଇବଲ

17 ଆମ୍ଭର ଅନୁରୋଧକୁ ତୀତସ ଗ୍ରହଣ କରିଛନ୍ତି। ସେ ମଧ୍ୟ ତୁମ୍ଭମାନଙ୍କ ପାଖକୁ ଯିବାକୁ ବ୍ୟଗ୍ର ଥିଲେ, ଓ ସ୍ୱଇଚ୍ଛାରେ ତୁମ୍ଭମାନଙ୍କ ପାଖକୁ ଯିବା ନିମନ୍ତେ ଏଠାରୁ ଯାଉଛନ୍ତି।

Gade chapit la Kopi




୨ କରିନ୍ଥୀୟ 8:17
5 Referans Kwoze  

ଏଣୁ ତୀତସ ତୁମ୍ଭମାନଙ୍କ ମଧ୍ୟରେ ଏହି ଅନୁଗ୍ରହ କାର୍ଯ୍ୟ ଯେଉଁ ପ୍ରକାରେ ଆରମ୍ଭ କରିଥିଲେ, ସେହି ପ୍ରକାରେ ତାହା ଯେପରି ସମାପ୍ତ ମଧ୍ୟ କରନ୍ତି, ଏଥିନିମନ୍ତେ ତାହାଙ୍କୁ ଉତ୍ସାହ ଦେଲୁ।


ହେ ଭାଇମାନେ, ମୁଁ ତୁମ୍ଭମାନଙ୍କୁ ବିନୟ କରୁଅଛି, ଏହି ଉପଦେଶ ସହ୍ୟ କର, ଯେଣୁ ମୁଁ ସଂକ୍ଷେପରେ ତୁମ୍ଭମାନଙ୍କୁ ଲେଖିଅଛି।


ଏ ସମ୍ବନ୍ଧରେ ମୋହର ମତ ଏହି, ତାହା ତ ତୁମ୍ଭମାନଙ୍କ ନିମନ୍ତେ ହିତଜନକ, ଯେଣୁ ଗତ ବର୍ଷରୁ ତୁମ୍ଭେମାନେ ଯେ ପ୍ରଥମ କରି କାର୍ଯ୍ୟ କରିବାକୁ ଆରମ୍ଭ କଲ, ତାହା ନୁହେଁ, ମାତ୍ର ଏହା କରିବା ନିମନ୍ତେ ପ୍ରଥମରେ ଇଚ୍ଛା ସୁଦ୍ଧା କରିଥିଲ;


ମୁଁ ଆଦେଶ ଦେଲା ପରି କହୁ ନାହିଁ, ମାତ୍ର ଅନ୍ୟମାନଙ୍କ ଉଦ୍‍ଯୋଗ ଉଲ୍ଲେଖ କରି ତୁମ୍ଭମାନଙ୍କ ପ୍ରେମର ସରଳତା ମଧ୍ୟ ସପ୍ରମାଣ କରିବା ନିମନ୍ତେ କହୁଅଛି।


ମୁଁ ତୀତସଙ୍କୁ ଯିବା ନିମନ୍ତେ ଅନୁରୋଧ କରିଥିଲି, ପୁଣି, ତାହାଙ୍କ ସହିତ ସେହି ଭାଇଙ୍କୁ ପଠାଇଥିଲି। ତୀତସ କି ତୁମ୍ଭମାନଙ୍କଠାରୁ କିଛି ଲାଭ କରିଅଛନ୍ତି? ଆମ୍ଭେମାନେ କଅଣ ଏକ ଆତ୍ମାରେ ଆଚରଣ କରି ନାହୁଁ? ଆମ୍ଭେମାନେ କଅଣ ଏକ ପଦଚିହ୍ନରେ ଗମନ କରି ନାହୁଁ?


Swiv nou:

Piblisite


Piblisite