Biblia Todo Logo
Bib sou entènèt

- Piblisite -




୨ କରିନ୍ଥୀୟ 8:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ପୁଣି, ତାହାଙ୍କ ସଙ୍ଗେ ଆମ୍ଭେମାନେ ଆଉ ଜଣେ ଭାଇଙ୍କୁ ପଠାଉଅଛୁ; ସୁସମାଚାର ପ୍ରଚାର ସମ୍ବନ୍ଧରେ ତାହାଙ୍କ ପ୍ରଶଂସା ସମୁଦାୟ ମଣ୍ଡଳୀରେ ବ୍ୟାପିଯାଇଅଛି,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ପୁଣି, ତାଙ୍କ ସଙ୍ଗେ ଆମ୍ଭେମାନେ ଆଉ ଜଣେ ଭାଇଙ୍କୁ ପଠାଉଅଛୁ; ସୁସମାଚାର ପ୍ରଚାର ସମ୍ଵନ୍ଧରେ ତାଙ୍କ ପ୍ରଶଂସା ସମୁଦାୟ ମଣ୍ତଳୀରେ ବ୍ୟାପିଯାଇଅଛି,

Gade chapit la Kopi

ଓଡିଆ ବାଇବେଲ

18 ପୁଣି, ତାଙ୍କ ସଙ୍ଗେ ଆମ୍ଭେମାନେ ଆଉ ଜଣେ ଭାଇଙ୍କୁ ପଠାଉଅଛୁ; ସୁସମାଚାର ପ୍ରଚାର ସମ୍ବନ୍ଧରେ ତାଙ୍କ ପ୍ରଶଂସା ସମୁଦାୟ ମଣ୍ଡଳୀରେ ବ୍ୟାପିଯାଇଅଛି,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

18 ତାଙ୍କ ସହିତ ଆଉ ଜଣେ ଭାଇଙ୍କୁ ଆମେ ପଠାଉଛୁ। ଶୁଭ ବାର୍ତ୍ତା ପ୍ରଚାର କରିବାରେ ସମସ୍ତଦ ମଣ୍ତଳୀରେ ସେ ବିଶେଷ ଖ୍ୟାତିଲାଭ କରିଛନ୍ତି।

Gade chapit la Kopi

ପବିତ୍ର ବାଇବଲ

18 ତାଙ୍କ ସହିତ ଆମ୍ଭେ ସମସ୍ତ ମଣ୍ଡଳୀଗୁଡ଼ିକରେ ସୁସମାଗ୍ଭର ପ୍ରଗ୍ଭର କାର୍ଯ୍ୟରେ ସୁନାମ ଥିବା ଜଣେ ଭାଇଙ୍କୁ ମଧ୍ୟ ପଠାଉଛୁ।

Gade chapit la Kopi




୨ କରିନ୍ଥୀୟ 8:18
8 Referans Kwoze  

ମୁଁ ତୀତସଙ୍କୁ ଯିବା ନିମନ୍ତେ ଅନୁରୋଧ କରିଥିଲି, ପୁଣି, ତାହାଙ୍କ ସହିତ ସେହି ଭାଇଙ୍କୁ ପଠାଇଥିଲି। ତୀତସ କି ତୁମ୍ଭମାନଙ୍କଠାରୁ କିଛି ଲାଭ କରିଅଛନ୍ତି? ଆମ୍ଭେମାନେ କଅଣ ଏକ ଆତ୍ମାରେ ଆଚରଣ କରି ନାହୁଁ? ଆମ୍ଭେମାନେ କଅଣ ଏକ ପଦଚିହ୍ନରେ ଗମନ କରି ନାହୁଁ?


କେବଳ ତାହା ନୁହେଁ, କିନ୍ତୁ ସେ ମଧ୍ୟ ଆମ୍ଭମାନଙ୍କର ସେବା ଦ୍ୱାରା ସାଧିତ ଏହି ଅନୁଗ୍ରହ କାର୍ଯ୍ୟ ସମ୍ବନ୍ଧରେ ପ୍ରଭୁଙ୍କ ଗୌରବ ଓ ଆମ୍ଭମାନଙ୍କ ଆଗ୍ରହଭାବ ନିମନ୍ତେ ଆମ୍ଭମାନଙ୍କର ସହଯାତ୍ରୀ ହେବା ପାଇଁ ମଣ୍ଡଳୀ-ସମୂହ ଦ୍ୱାରା ନିଯୁକ୍ତ ହୋଇଅଛନ୍ତି;


କେବଳ ପ୍ରଭୁ ଯାହାକୁ ଯେପରି ଦାନ ବିତରଣ କରିଅଛନ୍ତି, ଈଶ୍ବର ପ୍ରତ୍ୟେକକୁ ଯେଉଁ ଅବସ୍ଥାରେ ଆହ୍ୱାନ କରିଅଛନ୍ତି, ସେ ସେହିପରି ଆଚରଣ କରୁ। ମୁଁ ସମସ୍ତ ମଣ୍ଡଳୀରେ ଏହି ପ୍ରକାର ଆଦେଶ ଦିଏ।


ପୁଣି, ଖ୍ରୀଷ୍ଟଙ୍କ ସୁସମାଚାର ପ୍ରଚାର କରିବା ପାଇଁ ମୁଁ ତ୍ରୋୟାକୁ ଆସିଲା ଉତ୍ତାରେ ପ୍ରଭୁଙ୍କ କାର୍ଯ୍ୟ ନିମନ୍ତେ ସୁଯୋଗରୂପ ଦ୍ୱାର ମୁକ୍ତ ହେଲେ ହେଁ,


ସେମାନେ ମୋହର ପ୍ରାଣ ନିମନ୍ତେ ଆପଣା ଆପଣା ପ୍ରାଣକୁ ବିପଦଗ୍ରସ୍ତ କଲେ; କେବଳ ମୁଁ ଯେ ସେମାନଙ୍କୁ ଧନ୍ୟବାଦ ଦେଉଅଛି, ତାହା ନୁହେଁ, କିନ୍ତୁ ଅଣଯିହୁଦୀମାନଙ୍କ ମଣ୍ଡଳୀ-ସମୂହ ମଧ୍ୟ ସେମାନଙ୍କୁ ଧନ୍ୟବାଦ ଦେଉଅଛନ୍ତି;


ଏଥିସକାଶେ ମୁଁ ତୁମ୍ଭମାନଙ୍କ ନିକଟକୁ ତୀମଥିଙ୍କୁ ପଠାଇଅଛି, ସେ ପ୍ରଭୁଙ୍କଠାରେ ମୋହର ପ୍ରିୟ ଓ ବିଶ୍ୱସ୍ତ ସନ୍ତାନ; ଯେପରି ମୁଁ ସର୍ବତ୍ର ସମସ୍ତ ମଣ୍ଡଳୀରେ ଶିକ୍ଷା ଦେଇଥାଏ, ସେହିପରି ସେ ତୁମ୍ଭମାନଙ୍କୁ ମୋହର ଖ୍ରୀଷ୍ଟୀୟ ଆଚରଣ ସମସ୍ତ ସ୍ମରଣ କରାଇବେ।


ଆଉ, ମୁଁ ଉପସ୍ଥିତ ହେଲେ ତୁମ୍ଭେମାନେ ଯେଉଁମାନଙ୍କୁ ଯୋଗ୍ୟ ମନେ କରିବ, ମୁଁ ସେମାନଙ୍କୁ ପତ୍ର ଦେଇ ଯିରୂଶାଲମ ସହରକୁ ତୁମ୍ଭମାନଙ୍କ ଦାନ ଘେନିଯିବା ନିମନ୍ତେ ପ୍ରେରଣ କରିବି;


Swiv nou:

Piblisite


Piblisite