Biblia Todo Logo
Bib sou entènèt

- Piblisite -




୨ କରିନ୍ଥୀୟ 8:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ଅତଏବ, ତୁମ୍ଭମାନଙ୍କ ପ୍ରେମ ଓ ତୁମ୍ଭମାନଙ୍କ ବିଷୟରେ ଆମ୍ଭମାନଙ୍କ ଦର୍ପର ପ୍ରମାଣ ମଣ୍ଡଳୀ-ସମୂହର ସମ୍ମୁଖରେ ସେମାନଙ୍କୁ ଦେଖାଅ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ଅତଏବ, ତୁମ୍ଭମାନଙ୍କ ପ୍ରେମ ଓ ତୁମ୍ଭମାନଙ୍କ ବିଷୟରେ ଆମ୍ଭମାନଙ୍କ ଦର୍ପର ପ୍ରମାଣ ମଣ୍ତଳୀସମୂହର ସମ୍ମୁଖରେ ସେମାନଙ୍କୁ ଦେଖାଅ।

Gade chapit la Kopi

ଓଡିଆ ବାଇବେଲ

24 ଅତଏବ, ତୁମ୍ଭମାନଙ୍କ ପ୍ରେମ ଓ ତୁମ୍ଭମାନଙ୍କ ବିଷୟରେ ଆମ୍ଭମାନଙ୍କ ଦର୍ପର ପ୍ରମାଣ ମଣ୍ଡଳୀସମୂହର ସମ୍ମୁଖରେ ସେମାନଙ୍କୁ ଦେଖାଅ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

24 ସେମାନଙ୍କୁ ତୁମ୍ଭମାନଙ୍କର ପ୍ରେମ ଦେଖାଅ। ତା’ହେଲେ ସମସ୍ତ ମଣ୍ଡଳୀ ଏ ବିଷୟରେ ନିଶ୍ଚିତ ହେବ ଏବଂ ତୁମ୍ଭମାନଙ୍କ ପାଇଁ ଆମେ କରୁଥିବା ଦର୍ପ ଯଥାର୍ଥ ବୋଲି ଉପଲବ୍ଧି କରିପାରିବେ।

Gade chapit la Kopi

ପବିତ୍ର ବାଇବଲ

24 ତୁମ୍ଭମାନଙ୍କ ଭିତରେ ଯେ ପ୍ରକୃତରେ ପ୍ରେମ ଅଛି ଏହା ଦେଖାଅ ଓ ତୁମ୍ଭମାନଙ୍କ ପାଇଁ ଆମ୍ଭେ କାହିଁକି ଏତେ ଗର୍ବ ଅନୁଭବ କରୁ, ତାହା ସେମାନଙ୍କୁ ପ୍ରମାଣ କରି ଦେଖାଅ। ତା'ହେଲେ ସମଗ୍ର ମଣ୍ଡଳୀ ଏହା ଦେଖି ପାରିବେ।

Gade chapit la Kopi




୨ କରିନ୍ଥୀୟ 8:24
5 Referans Kwoze  

ଯେଣୁ ଯଦି କୌଣସି ବିଷୟରେ ତୀତସଙ୍କ ନିକଟରେ ତୁମ୍ଭମାନଙ୍କ ସମ୍ବନ୍ଧରେ ମୁଁ ଦର୍ପ କରିଅଛି, ତେବେ ଲଜ୍ଜିତ ହୋଇ ନାହିଁ, ବରଂ ଯେପରି ଆମ୍ଭେମାନେ ସମସ୍ତ ବିଷୟରେ ତୁମ୍ଭମାନଙ୍କୁ ସତ୍ୟ କହିଥିଲୁ, ସେହିପରି ତୀତସଙ୍କ ସମ୍ମୁଖରେ ଆମ୍ଭମାନଙ୍କ ଦର୍ପ ମଧ୍ୟ ସତ୍ୟ ବୋଲି ଜଣାଯାଇଅଛି।


ତୁମ୍ଭମାନଙ୍କଠାରେ ମୋହର ସମ୍ପୂର୍ଣ୍ଣ ବିଶ୍ୱାସ ଅଛି, ତୁମ୍ଭମାନଙ୍କ ବିଷୟରେ ମୋହର ଅତ୍ୟନ୍ତ ଦର୍ପ; ମୁଁ ସାନ୍ତ୍ୱନାରେ ପରିପୂର୍ଣ୍ଣ, ଆମ୍ଭମାନଙ୍କ ସମସ୍ତ କ୍ଳେଶରେ ମୋହର ଆନନ୍ଦ ଉଛୁଳି ପଡ଼ୁଅଛି।


ମୁଁ ଆଦେଶ ଦେଲା ପରି କହୁ ନାହିଁ, ମାତ୍ର ଅନ୍ୟମାନଙ୍କ ଉଦ୍‍ଯୋଗ ଉଲ୍ଲେଖ କରି ତୁମ୍ଭମାନଙ୍କ ପ୍ରେମର ସରଳତା ମଧ୍ୟ ସପ୍ରମାଣ କରିବା ନିମନ୍ତେ କହୁଅଛି।


ଏହି ପ୍ରକାରେ ସମୁଦାୟ ଯିହୂଦିୟା ପ୍ରଦେଶ, ଗାଲିଲୀ ଓ ଶମିରୋଣ ମଣ୍ଡଳୀ ନିଷ୍ଠାପ୍ରାପ୍ତ ହୋଇ ଓ ପ୍ରଭୁଙ୍କର ଭୟରେ ଆଚରଣ କରି ଶାନ୍ତି ଭୋଗ କଲେ, ପୁଣି, ପବିତ୍ର ଆତ୍ମାଙ୍କ ସାହାଯ୍ୟରେ ବୃଦ୍ଧି ପାଇବାକୁ ଲାଗିଲେ।


Swiv nou:

Piblisite


Piblisite