Biblia Todo Logo
Bib sou entènèt

- Piblisite -




୨ କରିନ୍ଥୀୟ 9:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 କିନ୍ତୁ ଏହା ସତ୍ୟ, ଯେ ଅଳ୍ପ ବୁଣେ, ସେ ମଧ୍ୟ ଅଳ୍ପ କାଟିବ; ଆଉ ଯେ ପ୍ରଚୁର ବୁଣେ, ସେ ମଧ୍ୟ ପ୍ରଚୁର କାଟିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 କିନ୍ତୁ ଏହା ସତ୍ୟ, ଯେ ଅଳ୍ପ ବୁଣେ, ସେ ମଧ୍ୟ ଅଳ୍ପ କାଟିବ; ଆଉ ଯେ ପ୍ରଚୁର ବୁଣେ, ସେ ମଧ୍ୟ ପ୍ରଚୁର କାଟିବ।

Gade chapit la Kopi

ଓଡିଆ ବାଇବେଲ

6 କିନ୍ତୁ ଏହା ସତ୍ୟ, ଯେ ଅଳ୍ପ ବୁଣେ, ସେ ମଧ୍ୟ ଅଳ୍ପ କାଟିବ; ଆଉ ଯେ ପ୍ରଚୁର ବୁଣେ, ସେ ମଧ୍ୟ ପ୍ରଚୁର କାଟିବ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

6 ମନେରଖ, ଯେ ଅଳ୍ପ ବିହନ ବୁଣେ, ସେ ଅଳ୍ପ ଫଦଲ ଅମଳ କରିବ; ଯେ ବେଶୀ ବିହନ ବୁଣେ, ସେ ବେଶୀ ଫସଲ ଅମଳ କରିବ।

Gade chapit la Kopi

ପବିତ୍ର ବାଇବଲ

6 ଏହି କଥାଟି ମନେରଖ; ଯେଉଁ ଲୋକ ଅଳ୍ପ ବୁଣିବ, ସେ ଅଳ୍ପ କାଟିବ। ଯେଉଁ ଲୋକ ଅଧିକ ବୁଣିବ, ସେ ଅଧିକ କାଟିବ।

Gade chapit la Kopi




୨ କରିନ୍ଥୀୟ 9:6
20 Referans Kwoze  

ଦାନ କର, ତାହାହେଲେ ତୁମ୍ଭମାନଙ୍କୁ ଦାନ ଦିଆଯିବ; ଲୋକେ ମାଣକୁ ପୁରା କରି ତାହାକୁ ଚାପି ହଲାଇ ଉଛୁଳାଇ ତୁମ୍ଭମାନଙ୍କ ଅଣ୍ଟିରେ ଦେବେ; କାରଣ ଯେଉଁ ମାପରେ ମାପ କର, ସେହି ମାପରେ ତୁମ୍ଭମାନଙ୍କୁ ପୁଣି ମପାଯିବ।


ଯାହାର ଦୟାଳୁ ଦୃଷ୍ଟି, ସେ ଆଶିଷ ପାଇବ; ଯେହେତୁ ସେ ଆପଣା ଆହାରରୁ ଦୀନହୀନକୁ ବିତରଣ କରେ।


ଯେ ଦରିଦ୍ରକୁ ଦୟା କରେ, ସେ ସଦାପ୍ରଭୁଙ୍କୁ ଋଣ ଦିଏ; ପୁଣି, ସେ ତାହାର ଉତ୍ତମ କର୍ମର ପରିଶୋଧ କରିବେ।


ଆଉ, ଯେ ବୀଜବପନକାରୀକୁ ବୀଜ ଓ ଭୋଜନ ନିମନ୍ତେ ଆହାର ଯୋଗାନ୍ତି, ସେ ବୁଣିବା ନିମନ୍ତେ ତୁମ୍ଭମାନଙ୍କୁ ବୀଜ ଯୋଗାଇବେ ଓ ତାହା ବଢ଼ାଇବେ, ପୁଣି, ତୁମ୍ଭମାନଙ୍କ ଧାର୍ମିକତାର ଫଳ ବୃଦ୍ଧି କରିବେ;


କାରଣ ଈଶ୍ବର ତୁମ୍ଭମାନଙ୍କର କର୍ମ, ଆଉ ସାଧୁଲୋକମାନଙ୍କର ସେବା କରିଥିବା ଦ୍ୱାରା ଓ ଯାହା ଏବେ ମଧ୍ୟ କରୁଥିବା ଦ୍ୱାରା ତାହାଙ୍କ ନାମ ପ୍ରତି ତୁମ୍ଭେମାନେ ଯେଉଁ ପ୍ରେମ କରୁଅଛ, ତାହା ଈଶ୍ବର ଯେ ଭୁଲିଯିବେ, ଏପରି ଅନ୍ୟାୟକାରୀ ସେ ନୁହଁନ୍ତି।


ତୁମ୍ଭେ ପ୍ରଭାତରେ ବୀଜ ବୁଣ ଓ ସନ୍ଧ୍ୟା ବେଳେ ଆପଣା ହସ୍ତ ବନ୍ଦ କର ନାହିଁ; କାରଣ ଏହା ଅବା ତାହା ସିଦ୍ଧ ହେବ, ଅବା ଉଭୟ ସମାନ ଉତ୍ତମ ହେବ, ଏହା ତୁମ୍ଭେ ଜାଣ ନାହିଁ।


ଦୁଷ୍ଟ ଲୋକ ମିଥ୍ୟା ଉପାର୍ଜ୍ଜନ କରେ, ମାତ୍ର ଯେ ଧର୍ମବୀଜ ବୁଣେ, ତାହାର ନିଶ୍ଚିତ ପୁରସ୍କାର ଅଛି।


ତୁମ୍ଭେ ଜଳ ଉପରେ ଆପଣା ଭକ୍ଷ୍ୟ ପକାଅ, କାରଣ ଅନେକ ଦିନ ଉତ୍ତାରେ ତାହା ପାଇବ।


ମୋହର ଭାବ ଏହି, ଆତ୍ମାଙ୍କ ଦ୍ୱାରା ଆଚରଣ କର, ତାହାହେଲେ ତୁମ୍ଭେମାନେ ଶରୀରର ଅଭିଳାଷ ପୂର୍ଣ୍ଣ କରିବ ନାହିଁ।


ମୋହର ଭାବ ଏହି, ଯେଉଁ ନିୟମ ଈଶ୍ବରଙ୍କ କର୍ତ୍ତୃକ ପୂର୍ବରୁ ସ୍ଥିରୀକୃତ ହୋଇଥିଲା, ଚାରି ଶହ ତିରିଶ ବର୍ଷ ପରେ ଦିଆଯାଇଥିବା ମୋଶାଙ୍କ ବ୍ୟବସ୍ଥା ତାହା ବ୍ୟର୍ଥ କରେ ନାହିଁ, ଯେପରି ତଦ୍ୱାରା ପ୍ରତିଜ୍ଞା ନିଷ୍ଫଳ କରାଯାଏ।


କିନ୍ତୁ ପ୍ରକୃତରେ ଖ୍ରୀଷ୍ଟ ମହାନିଦ୍ରାପ୍ରାପ୍ତ ଲୋକମାନଙ୍କର ପ୍ରଥମ ଫଳ ସ୍ୱରୂପେ ମୃତମାନଙ୍କ ମଧ୍ୟରୁ ଉତ୍ଥିତ ହୋଇଅଛନ୍ତି।


ଅତଏବ ମୁଁ ପ୍ରଭୁଙ୍କ ନାମରେ ବିଶେଷ ଅନୁରୋଧ କରି କହୁଅଛି, ଅବିଶ୍ୱାସୀମାନେ ଯେପରି ଆପଣା ଆପଣା ମନର ଅସାରତାରେ ଆଚରଣ କରନ୍ତି, ତୁମ୍ଭେମାନେ ସେହିପରି ଆଚରଣ କର ନାହିଁ;


କିନ୍ତୁ ହେ ଭାଇମାନେ, ମୋʼ କଥାର ଭାବ ଏହି, ସମୟ ଅତି ଅଳ୍ପ, ଏଣୁ ଯେଉଁମାନଙ୍କର ଭାର୍ଯ୍ୟା ଅଛି, ସେମାନେ ଭାର୍ଯ୍ୟା ନ ଥିଲା ପରି ହୁଅନ୍ତୁ।


କେହି ଯେପରି ତୁମ୍ଭମାନଙ୍କୁ ବାକ୍‍ଚାତୁରି ଦ୍ୱାରା ନ ଭୁଲାଏ, ସେଥିନିମନ୍ତେ ମୁଁ ଏହା କହୁଅଛି।


ମୋʼ କଥାର ଭାବ ଏହି, ତୁମ୍ଭମାନଙ୍କ ମଧ୍ୟରୁ କେହି କେହି କହନ୍ତି, ମୁଁ ପାଉଲଙ୍କର, କେହି କେହି କହନ୍ତି, ମୁଁ ଆପଲ୍ଲଙ୍କର, କେହି କେହି କହନ୍ତି, ମୁଁ କୈଫାଙ୍କର, ଆଉ କେହି କେହି କହନ୍ତି, ମୁଁ ଖ୍ରୀଷ୍ଟଙ୍କର।


ଏଣୁ ତୁମ୍ଭମାନଙ୍କର ପୂର୍ବରୁ ପ୍ରତିଜ୍ଞା କରିଥିବା ଦାନ ଯେପରି କୃପଣତାର ବିଷୟ ନ ହୋଇ ସ୍ୱଚ୍ଛନ୍ଦତାର ବିଷୟ ହୁଏ, ଏଥିନିମନ୍ତେ ପୂର୍ବରୁ ସେହି ଦାନସଂଗ୍ରହର ଆୟୋଜନ କରିବାକୁ ଆଗେ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ମୁଁ ଭାଇମାନଙ୍କୁ ଅନୁରୋଧ କରିବାକୁ ଆବଶ୍ୟକ ମନେ କଲି।


Swiv nou:

Piblisite


Piblisite