Biblia Todo Logo
Bib sou entènèt

- Piblisite -




୨ ଯୋହନ 1:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 କେହି ଯଦି ଏହି ଶିକ୍ଷା ନ ଘେନି ତୁମ୍ଭମାନଙ୍କ ନିକଟକୁ ଆସେ, ତେବେ ତାହାକୁ ଗୃହରେ ଅତିଥି ନ କର ଓ ସମ୍ବର୍ଦ୍ଧନା ଜଣାଅ ନାହିଁ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 କେହି ଯଦି ଏହି ଶିକ୍ଷା ନ ଘେନି ତୁମ୍ଭମାନଙ୍କ ନିକଟକୁ ଆସେ, ତେବେ ତାହାକୁ ଗୃହରେ ଅତିଥି ନ କର ଓ ସମ୍ଵର୍ଦ୍ଧନା ଜଣାଅ ନାହିଁ;

Gade chapit la Kopi

ଓଡିଆ ବାଇବେଲ

10 କେହି ଯଦି ଏହି ଶିକ୍ଷା ନ ଘେନି ତୁମ୍ଭମାନଙ୍କ ନିକଟକୁ ଆସେ, ତେବେ ତାହାକୁ ଗୃହରେ ଅତିଥି ନ କର ଓ ସମ୍ବର୍ଦ୍ଧନା ଜଣାଅ ନାହିଁ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

10 କେହି ଯଦି ଏହି ଶିକ୍ଷଶ ନେଇ ତୁମ ନିକଟକୁ ଆସି ନ ଥାଏ, ତାକୁ ତୁମ ଘରକୁ ସ୍ୱାଗତ କର ନାହିଁ- “ତୁମ୍ଭର ଶାନ୍ତି ହେଉ” ବୋଲି କହି ତାକୁ ନମସ୍କାର ଜଣାଅ ନାହିଁ।

Gade chapit la Kopi

ପବିତ୍ର ବାଇବଲ

10 ଯଦି ତୁମ୍ଭ ପାଖକୁ କେହି ଆସେ କିନ୍ତୁ ଏହି ଶିକ୍ଷା ନ ଦିଏ, ତେବେ ତାହାକୁ ଗୃହରେ ସ୍ୱାଗତ ଓ ଗ୍ରହଣ କର ନାହିଁ।

Gade chapit la Kopi




୨ ଯୋହନ 1:10
14 Referans Kwoze  

ଯେଉଁ ଲୋକ ଭ୍ରାନ୍ତ ଶିକ୍ଷା ଦ୍ୱାରା ବିଭାଜନ କରିବାକୁ ଚେଷ୍ଟା କରନ୍ତି, ତାହାକୁ ଥରେ, ଦୁଇ ଥର ଅନୁଯୋଗ କଲା ଉତ୍ତାରେ ତାହାଠାରୁ ପୃଥକ୍ ହୋଇ ରୁହ;


ହେ ଭାଇମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ଆମ୍ଭେମାନେ ତୁମ୍ଭମାନଙ୍କୁ ଏହି ଆଜ୍ଞା ଦେଉଅଛୁ, ଯେକୌଣସି ଭାଇ ଆମ୍ଭମାନଙ୍କଠାରୁ ପାଇଥିବା ଶିକ୍ଷା ଅନୁସାରେ ଆଚରଣ ନ କରି ଆଳସ୍ୟରେ ଜୀବନ କାଟେ, ତାହାଠାରୁ ଆପଣା ଆପଣାକୁ ଅଲଗା କର।


ଆଉ ଯଦି କେହି ଏହି ପତ୍ରରେ ଲେଖାଯାଇଥିବା ଆମ୍ଭମାନଙ୍କ କଥା ନ ମାନେ, ତେବେ ସେହି ଲୋକକୁ ଚିହ୍ନି ରଖ, ପୁଣି, ସେ ଯେପରି ଲଜ୍ଜିତ ହୁଏ, ଏଥିନିମନ୍ତେ ତାହା ସହିତ ସମ୍ପର୍କ ରଖ ନାହିଁ;


କିନ୍ତୁ ମୋହର ଲେଖିବାର ଭାବ ଏହା ଥିଲା ଯେ, ଯଦି କୌଣସି ଲୋକ ଭ୍ରାତା ବୋଲି ଖ୍ୟାତ ହୋଇ ବ୍ୟଭିଚାରୀ କି ଧନଲୋଭୀ କି ପ୍ରତିମାପୂଜକ କି ନିନ୍ଦକ କି ମତୁଆଳ କି ପରଦ୍ରବ୍ୟ ଲୁଣ୍ଠନକାରୀ ହୁଏ, ତେବେ ଏପରି ଲୋକ ସହିତ ସମ୍ପର୍କ ରଖ ନାହିଁ, ପୁଣି, ତାହା ସାଙ୍ଗରେ ଭୋଜନ ସୁଦ୍ଧା କର ନାହିଁ।


କାରଣ ଯେକେହି ତାହାକୁ ସମ୍ବର୍ଦ୍ଧନା ଜଣାଏ, ସେ ତାହାର ଦୁଷ୍କର୍ମର ସହଭାଗୀ ହୁଏ।


ଯଦି କେହି ପ୍ରଭୁଙ୍କୁ ପ୍ରେମ ନ କରେ, ତେବେ ସେ ଶାପଗ୍ରସ୍ତ ହେଉ।


“କିଅବା ସଦାପ୍ରଭୁଙ୍କ ଆଶୀର୍ବାଦ ତୁମ୍ଭମାନଙ୍କ ଉପରେ ବର୍ତ୍ତୁ, ଆମ୍ଭେମାନେ ସଦାପ୍ରଭୁଙ୍କ ନାମରେ ତୁମ୍ଭମାନଙ୍କୁ ଆଶୀର୍ବାଦ କରୁଅଛୁ,” ଏହା ପଥିକମାନେ କହନ୍ତି ନାହିଁ।


ପୁଣି, ଏହି ପ୍ରାର୍ଥନା କଲା, “ହେ ମୋହର କର୍ତ୍ତା ଅବ୍ରହାମଙ୍କର ସଦାପ୍ରଭୁ ପରମେଶ୍ୱର, ବିନୟ କରୁଅଛି, ଆଜି ମୋʼ ସମ୍ମୁଖରେ ଶୁଭଫଳ ଉପସ୍ଥିତ କର, ଆଉ ମୋʼ ପ୍ରଭୁ ଅବ୍ରହାମଙ୍କ ପ୍ରତି ଦୟା କର।


ତହିଁରେ ସେ କହିଲା, “ମୁଁ ତୁମ୍ଭ ସଙ୍ଗେ ଫେରି ନ ପାରେ, କି ତୁମ୍ଭ ସଙ୍ଗେ ଗୃହକୁ ଯାଇ ନ ପାରେ; କିଅବା ଏହି ସ୍ଥାନରେ ତୁମ୍ଭ ସଙ୍ଗେ ମୁଁ ଅନ୍ନ ଭୋଜନ କରିବି ନାହିଁ, କି ଜଳ ପାନ କରିବି ନାହିଁ;


ଆଉ, ସେମାନେ ସେମାନଙ୍କ ହାତରେ ଏହା ଲେଖି ପଠାଇଲେ, ଆନ୍ତିୟଖିଆ, ସିରିୟା ଓ କିଲିକିୟାସ୍ଥ ଅଣଯିହୁଦୀ ଭ୍ରାତୃବୃନ୍ଦଙ୍କୁ ପ୍ରେରିତ ଓ ପ୍ରାଚୀନ ଭ୍ରାତୃବୃନ୍ଦଙ୍କର ନମସ୍କାର।


ସେ ଆମ୍ଭମାନଙ୍କ ବିରୁଦ୍ଧରେ ମନ୍ଦ କଥା କହି ଆମ୍ଭମାନଙ୍କ ନିନ୍ଦା କରେ, ପୁଣି, ସେଥିରେ ତୃପ୍ତ ନ ହୋଇ ନିଜେ ଭାଇମାନଙ୍କର ଆତିଥ୍ୟ କରେ ନାହିଁ, ପୁଣି, ଅନ୍ୟମାନେ ତାହା କରିବାକୁ ଇଚ୍ଛା କଲେ ସେମାନଙ୍କୁ ମନା କରେ, ଆଉ ମଣ୍ଡଳୀରୁ ସେମାନଙ୍କୁ ଉଚ୍ଛିନ୍ନ କରେ; ଏଣୁ ମୁଁ ଗଲେ ତାହାର ଏହି ସମସ୍ତ କୃତ କର୍ମ ସ୍ମରଣରେ ଆଣିବି।


Swiv nou:

Piblisite


Piblisite