Biblia Todo Logo
Bib sou entènèt

- Piblisite -




2 ରାଜାବଳୀ 1:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଏଥିରେ ଏଲୀୟ ସେମାନଙ୍କୁ ଉତ୍ତର କରି କହିଲେ, “ଯେବେ ମୁଁ ପରମେଶ୍ୱରଙ୍କ ଲୋକ, ତେବେ ଆକାଶରୁ ଅଗ୍ନି ଆସି ତୁମ୍ଭକୁ ଓ ତୁମ୍ଭ ପଚାଶ ଲୋକଙ୍କୁ ଗ୍ରାସ କରୁ।” ତହୁଁ ପରମେଶ୍ୱରଙ୍କ ଅଗ୍ନି ଆକାଶରୁ ଆସି ତାହାକୁ ଓ ତାହାର ପଚାଶ ଲୋକଙ୍କୁ ଗ୍ରାସ କଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଏଥିରେ ଏଲୀୟ ସେମାନଙ୍କୁ ଉତ୍ତର କରି କହିଲେ, ଯେବେ ମୁଁ ପରମେଶ୍ଵରଙ୍କ ଲୋକ, ତେବେ ଆକାଶରୁ ଅଗ୍ନି ଆସି ତୁମ୍ଭକୁ ଓ ତୁମ୍ଭ ପଚାଶ ଲୋକଙ୍କୁ ଗ୍ରାସ କରୁ। ତହୁଁ ପରମେଶ୍ଵରଙ୍କ ଅଗ୍ନି ଆକାଶରୁ ଆସି ତାହାକୁ ଓ ତାହାର ପଚାଶ ଲୋକଙ୍କୁ ଗ୍ରାସ କଲା।

Gade chapit la Kopi

ଓଡିଆ ବାଇବେଲ

12 ଏଥିରେ ଏଲୀୟ ସେମାନଙ୍କୁ ଉତ୍ତର କରି କହିଲେ, “ଯେବେ ମୁଁ ପରମେଶ୍ୱରଙ୍କ ଲୋକ, ତେବେ ଆକାଶରୁ ଅଗ୍ନି ଆସି ତୁମ୍ଭକୁ ଓ ତୁମ୍ଭ ପଚାଶ ଲୋକଙ୍କୁ ଗ୍ରାସ କରୁ।” ତହୁଁ ପରମେଶ୍ୱରଙ୍କ ଅଗ୍ନି ଆକାଶରୁ ଆସି ତାହାକୁ ଓ ତାହାର ପଚାଶ ଲୋକଙ୍କୁ ଗ୍ରାସ କଲା।

Gade chapit la Kopi

ପବିତ୍ର ବାଇବଲ

12 ଏଲିୟ ସେ ଅଧିନାୟକଙ୍କୁ କହିଲେ, “ଯେବେ ମୁଁ ପରମେଶ୍ୱରଙ୍କ ଲୋକ, ତେବେ ଆକାଶରୁ ଅଗ୍ନି ଆସୁ ଏବଂ ତୁମ୍ଭକୁ ଓ ତୁମ୍ଭର ପଗ୍ଭଶ୍ ଲୋକଙ୍କୁ ଗ୍ରାସ କରୁ।” ତେଣୁ ଅଗ୍ନି ସ୍ୱର୍ଗରୁ ଆସି ଅଧିନାୟକ ସହିତ ତା'ର ପଗ୍ଭଶ୍ ଲୋକଙ୍କୁ ଗ୍ରାସ କଲା।

Gade chapit la Kopi




2 ରାଜାବଳୀ 1:12
6 Referans Kwoze  

ସେତେବେଳେ ସଦାପ୍ରଭୁଙ୍କ ଅଗ୍ନି ପତିତ ହୋଇ ହୋମାର୍ଥକ ବଳି, କାଷ୍ଠ, ପ୍ରସ୍ତରସବୁ, ଧୂଳି ଗ୍ରାସ କରି ଖାଇରେ ଥିବା ଜଳ ଚାଟି ପକାଇଲା।


ଏଉତ୍ତାରେ ରାଜା ପୁନର୍ବାର ଏଲୀୟଙ୍କ ନିକଟକୁ ଆଉ ଏକ ପଚାଶପତିଙ୍କୁ ତାହାର ପଚାଶ ଲୋକ ସହିତ ପଠାଇଲେ। ତହୁଁ ଏହି ପଚାଶପତି ମଧ୍ୟ ଏଲୀୟଙ୍କୁ କହିଲେ, “ହେ ପରମେଶ୍ୱରଙ୍କ ଲୋକ, ରାଜା କହିଅଛନ୍ତି, ‘ଶୀଘ୍ର ତଳକୁ ଆସ।’”


ଏଥିରେ ରାଜା ପୁନର୍ବାର ତୃତୀୟ ପଚାଶପତିଙ୍କୁ ତାହାର ପଚାଶ ଲୋକ ସହିତ ପଠାଇଲେ। ପୁଣି ସେହି ତୃତୀୟ ପଚାଶପତି ଉପରକୁ ଗଲା ଓ ଏଲୀୟଙ୍କ ସମ୍ମୁଖରେ ଉପସ୍ଥିତ ହୋଇ ଆପଣା ଆଣ୍ଠୁପାତି ବିନୟ କରି ତାଙ୍କୁ କହିଲା, “ହେ ପରମେଶ୍ୱରଙ୍କ ଲୋକ, ମୁଁ ବିନୟ କରୁଅଛି, ଆପଣଙ୍କ ଦୃଷ୍ଟିରେ ମୋʼ ପ୍ରାଣ ଓ ଆପଣଙ୍କ ଦାସ ଏହି ପଚାଶ ଲୋକଙ୍କର ପ୍ରାଣ ବହୁମୂଲ୍ୟ ହେଉ।


ତହିଁରେ ସଦାପ୍ରଭୁଙ୍କ ସମ୍ମୁଖରୁ ଅଗ୍ନି ନିର୍ଗତ ହୋଇ ସେମାନଙ୍କୁ ଗ୍ରାସ କଲା ଓ ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ମଲେ।


ସେ କହିବା ବେଳେ ଆଉ ଜଣେ ମଧ୍ୟ ଆସି କହିଲା, “ଆକାଶରୁ ପରମେଶ୍ୱରଙ୍କ ଅଗ୍ନି ପଡ଼ି ମେଷପଲ ଓ ଦାସମାନଙ୍କୁ ଦଗ୍ଧ କରି ଗ୍ରାସ କରିଅଛି; ପୁଣି, ଆପଣଙ୍କୁ ସମ୍ବାଦ ଦେବା ପାଇଁ କେବଳ ମୁଁ ଏକା ରକ୍ଷା ପାଇଅଛି।”


Swiv nou:

Piblisite


Piblisite