2 ରାଜାବଳୀ 1:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଏଥିରେ ରାଜା ପୁନର୍ବାର ତୃତୀୟ ପଚାଶପତିଙ୍କୁ ତାହାର ପଚାଶ ଲୋକ ସହିତ ପଠାଇଲେ। ପୁଣି ସେହି ତୃତୀୟ ପଚାଶପତି ଉପରକୁ ଗଲା ଓ ଏଲୀୟଙ୍କ ସମ୍ମୁଖରେ ଉପସ୍ଥିତ ହୋଇ ଆପଣା ଆଣ୍ଠୁପାତି ବିନୟ କରି ତାଙ୍କୁ କହିଲା, “ହେ ପରମେଶ୍ୱରଙ୍କ ଲୋକ, ମୁଁ ବିନୟ କରୁଅଛି, ଆପଣଙ୍କ ଦୃଷ୍ଟିରେ ମୋʼ ପ୍ରାଣ ଓ ଆପଣଙ୍କ ଦାସ ଏହି ପଚାଶ ଲୋକଙ୍କର ପ୍ରାଣ ବହୁମୂଲ୍ୟ ହେଉ। Gade chapit laପବିତ୍ର ବାଇବଲ (Re-edited) - (BSI)13 ଏଥିରେ ରାଜା ପୁନର୍ବାର ତୃତୀୟ ପଚାଶପତିକି ତାହାର ପଚାଶ ଲୋକ ସହିତ ପଠାଇଲେ। ପୁଣି ସେହି ତୃତୀୟ ପଚାଶପତି ଉପରକୁ ଗଲା ଓ ଏଲୀୟଙ୍କ ସମ୍ମୁଖରେ ଉପସ୍ଥିତ ହୋଇ ଆପଣା ଆଣ୍ଠୁ ପାତି ବିନୟ କରି ତାଙ୍କୁ କହିଲା, ହେ ପରମେଶ୍ଵରଙ୍କ ଲୋକ, ମୁଁ ବିନୟ କରୁଅଛି, ଆପଣଙ୍କ ଦୃଷ୍ଟିରେ ମୋʼ ପ୍ରାଣ ଓ ଆପଣଙ୍କ ଦାସ ଏହି ପଚାଶ ଲୋକଙ୍କର ପ୍ରାଣ ବହୁମୂଲ୍ୟ ହେଉ। Gade chapit laଓଡିଆ ବାଇବେଲ13 ଏଥିରେ ରାଜା ପୁନର୍ବାର ତୃତୀୟ ପଚାଶପତିଙ୍କୁ ତାହାର ପଚାଶ ଲୋକ ସହିତ ପଠାଇଲେ। ପୁଣି ସେହି ତୃତୀୟ ପଚାଶପତି ଉପରକୁ ଗଲା ଓ ଏଲୀୟଙ୍କ ସମ୍ମୁଖରେ ଉପସ୍ଥିତ ହୋଇ ଆପଣା ଆଣ୍ଠୁ ପାତି ବିନୟ କରି ତାଙ୍କୁ କହିଲା, “ହେ ପରମେଶ୍ୱରଙ୍କ ଲୋକ, ମୁଁ ବିନୟ କରୁଅଛି, ଆପଣଙ୍କ ଦୃଷ୍ଟିରେ ମୋ’ ପ୍ରାଣ ଓ ଆପଣଙ୍କ ଦାସ ଏହି ପଚାଶ ଲୋକଙ୍କର ପ୍ରାଣ ବହୁମୂଲ୍ୟ ହେଉ। Gade chapit laପବିତ୍ର ବାଇବଲ13 ଏହା ପରେ ଅହସିୟ ତୃତୀୟ ଥର ଅଧିନାୟକ ସହିତ ପଗ୍ଭଶ୍ ଲୋକଙ୍କୁ ପୁଣି ପଠାଇଲେ। ତୃତୀୟ ଅଧିନାୟକ ଏଲିୟ ନିକଟକୁ ଯାଇ ଏଲିୟଙ୍କ ଆଗରେ ନମ୍ର ଭାବରେ ମଥାନତ କଲେ ଏବଂ କହିଲେ, “ହେ ପରମେଶ୍ୱରଙ୍କ ଲୋକ, ମୁଁ ପ୍ରାର୍ଥନା କରୁଛି, ମୋର ଜୀବନ ସହିତ ମୋର ପଗ୍ଭଶ୍ ଲୋକଙ୍କ ଜୀବନ ଆପଣ ବଞ୍ଚାନ୍ତୁ ଓ ରକ୍ଷା କରନ୍ତୁ। Gade chapit la |