2 ରାଜାବଳୀ 1:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଏଥିରେ ସଦାପ୍ରଭୁଙ୍କ ଦୂତ ଏଲୀୟଙ୍କୁ କହିଲେ, “ତାହା ସଙ୍ଗରେ ତଳକୁ ଯାଅ; ତାହାକୁ ଭୟ କର ନାହିଁ।” ତହୁଁ ଏଲୀୟ ଉଠି ପଚାଶପତି ସଙ୍ଗରେ ତଳକୁ ଯାଇ ରାଜାଙ୍କ ନିକଟକୁ ଗଲେ। Gade chapit laପବିତ୍ର ବାଇବଲ (Re-edited) - (BSI)15 ଏଥିରେ ସଦାପ୍ରଭୁଙ୍କ ଦୂତ ଏଲୀୟଙ୍କୁ କହିଲେ, ତାହା ସଙ୍ଗରେ ତଳକୁ ଯାଅ; ତାହାକୁ ଭୟ ନ କର। ତହୁଁ ସେ ଉଠି ତାହା ସଙ୍ଗରେ ତଳକୁ ଯାଇ ରାଜାଙ୍କ ନିକଟକୁ ଗଲେ। Gade chapit laଓଡିଆ ବାଇବେଲ15 ଏଥିରେ ସଦାପ୍ରଭୁଙ୍କ ଦୂତ ଏଲୀୟଙ୍କୁ କହିଲେ, “ତାହା ସଙ୍ଗରେ ତଳକୁ ଯାଅ; ତାହାକୁ ଭୟ କର ନାହିଁ।” ତହୁଁ ଏଲୀୟ ଉଠି ପଚାଶପତି ସଙ୍ଗରେ ତଳକୁ ଯାଇ ରାଜାଙ୍କ ନିକଟକୁ ଗଲେ। Gade chapit laପବିତ୍ର ବାଇବଲ15 ତତ୍ପରେ ସଦାପ୍ରଭୁଙ୍କ ଦୂତ ଏଲିୟଙ୍କୁ କହିଲେ, “ଅଧିନାୟକଙ୍କ ସହିତ ଯାଅ, ତାଙ୍କୁ ଭୟ କର ନାହିଁ।” ତେଣୁ ଏଲିୟ ଅହସିୟଙ୍କ ନିକଟକୁ ଗଲେ। Gade chapit la |
ହେ ମନୁଷ୍ୟ-ସନ୍ତାନ, ସତ୍ୟ, ସେମାନେ ତୁମ୍ଭ ନିକଟରେ କାନକୋଳି ଓ କଣ୍ଟକ ତୁଲ୍ୟ ଅଟନ୍ତି, ତୁମ୍ଭେ କଙ୍କଡ଼ାବିଛାମାନଙ୍କ ମଧ୍ୟରେ ବାସ କରୁଅଛ, ତଥାପି ସେମାନଙ୍କ ବିଷୟରେ ଭୀତ ହୁଅ ନାହିଁ, କିଅବା ସେମାନଙ୍କ କଥାରେ ଭୀତ ହୁଅ ନାହିଁ; ସେମାନେ ବିଦ୍ରୋହୀ ବଂଶ ହେଲେ ହେଁ ତୁମ୍ଭେ ସେମାନଙ୍କ କଥାରେ ଭୀତ ହୁଅ ନାହିଁ, କିଅବା ସେମାନଙ୍କ ଚାହାଣିରେ ଉଦ୍ବିଗ୍ନ ହୁଅ ନାହିଁ।