2 ରାଜାବଳୀ 1:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ପୁଣି ସେ ରାଜାଙ୍କୁ କହିଲେ, “ସଦାପ୍ରଭୁ ଏହି କଥା କହନ୍ତି, ‘କଥା ପଚାରିବା ପାଇଁ ଇସ୍ରାଏଲ ମଧ୍ୟରେ ପରମେଶ୍ୱର ନାହାନ୍ତି ବୋଲି କି ତୁମ୍ଭେ ଇକ୍ରୋଣର ଦେବତା ବାଲ୍ସବୂବକୁ ପଚାରିବା ପାଇଁ ଦୂତମାନଙ୍କୁ ପଠାଇଲ? ଏହେତୁ ତୁମ୍ଭେ ଯେଉଁ ଶଯ୍ୟା ଉପରକୁ ଯାଇଅଛ, ତହିଁରୁ ତଳକୁ ଆସିବ ନାହଁ, ମାତ୍ର ନିଶ୍ଚୟ ମରିବ।’” Gade chapit laପବିତ୍ର ବାଇବଲ (Re-edited) - (BSI)16 ପୁଣି ସେ ରାଜାଙ୍କୁ କହିଲେ, ସଦାପ୍ରଭୁ ଏହି କଥା କହନ୍ତି, କଥା ପଚାରିବା ପାଇଁ ଇସ୍ରାଏଲ ମଧ୍ୟରେ ପରମେଶ୍ଵର ନାହାନ୍ତି ବୋଲି କି ତୁମ୍ଭେ ଇକ୍ରୋଣର ଦେବତା ବାଲ୍ସବୂବକୁ ପଚାରିବା ପାଇଁ ଦୂତମାନଙ୍କୁ ପଠାଇଲ? ଏହେତୁ ତୁମ୍ଭେ ଯେଉଁ ଶଯ୍ୟା ଉପରକୁ ଯାଇଅଛ, ତହିଁରୁ ତଳକୁ ଆସିବ ନାହଁ, ମାତ୍ର ନିଶ୍ଚୟ ମରିବ। Gade chapit laଓଡିଆ ବାଇବେଲ16 ପୁଣି ସେ ରାଜାଙ୍କୁ କହିଲେ, “ସଦାପ୍ରଭୁ ଏହି କଥା କହନ୍ତି, ‘କଥା ପଚାରିବା ପାଇଁ ଇସ୍ରାଏଲ ମଧ୍ୟରେ ପରମେଶ୍ୱର ନାହାନ୍ତି ବୋଲି କି ତୁମ୍ଭେ ଇକ୍ରୋଣର ଦେବତା ବାଲ୍ସବୂବକୁ ପଚାରିବା ପାଇଁ ଦୂତମାନଙ୍କୁ ପଠାଇଲ ? ଏହେତୁ ତୁମ୍ଭେ ଯେଉଁ ଶଯ୍ୟା ଉପରକୁ ଯାଇଅଛ, ତହିଁରୁ ତଳକୁ ଆସିବ ନାହଁ, ମାତ୍ର ନିଶ୍ଚୟ ମରିବ।’” Gade chapit laପବିତ୍ର ବାଇବଲ16 ତହୁଁ ଏଲିୟ ରାଜାଙ୍କୁ କହିଲେ, “ଇସ୍ରାଏଲରେ କ’ଣ ପରମେଶ୍ୱର ନାହାନ୍ତି? ତୁମ୍ଭେ ଇକ୍ରୋଣ ଦେବତା ବାଲ୍-ସବୂବଠାରୁ ପ୍ରଶ୍ନ ପଗ୍ଭରିବାକୁ, କାହିଁକି ଦୂତ ପଠାଇଲ? ତୁମ୍ଭର ଏହି କାର୍ଯ୍ୟ ଯୋଗୁଁ ତୁମ୍ଭେ ଶଯ୍ୟାରୁ ଆଉ ଉଠିବ ନାହିଁ, ସେହିଠାରେ ତୁମ୍ଭେ ମରିବ। ସଦାପ୍ରଭୁ ଏହିସବୁ ବାକ୍ୟଗୁଡ଼ିକ କହିଲେ।” Gade chapit la |
ଏଥିରେ ସେମାନେ ତାଙ୍କୁ କହିଲେ, “ଜଣେ ଲୋକ ଆମ୍ଭମାନଙ୍କୁ ସାକ୍ଷାତ କରିବାକୁ ଆସି କହିଲା, ‘ଯେଉଁ ରାଜା ତୁମ୍ଭମାନଙ୍କୁ ପଠାଇଅଛି, ତାହା ନିକଟକୁ ଫେରିଯାଇ ତାହାକୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ଇସ୍ରାଏଲ ମଧ୍ୟରେ ପରମେଶ୍ୱର ନାହାନ୍ତି ବୋଲି କି ତୁମ୍ଭେ ଇକ୍ରୋଣର ଦେବତା ବାଲ୍ସବୂବ ନିକଟକୁ ପଚାରି ପଠାଉଅଛ? ଏହେତୁ ତୁମ୍ଭେ ଯେଉଁ ଶଯ୍ୟା ଉପରକୁ ଯାଇଅଛ, ତହିଁରୁ ତଳକୁ ଆସିବ ନାହିଁ, ମାତ୍ର ନିଶ୍ଚୟ ମରିବ।’”