2 ରାଜାବଳୀ 1:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ପୁଣି ଅହସୀୟ ଶମରୀୟାସ୍ଥ ଆପଣା ଉପରିସ୍ଥ କୋଠରିର ଝରକା ଦେଇ ପଡ଼ି ପୀଡ଼ିତ ହେଲେ; ଆଉ ସେ ଦୂତଗଣ ପଠାଇ ସେମାନଙ୍କୁ କହିଲେ, “ଯାଅ, ଏହି ପୀଡ଼ାରୁ ମୁଁ ସୁସ୍ଥ ହେବି କି ନାହିଁ, ଏହା ଇକ୍ରୋଣର ଦେବତା ବାଲ୍ସବୂବକୁ ପଚାର।” Gade chapit laପବିତ୍ର ବାଇବଲ (Re-edited) - (BSI)2 ପୁଣି ଅହସୀୟ ଶମରୀୟାସ୍ଥିତ ଆପଣା ଉପରିସ୍ଥ କୋଠରିର ଝରକା ଦେଇ ପଡ଼ି ପୀଡ଼ିତ ହେଲେ; ଆଉ ସେ ଦୂତଗଣ ପଠାଇ ସେମାନଙ୍କୁ କହିଲେ, ଯାଅ, ଏହି ପୀଡ଼ାରୁ ମୁଁ ସୁସ୍ଥ ହେବି କି ନାହିଁ, ଏହା ଇକ୍ରୋଣର ଦେବତା ବାଲ୍ସବୂବକୁ ପଚାର। Gade chapit laଓଡିଆ ବାଇବେଲ2 ପୁଣି ଅହସୀୟ ଶମରୀୟାସ୍ଥ ଆପଣା ଉପରିସ୍ଥ କୋଠରିର ଝରକା ଦେଇ ପଡ଼ି ପୀଡ଼ିତ ହେଲେ; ଆଉ ସେ ଦୂତଗଣ ପଠାଇ ସେମାନଙ୍କୁ କହିଲେ, “ଯାଅ, ଏହି ପୀଡ଼ାରୁ ମୁଁ ସୁସ୍ଥ ହେବି କି ନାହିଁ, ଏହା ଇକ୍ରୋଣର ଦେବତା ବାଲ୍ସବୂବକୁ ପଚାର।” Gade chapit laପବିତ୍ର ବାଇବଲ2 ଏକଦା ଅହସିୟ ତାଙ୍କର ଶମରିୟାସ୍ଥିତ ଗୃହର ଛାତ ଉପରୁ ଝରକା ଦେଇ ପଡ଼ି ଆହତ ହେଲେ। ସେ ସଙ୍ଗେ ସଙ୍ଗେ ଦୂତମାନଙ୍କୁ ଆଦେଶ ଦେଲେ, “ଯାଅ, ମୁଁ ଏହି ଆଘାତରୁ ଆରୋଗ୍ୟ ଲାଭ କରିବି କି ନାହିଁ, ଏହା ଇକ୍ରୋଣର ଯାଜକ ବାଲ୍-ସବୂବଙ୍କୁ ଅନୁସନ୍ଧାନ କରି ପଗ୍ଭର।” Gade chapit la |
ଏଥିରେ ସେମାନେ ତାଙ୍କୁ କହିଲେ, “ଜଣେ ଲୋକ ଆମ୍ଭମାନଙ୍କୁ ସାକ୍ଷାତ କରିବାକୁ ଆସି କହିଲା, ‘ଯେଉଁ ରାଜା ତୁମ୍ଭମାନଙ୍କୁ ପଠାଇଅଛି, ତାହା ନିକଟକୁ ଫେରିଯାଇ ତାହାକୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ଇସ୍ରାଏଲ ମଧ୍ୟରେ ପରମେଶ୍ୱର ନାହାନ୍ତି ବୋଲି କି ତୁମ୍ଭେ ଇକ୍ରୋଣର ଦେବତା ବାଲ୍ସବୂବ ନିକଟକୁ ପଚାରି ପଠାଉଅଛ? ଏହେତୁ ତୁମ୍ଭେ ଯେଉଁ ଶଯ୍ୟା ଉପରକୁ ଯାଇଅଛ, ତହିଁରୁ ତଳକୁ ଆସିବ ନାହିଁ, ମାତ୍ର ନିଶ୍ଚୟ ମରିବ।’”