2 ରାଜାବଳୀ 1:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ମାତ୍ର ସଦାପ୍ରଭୁଙ୍କ ଦୂତ ତିଶ୍ବୀୟ ଏଲୀୟଙ୍କୁ କହିଲେ, “ଉଠ, ଶମରୀୟା ରାଜାଙ୍କର ଦୂତଗଣକୁ ସାକ୍ଷାତ କରିବାକୁ ଯାଅ ଓ ସେମାନଙ୍କୁ କୁହ, ‘ଇସ୍ରାଏଲ ମଧ୍ୟରେ ପରମେଶ୍ୱର ନାହାନ୍ତି ବୋଲି କି ତୁମ୍ଭେମାନେ ଇକ୍ରୋଣର ଦେବତା ବାଲ୍ସବୂବକୁ ପଚାରିବାକୁ ଯାଉଅଛ?’ Gade chapit laପବିତ୍ର ବାଇବଲ (Re-edited) - (BSI)3 ମାତ୍ର ସଦାପ୍ରଭୁଙ୍କ ଦୂତ ତିଶ୍ବୀୟ ଏଲୀୟଙ୍କୁ କହିଲେ, ଉଠ, ଶମରୀୟ ରାଜାଙ୍କର ଦୂତଗଣକୁ ସାକ୍ଷାତ କରିବାକୁ ଯାଅ ଓ ସେମାନଙ୍କୁ କୁହ, ଇସ୍ରାଏଲ ମଧ୍ୟରେ ପରମେଶ୍ଵର ନାହାନ୍ତି ବୋଲି କି ତୁମ୍ଭେମାନେ ଇକ୍ରୋଣର ଦେବତା ବାଲ୍ସବୂବକୁ ପଚାରିବାକୁ ଯାଉଅଛ? Gade chapit laଓଡିଆ ବାଇବେଲ3 ମାତ୍ର ସଦାପ୍ରଭୁଙ୍କ ଦୂତ ତିଶ୍ବୀୟ ଏଲୀୟଙ୍କୁ କହିଲେ, “ଉଠ, ଶମରୀୟା ରାଜାଙ୍କର ଦୂତଗଣକୁ ସାକ୍ଷାତ କରିବାକୁ ଯାଅ ଓ ସେମାନଙ୍କୁ କୁହ, ଇସ୍ରାଏଲ ମଧ୍ୟରେ ପରମେଶ୍ୱର ନାହାନ୍ତି ବୋଲି କି ତୁମ୍ଭେମାନେ ଇକ୍ରୋଣର ଦେବତା ବାଲ୍ସବୂବକୁ ପଚାରିବାକୁ ଯାଉଅଛ ?” Gade chapit laପବିତ୍ର ବାଇବଲ3 ମାତ୍ର ସଦାପ୍ରଭୁଙ୍କ ଦୂତ ତିଶ୍ବୀୟ ଏଲିୟଙ୍କୁ କହିଲେ, “ଯାଅ, ଶମରିୟା ରାଜାଙ୍କର ଦୂତମାନଙ୍କୁ ଭେଟ ଓ ସେମାନଙ୍କୁ କୁହ, ‘ଇସ୍ରାଏଲରେ କ’ଣ ଇସ୍ରାଏଲର ପରମେଶ୍ୱର ନାହାନ୍ତି ଯେ, ତୁମ୍ଭେମାନେ ଇକ୍ରୋଣର ଦେବତା ବାଲ୍-ସବୂବଙ୍କୁ ପରାମର୍ଶ କରିବାକୁ ଯାଉଛ? Gade chapit la |
ଏଥିରେ ସେମାନେ ତାଙ୍କୁ କହିଲେ, “ଜଣେ ଲୋକ ଆମ୍ଭମାନଙ୍କୁ ସାକ୍ଷାତ କରିବାକୁ ଆସି କହିଲା, ‘ଯେଉଁ ରାଜା ତୁମ୍ଭମାନଙ୍କୁ ପଠାଇଅଛି, ତାହା ନିକଟକୁ ଫେରିଯାଇ ତାହାକୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ଇସ୍ରାଏଲ ମଧ୍ୟରେ ପରମେଶ୍ୱର ନାହାନ୍ତି ବୋଲି କି ତୁମ୍ଭେ ଇକ୍ରୋଣର ଦେବତା ବାଲ୍ସବୂବ ନିକଟକୁ ପଚାରି ପଠାଉଅଛ? ଏହେତୁ ତୁମ୍ଭେ ଯେଉଁ ଶଯ୍ୟା ଉପରକୁ ଯାଇଅଛ, ତହିଁରୁ ତଳକୁ ଆସିବ ନାହିଁ, ମାତ୍ର ନିଶ୍ଚୟ ମରିବ।’”