2 ରାଜାବଳୀ 1:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, ‘ତୁମ୍ଭେ ଯେଉଁ ଶଯ୍ୟା ଉପରକୁ ଯାଇଅଛ, ତହିଁରୁ ତଳକୁ ଆସିବ ନାହିଁ, ମାତ୍ର ନିଶ୍ଚୟ ମରିବ।’” ଏଉତ୍ତାରେ ଏଲୀୟ ପ୍ରସ୍ଥାନ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)4 ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଯେଉଁ ଶଯ୍ୟା ଉପରକୁ ଯାଇଅଛ, ତହିଁରୁ ତଳକୁ ଆସିବ ନାହିଁ, ମାତ୍ର ନିଶ୍ଚୟ ମରିବ। ଏଉତ୍ତାରେ ଏଲୀୟ ପ୍ରସ୍ଥାନ କଲେ। Gade chapit laଓଡିଆ ବାଇବେଲ4 ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେ ଯେଉଁ ଶଯ୍ୟା ଉପରକୁ ଯାଇଅଛ, ତହିଁରୁ ତଳକୁ ଆସିବ ନାହିଁ, ମାତ୍ର ନିଶ୍ଚୟ ମରିବ।” ଏଉତ୍ତାରେ ଏଲୀୟ ପ୍ରସ୍ଥାନ କଲେ। Gade chapit laପବିତ୍ର ବାଇବଲ4 ପୁଣି ଅହସିୟଙ୍କୁ କୁହ, ଯେହେତୁ ତୁମ୍ଭେ ବାଲ୍-ସବୂବଙ୍କ ପରାମର୍ଶ କରିବାକୁ ଆଦେଶ ଦେଲ, ଏଥିପାଇଁ ସଦାପ୍ରଭୁ ଏହା କୁହନ୍ତି, ତୁମ୍ଭେ ଆଉ ତୁମ୍ଭର ଶଯ୍ୟାରୁ ଉଠିବ ନାହିଁ। ତୁମ୍ଭେ ନିଶ୍ଚିତ ମୃତ୍ୟୁବରଣ କରିବ।’” ଏଲିୟ ଅହସିୟଙ୍କ ଦାସମାନଙ୍କୁ ଏହା କହି ପରିତ୍ୟାଗ କଲେ। Gade chapit la |
ଏଥିରେ ସେମାନେ ତାଙ୍କୁ କହିଲେ, “ଜଣେ ଲୋକ ଆମ୍ଭମାନଙ୍କୁ ସାକ୍ଷାତ କରିବାକୁ ଆସି କହିଲା, ‘ଯେଉଁ ରାଜା ତୁମ୍ଭମାନଙ୍କୁ ପଠାଇଅଛି, ତାହା ନିକଟକୁ ଫେରିଯାଇ ତାହାକୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ଇସ୍ରାଏଲ ମଧ୍ୟରେ ପରମେଶ୍ୱର ନାହାନ୍ତି ବୋଲି କି ତୁମ୍ଭେ ଇକ୍ରୋଣର ଦେବତା ବାଲ୍ସବୂବ ନିକଟକୁ ପଚାରି ପଠାଉଅଛ? ଏହେତୁ ତୁମ୍ଭେ ଯେଉଁ ଶଯ୍ୟା ଉପରକୁ ଯାଇଅଛ, ତହିଁରୁ ତଳକୁ ଆସିବ ନାହିଁ, ମାତ୍ର ନିଶ୍ଚୟ ମରିବ।’”