2 ରାଜାବଳୀ 1:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ତହୁଁ ଦୂତମାନେ ଅହସୀୟଙ୍କର ନିକଟକୁ ଫେରି ଆସନ୍ତେ, ସେ ସେମାନଙ୍କୁ ପଚାରିଲେ, “ତୁମ୍ଭେମାନେ କାହିଁକି ଫେରି ଆସିଲ?” Gade chapit laପବିତ୍ର ବାଇବଲ (Re-edited) - (BSI)5 ତହୁଁ ଦୂତମାନେ ଅହସୀୟଙ୍କର ନିକଟକୁ ଫେରି ଆସନ୍ତେ, ସେ ସେମାନଙ୍କୁ ପଚାରିଲେ, ତୁମ୍ଭେମାନେ କାହିଁକି ଫେରି ଆସିଲ? Gade chapit laଓଡିଆ ବାଇବେଲ5 ତହୁଁ ଦୂତମାନେ ଅହସୀୟଙ୍କର ନିକଟକୁ ଫେରି ଆସନ୍ତେ, ସେ ସେମାନଙ୍କୁ ପଚାରିଲେ, “ତୁମ୍ଭେମାନେ କାହିଁକି ଫେରି ଆସିଲ ?” Gade chapit laପବିତ୍ର ବାଇବଲ5 ବାର୍ତ୍ତାବହମାନେ ଅହସିୟଙ୍କ ନିକଟକୁ ଫେରି ଆସନ୍ତେ, ଅହସିୟ ସେମାନଙ୍କୁ ପଗ୍ଭରିଲେ, “ତୁମ୍ଭେମାନେ କାହିଁକି ଶୀଘ୍ର ଫେରି ଆସିଲ?” Gade chapit la |
ଏଥିରେ ସେମାନେ ତାଙ୍କୁ କହିଲେ, “ଜଣେ ଲୋକ ଆମ୍ଭମାନଙ୍କୁ ସାକ୍ଷାତ କରିବାକୁ ଆସି କହିଲା, ‘ଯେଉଁ ରାଜା ତୁମ୍ଭମାନଙ୍କୁ ପଠାଇଅଛି, ତାହା ନିକଟକୁ ଫେରିଯାଇ ତାହାକୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ଇସ୍ରାଏଲ ମଧ୍ୟରେ ପରମେଶ୍ୱର ନାହାନ୍ତି ବୋଲି କି ତୁମ୍ଭେ ଇକ୍ରୋଣର ଦେବତା ବାଲ୍ସବୂବ ନିକଟକୁ ପଚାରି ପଠାଉଅଛ? ଏହେତୁ ତୁମ୍ଭେ ଯେଉଁ ଶଯ୍ୟା ଉପରକୁ ଯାଇଅଛ, ତହିଁରୁ ତଳକୁ ଆସିବ ନାହିଁ, ମାତ୍ର ନିଶ୍ଚୟ ମରିବ।’”