2 ରାଜାବଳୀ 1:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ତହିଁରେ ଅହସୀୟ ସେମାନଙ୍କୁ ପଚାରିଲେ, “ଯେ ତୁମ୍ଭମାନଙ୍କୁ ସାକ୍ଷାତ କରିବାକୁ ଆସି ଏହିସବୁ କଥା କହିଲା, ସେ କି ପ୍ରକାର ଲୋକ?” Gade chapit laପବିତ୍ର ବାଇବଲ (Re-edited) - (BSI)7 ତହିଁରେ ସେ ସେମାନଙ୍କୁ ପଚାରିଲେ, ଯେ ତୁମ୍ଭମାନଙ୍କୁ ସାକ୍ଷାତ କରିବାକୁ ଆସି ଏହିସବୁ କଥା କହିଲା, ସେ କିପ୍ରକାର ଲୋକ? Gade chapit laଓଡିଆ ବାଇବେଲ7 ତହିଁରେ ଅହସୀୟ ସେମାନଙ୍କୁ ପଚାରିଲେ, “ଯେ ତୁମ୍ଭମାନଙ୍କୁ ସାକ୍ଷାତ କରିବାକୁ ଆସି ଏହିସବୁ କଥା କହିଲା, ସେ କିପ୍ରକାର ଲୋକ ?” Gade chapit laପବିତ୍ର ବାଇବଲ7 ଅହସିୟ ବାର୍ତ୍ତାବହମାନଙ୍କୁ ପଗ୍ଭରିଲେ, “ଯେଉଁ ଲୋକ ତୁମ୍ଭଙ୍କୁ ସାକ୍ଷାତ କରି ଆସି ଏହିସବୁ କହିଲା, ସେ ଜଣେ କି ପ୍ରକାର ଲୋକ?” Gade chapit la |
ଏଥିରେ ସେମାନେ ତାଙ୍କୁ କହିଲେ, “ଜଣେ ଲୋକ ଆମ୍ଭମାନଙ୍କୁ ସାକ୍ଷାତ କରିବାକୁ ଆସି କହିଲା, ‘ଯେଉଁ ରାଜା ତୁମ୍ଭମାନଙ୍କୁ ପଠାଇଅଛି, ତାହା ନିକଟକୁ ଫେରିଯାଇ ତାହାକୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ଇସ୍ରାଏଲ ମଧ୍ୟରେ ପରମେଶ୍ୱର ନାହାନ୍ତି ବୋଲି କି ତୁମ୍ଭେ ଇକ୍ରୋଣର ଦେବତା ବାଲ୍ସବୂବ ନିକଟକୁ ପଚାରି ପଠାଉଅଛ? ଏହେତୁ ତୁମ୍ଭେ ଯେଉଁ ଶଯ୍ୟା ଉପରକୁ ଯାଇଅଛ, ତହିଁରୁ ତଳକୁ ଆସିବ ନାହିଁ, ମାତ୍ର ନିଶ୍ଚୟ ମରିବ।’”