2 ରାଜାବଳୀ 10:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଶମରୀୟାରେ ଆହାବଙ୍କର ସତୁରି ପୁତ୍ର ଥିଲେ। ଏଣୁ ଯେହୂ ଶମରୀୟାରେ ଯିଷ୍ରିୟେଲର ଅଧ୍ୟକ୍ଷଗଣ, ପ୍ରାଚୀନମାନଙ୍କୁ ଓ ଆହାବଙ୍କର ପୁତ୍ରମାନଙ୍କ ପ୍ରତିପାଳକମାନଙ୍କ ନିକଟକୁ ଏହିପରି ପତ୍ରମାନ ଲେଖି ପଠାଇଲେ, ଯଥା, Gade chapit laପବିତ୍ର ବାଇବଲ (Re-edited) - (BSI)1 ଶମରୀୟାରେ ଆହାବଙ୍କର ସତୁରି ପୁତ୍ର ଥିଲେ। ଏଣୁ ଯେହୂ ଶମରୀୟାରେ ଯିଷ୍ରିୟେଲର ଅଧ୍ୟକ୍ଷଗଣ, ପ୍ରାଚୀନମାନଙ୍କୁ ଓ ଆହାବଙ୍କର ପୁତ୍ରମାନଙ୍କ ପ୍ରତିପାଳକମାନଙ୍କ ନିକଟକୁ ଏହିପରି ପତ୍ରମାନ ଲେଖି ପଠାଇଲେ, ଯଥା, Gade chapit laଓଡିଆ ବାଇବେଲ1 ଶମରୀୟାରେ ଆହାବଙ୍କର ସତୁରି ପୁତ୍ର ଥିଲେ। ଏଣୁ ଯେହୂ ଶମରୀୟାରେ ଯିଷ୍ରିୟେଲର ଅଧ୍ୟକ୍ଷଗଣ, ପ୍ରାଚୀନମାନଙ୍କୁ ଓ ଆହାବଙ୍କର ପୁତ୍ରମାନଙ୍କ ପ୍ରତିପାଳକମାନଙ୍କ ନିକଟକୁ ଏହିପରି ପତ୍ରମାନ ଲେଖି ପଠାଇଲେ, ଯଥା, Gade chapit laପବିତ୍ର ବାଇବଲ1 ଆହାବଙ୍କର ସତୁରି ପୁତ୍ର ଶମରିୟାରେ ଥିଲେ। ଯେହୂ ଶମରିୟାରେ ଯିଷ୍ରିୟେଲର ଅଧ୍ୟକ୍ଷ ଅର୍ଥାତ ପ୍ରାଚୀନବର୍ଗମାନଙ୍କୁ ଓ ଆହାବଙ୍କ ପୁତ୍ରମାନଙ୍କ ପ୍ରତିପାଳକମାନଙ୍କ ନିକଟକୁ ଏହିପରି ପତ୍ରମାନ ଲେଖି ପଠାଇଲେ। ଯଥା: Gade chapit la |
ଏସମୟରେ ଅହସୀୟ ଶମରୀୟାରେ ଲୁଚିଥିଲେ, ତହିଁରେ ଯେହୂ ତାଙ୍କର ଅନ୍ୱେଷଣ କରନ୍ତେ, ଲୋକମାନେ ତାଙ୍କୁ ଧରି ଯେହୂଙ୍କ ନିକଟକୁ ଆଣି ତାଙ୍କୁ ବଧ କଲେ; ପୁଣି ଲୋକମାନେ ତାଙ୍କୁ କବର ଦେଲେ, କାରଣ ସେମାନେ କହିଲେ, “ଯେଉଁ ଯିହୋଶାଫଟ୍ ସର୍ବାନ୍ତଃକରଣ ସହିତ ସଦାପ୍ରଭୁଙ୍କର ଅନ୍ୱେଷଣ କଲେ, ଏ ତାଙ୍କର ସନ୍ତାନ।” ଏଉତ୍ତାରେ ଅହସୀୟଙ୍କ ବଂଶ ରାଜ୍ୟ ରଖିବାକୁ ସମର୍ଥ ହେଲେ ନାହିଁ।