Biblia Todo Logo
Bib sou entènèt

- Piblisite -




2 ରାଜାବଳୀ 10:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଏଥିଉତ୍ତାରେ ଯେହୂ ଉଠି ପ୍ରସ୍ଥାନ କରି ଶମରୀୟାକୁ ଗଲେ। ପୁଣି ସେ ପଥ ମଧ୍ୟରେ ମେଷପାଳକମାନଙ୍କ ମେଷଲୋମ-ଚ୍ଛେଦନ ଗୃହ ନିକଟରେ ଉପସ୍ଥିତ ହୁଅନ୍ତେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଏଉତ୍ତାରେ ସେ ଉଠି ପ୍ରସ୍ଥାନ କରି ଶମରୀୟାକୁ ଗଲେ। ପୁଣି ଯେହୂ ପଥ ମଧ୍ୟରେ ମେଷପାଳକମାନଙ୍କ ମେଷଲୋମଚ୍ଛେଦନ ଗୃହ ନିକଟରେ ଉପସ୍ଥିତ ହୁଅନ୍ତେ,

Gade chapit la Kopi

ଓଡିଆ ବାଇବେଲ

12 ଏଥିଉତ୍ତାରେ ଯେହୂ ଉଠି ପ୍ରସ୍ଥାନ କରି ଶମରୀୟାକୁ ଗଲେ। ପୁଣି ସେ ପଥ ମଧ୍ୟରେ ମେଷପାଳକମାନଙ୍କ ମେଷଲୋମଚ୍ଛେଦନ ଗୃହ ନିକଟରେ ଉପସ୍ଥିତ ହୁଅନ୍ତେ,

Gade chapit la Kopi

ପବିତ୍ର ବାଇବଲ

12 ଯେହୂ ଯିଷ୍ରିୟେଲ ତ୍ୟାଗ କରି ଶମରିୟାକୁ ଗଲେ। ସେ ପଥ ମଧ୍ୟରେ ମେଷପାଳକମାନଙ୍କ ଛାଉଣି ନିକଟରେ ଅଟକି ଗଲେ। ଯେଉଁଠାରେ ସେମାନେ ସେମାନଙ୍କ ମେଷଠାରୁ ଲୋମ କାଟିଥିଲେ।

Gade chapit la Kopi




2 ରାଜାବଳୀ 10:12
4 Referans Kwoze  

ତହୁଁ ଯେହୂ ଆହାବଙ୍କର କାହାକୁ ଅବଶିଷ୍ଟ ନ ରଖିବା ପର୍ଯ୍ୟନ୍ତ ଯିଷ୍ରିୟେଲରେ ତାଙ୍କ ବଂଶର ଅବଶିଷ୍ଟ ସମସ୍ତଙ୍କୁ, ଓ ତାଙ୍କ ପ୍ରଧାନ ଲୋକ ସମସ୍ତଙ୍କୁ, ତାଙ୍କ ଆତ୍ମୀୟ ବନ୍ଧୁମାନଙ୍କୁ, ଓ ତାଙ୍କର ଯାଜକମାନଙ୍କୁ ବଧ କଲେ।


ଯେହୂ ଯିହୁଦାର ରାଜା ଅହସୀୟଙ୍କର ଭ୍ରାତୃଗଣକୁ ଭେଟି ପଚାରିଲେ, “ତୁମ୍ଭେମାନେ କିଏ?” ସେମାନେ ଉତ୍ତର କଲେ, “ଆମ୍ଭେମାନେ ଅହସୀୟଙ୍କର ଭାଇ; ଆଉ ଆମ୍ଭେମାନେ ରାଜାଙ୍କ ସନ୍ତାନମାନଙ୍କର ଓ ରାଣୀଙ୍କ ସନ୍ତାନମାନଙ୍କର ମଙ୍ଗଳବାଦ କରିବାକୁ ଯାଉଅଛୁ।”


ଏଥିରେ ଯେହୂ କହିଲେ, “ଏମାନଙ୍କୁ ଜିଅନ୍ତା ଧର।” ତହୁଁ ଲୋକମାନେ ସେମାନଙ୍କୁ ଜୀଅନ୍ତା ଧରି ମେଷଲୋମ ଚ୍ଛେଦନଗୃହର ଗର୍ତ୍ତ ନିକଟରେ ସେହି ବୟାଳିଶ ଜଣଙ୍କୁ ବଧ କଲେ, ସେ ସେମାନଙ୍କର କାହାକୁ ଅବଶିଷ୍ଟ ରଖିଲେ ନାହିଁ।


ତହିଁରେ ଯେହୂ ଆହାବ-ବଂଶ ଉପରେ ଦଣ୍ଡାଜ୍ଞା ସଫଳ କରିବା ବେଳେ ସେ ଯିହୁଦାର ଅଧିପତିମାନଙ୍କୁ ଓ ଅହସୀୟଙ୍କର ପରିଚର୍ଯ୍ୟାକାରୀ ଅହସୀୟଙ୍କର ଭ୍ରାତୃପୁତ୍ରଗଣକୁ ପାଇ ବଧ କଲେ।


Swiv nou:

Piblisite


Piblisite