2 ରାଜାବଳୀ 10:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଏହେତୁ ତୁମ୍ଭମାନଙ୍କ ନିକଟରେ ଏହି ପତ୍ର ଉପସ୍ଥିତ ହେବା ମାତ୍ରେ ତୁମ୍ଭେମାନେ ଆପଣା ପ୍ରଭୁର ପୁତ୍ରଗଣ ମଧ୍ୟରୁ ସର୍ବାପେକ୍ଷା ଉତ୍ତମ ଓ ଉପଯୁକ୍ତ ଜଣକୁ ବାଛ ଓ ତାହାକୁ ତାହାର ପିତାର ସିଂହାସନରେ ବସାଅ ଓ ତୁମ୍ଭେମାନେ ଆପଣା ପ୍ରଭୁର ବଂଶ ପକ୍ଷରେ ଯୁଦ୍ଧ କର।” Gade chapit laପବିତ୍ର ବାଇବଲ (Re-edited) - (BSI)3 ଏହେତୁ ତୁମ୍ଭମାନଙ୍କ ନିକଟରେ ଏହି ପତ୍ର ଉପସ୍ଥିତ ହେବା ମାତ୍ରେ ତୁମ୍ଭେମାନେ ଆପଣା ପ୍ରଭୁର ପୁତ୍ରଗଣ ମଧ୍ୟରୁ ସର୍ବାପେକ୍ଷା ଉତ୍ତମ ଓ ଉପଯୁକ୍ତ ଜଣକୁ ବାଛ ଓ ତାହାକୁ ତାହାର ପିତାର ସିଂହାସନରେ ବସାଅ ଓ ତୁମ୍ଭେମାନେ ଆପଣା ପ୍ରଭୁର ବଂଶ ପକ୍ଷରେ ଯୁଦ୍ଧ କର। Gade chapit laଓଡିଆ ବାଇବେଲ3 ଏହେତୁ ତୁମ୍ଭମାନଙ୍କ ନିକଟରେ ଏହି ପତ୍ର ଉପସ୍ଥିତ ହେବା ମାତ୍ରେ ତୁମ୍ଭେମାନେ ଆପଣା ପ୍ରଭୁର ପୁତ୍ରଗଣ ମଧ୍ୟରୁ ସର୍ବାପେକ୍ଷା ଉତ୍ତମ ଓ ଉପଯୁକ୍ତ ଜଣକୁ ବାଛ ଓ ତାହାକୁ ତାହାର ପିତାର ସିଂହାସନରେ ବସାଅ ଓ ତୁମ୍ଭେମାନେ ଆପଣା ପ୍ରଭୁର ବଂଶ ପକ୍ଷରେ ଯୁଦ୍ଧ କର।” Gade chapit la |