2 ରାଜାବଳୀ 10:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ମାତ୍ର ସେମାନେ ଅତିଶୟ ଭୀତ ହୋଇ କହିଲେ, “ଦେଖ, ସେ ଦୁଇ ରାଜା ତାହା ସମ୍ମୁଖରେ ଠିଆ ହୋଇ ପାରିଲେ ନାହିଁ; ତେବେ ଆମ୍ଭେମାନେ କିପରି ଠିଆ ହେବା?” Gade chapit laପବିତ୍ର ବାଇବଲ (Re-edited) - (BSI)4 ମାତ୍ର ସେମାନେ ଅତିଶୟ ଭୀତ ହୋଇ କହିଲେ, ଦେଖ, ସେ ଦୁଇ ରାଜା ତାହା ସମ୍ମୁଖରେ ଛିଡ଼ା ହୋଇ ପାରିଲେ ନାହିଁ; ତେବେ ଆମ୍ଭେମାନେ କିପରି ଛିଡ଼ା ହେବା? Gade chapit laଓଡିଆ ବାଇବେଲ4 ମାତ୍ର ସେମାନେ ଅତିଶୟ ଭୀତ ହୋଇ କହିଲେ, “ଦେଖ, ସେ ଦୁଇ ରାଜା ତାହା ସମ୍ମୁଖରେ ଠିଆ ହୋଇ ପାରିଲେ ନାହିଁ; ତେବେ ଆମ୍ଭେମାନେ କିପରି ଠିଆ ହେବା ?” Gade chapit laପବିତ୍ର ବାଇବଲ4 ମାତ୍ର ଯିଷ୍ରିୟେଲର ଅଧ୍ୟକ୍ଷ ଓ ପ୍ରାଚୀନବର୍ଗଗଣ ଭୟଭୀତ ହୋଇ ପଡ଼ିଲେ। ସେମାନେ କହିଲେ, “ଯେତେବେଳେ ସେ ଦୁଇ ରାଜା ଯେହୂଙ୍କୁ ବନ୍ଦ କରି ପାରିଲେ ନାହିଁ। ଆମ୍ଭେ କିପରି ତାଙ୍କୁ ବନ୍ଦ କରିବା?” Gade chapit la |