Biblia Todo Logo
Bib sou entènèt

- Piblisite -




2 ରାଜାବଳୀ 10:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଏଥିରେ ଜଣେ ଦୂତ ଆସି ଯେହୂଙ୍କୁ ଜଣାଇ କହିଲା, “ସେମାନେ ରାଜପୁତ୍ରମାନଙ୍କ ମସ୍ତକ ଆଣିଅଛନ୍ତି।” ତହିଁରେ ସେ କହିଲେ, “ଦ୍ୱାର-ପ୍ରବେଶ ସ୍ଥାନରେ ଦୁଇ ଗଦା କରି ପ୍ରାତଃକାଳ ପର୍ଯ୍ୟନ୍ତ ସେସବୁ ରଖ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଏଥିରେ ଜଣେ ଦୂତ ଆସି ତାଙ୍କୁ ଜଣାଇ କହିଲା, ସେମାନେ ରାଜପୁତ୍ରମାନଙ୍କ ମସ୍ତକ ଆଣିଅଛନ୍ତି। ତହିଁରେ ସେ କହିଲେ, ଦ୍ଵାର-ପ୍ରବେଶ ସ୍ଥାନରେ ଦୁଇ ଗଦା କରି ପ୍ରାତଃ କାଳ ପର୍ଯ୍ୟନ୍ତ ସେସବୁ ରଖ।

Gade chapit la Kopi

ଓଡିଆ ବାଇବେଲ

8 ଏଥିରେ ଜଣେ ଦୂତ ଆସି ଯେହୂଙ୍କୁ ଜଣାଇ କହିଲା, “ସେମାନେ ରାଜପୁତ୍ରମାନଙ୍କ ମସ୍ତକ ଆଣିଅଛନ୍ତି।” ତହିଁରେ ସେ କହିଲେ, “ଦ୍ୱାର ପ୍ରବେଶ ସ୍ଥାନରେ ଦୁଇ ଗଦା କରି ପ୍ରାତଃକାଳ ପର୍ଯ୍ୟନ୍ତ ସେସବୁ ରଖ।”

Gade chapit la Kopi

ପବିତ୍ର ବାଇବଲ

8 ତା'ପରେ ଦୂତ ଆସି ଯେହୂଙ୍କୁ କହିଲା, “ସେମାନେ ରାଜପୁତ୍ରମାନଙ୍କର କଟାମୁଣ୍ତ ଆଣିଛନ୍ତି।” ତା'ପରେ ଯେହୂ କହିଲେ, “ସେଗୁଡ଼ିକୁ ନଗରର ଦ୍ୱାର ଦେଶରେ ଦୁଇଟି ଗଦାକରି ସକାଳ ପର୍ଯ୍ୟନ୍ତ ରଖ।”

Gade chapit la Kopi




2 ରାଜାବଳୀ 10:8
6 Referans Kwoze  

ଆଉ ତାହା ଗୋଟିଏ ଥାଳିରେ ଆଣି ବାଳିକାକୁ ଦେଲା, ପୁଣି, ବାଳିକା ତାହା ଘେନି ନିଜ ମାତାଙ୍କୁ ଦେଲା।


ତହିଁ ଉତ୍ତାରେ ସେମାନେ ଈଷେବଲ୍‍ ନିକଟକୁ କହି ପଠାଇଲେ, ନାବୋତ ପ୍ରସ୍ତରାଘାତରେ ମରିଅଛି।


ତେବେ ତାହାର ଶବ ରାତ୍ରିସାରା ବୃକ୍ଷରେ ଟଙ୍ଗା ହୋଇ ରହିବ ନାହିଁ; ମାତ୍ର ତୁମ୍ଭେ କୌଣସି ପ୍ରକାରେ ସେହି ଦିନ ତାହାକୁ କବର ଦେବ; କାରଣ ଯେ ଟଙ୍ଗାଯାଏ, ସେ ପରମେଶ୍ୱରଙ୍କ ଅଭିଶାପ ପାତ୍ର ଅଟେ। ଆଉ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଅଧିକାରାର୍ଥେ ତୁମ୍ଭକୁ ଯେଉଁ ଭୂମି ଦେବେ, ତୁମ୍ଭେ ତାହା ଅଶୁଚି କରିବ ନାହିଁ।


ଏଥିଉତ୍ତାରେ ସେମାନଙ୍କ ନିକଟରେ ପତ୍ର ଉପସ୍ଥିତ ହୁଅନ୍ତେ, ସେମାନେ ସେହି ସତୁରି ଜଣ ରାଜପୁତ୍ରଙ୍କୁ ନେଇ ବଧ କଲେ ଓ ସେମାନଙ୍କର ମସ୍ତକ ଟୋକେଇରେ ରଖି ଯିଷ୍ରିୟେଲକୁ ଯେହୂଙ୍କ ନିକଟକୁ ପଠାଇଲେ।


ଏଥିଉତ୍ତାରେ ପ୍ରାତଃକାଳରେ ଯେହୂ ବାହାରକୁ ଯାଇ ଠିଆ ହୋଇ ସମସ୍ତ ଲୋକଙ୍କୁ କହିଲେ, “ତୁମ୍ଭେମାନେ ଧାର୍ମିକ ଲୋକ; ଦେଖ, ମୁଁ ଆପଣା ପ୍ରଭୁ ବିରୁଦ୍ଧରେ ଚକ୍ରାନ୍ତ କରି ତାହାକୁ ବଧ କଲି; ମାତ୍ର ଏସମସ୍ତଙ୍କୁ କିଏ ବଧ କଲା?


Swiv nou:

Piblisite


Piblisite