2 ରାଜାବଳୀ 10:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଏଥିଉତ୍ତାରେ ପ୍ରାତଃକାଳରେ ଯେହୂ ବାହାରକୁ ଯାଇ ଠିଆ ହୋଇ ସମସ୍ତ ଲୋକଙ୍କୁ କହିଲେ, “ତୁମ୍ଭେମାନେ ଧାର୍ମିକ ଲୋକ; ଦେଖ, ମୁଁ ଆପଣା ପ୍ରଭୁ ବିରୁଦ୍ଧରେ ଚକ୍ରାନ୍ତ କରି ତାହାକୁ ବଧ କଲି; ମାତ୍ର ଏସମସ୍ତଙ୍କୁ କିଏ ବଧ କଲା? Gade chapit laପବିତ୍ର ବାଇବଲ (Re-edited) - (BSI)9 ଏଥିଉତ୍ତାରେ ପ୍ରାତଃ କାଳରେ ସେ ବାହାରକୁ ଯାଇ ଛିଡ଼ା ହୋଇ ସମସ୍ତ ଲୋକଙ୍କୁ କହିଲେ, ତୁମ୍ଭେମାନେ ଧାର୍ମିକ ଲୋକ; ଦେଖ, ମୁଁ ଆପଣା ପ୍ରଭୁ ବିରୁଦ୍ଧରେ ଚକ୍ରା; କରି ତାହାକୁ ବଧ କଲି; ମାତ୍ର ଏସମସ୍ତଙ୍କୁ କିଏ ବଧ କଲା? Gade chapit laଓଡିଆ ବାଇବେଲ9 ଏଥିଉତ୍ତାରେ ପ୍ରାତଃକାଳରେ ଯେହୂ ବାହାରକୁ ଯାଇ ଠିଆ ହୋଇ ସମସ୍ତ ଲୋକଙ୍କୁ କହିଲେ, “ତୁମ୍ଭେମାନେ ଧାର୍ମିକ ଲୋକ; ଦେଖ, ମୁଁ ଆପଣା ପ୍ରଭୁ ବିରୁଦ୍ଧରେ ଚକ୍ରାନ୍ତ କରି ତାହାକୁ ବଧ କଲି; ମାତ୍ର ଏସମସ୍ତଙ୍କୁ କିଏ ବଧ କଲା ? Gade chapit laପବିତ୍ର ବାଇବଲ9 ପ୍ରଭାତରେ ଯେହୂ ବାହାରକୁ ଯାଇ ଲୋକମାନଙ୍କ ସମ୍ମୁଖରେ ଛିଡ଼ା ହୋଇ କହିଲେ, “ତୁମ୍ଭେମାନେ ନିରିହ ଲୋକ, ମୁଁ ଆପଣା ମହାଶୟଙ୍କୁ ଚକ୍ରାନ୍ତ କରି ବଧ କଲି, ମାତ୍ର ଏହି ଆହାବଙ୍କର ପୁତ୍ରମାନଙ୍କୁ କିଏ ବଧ କଲା? ତୁମ୍ଭେମାନେ ସେମାନଙ୍କୁ ବଧ କଲ। Gade chapit la |
ଦେଖ, ମୁଁ ଏଠାରେ ଅଛି; ସଦାପ୍ରଭୁଙ୍କ ସମ୍ମୁଖରେ ଓ ତାହାଙ୍କ ଅଭିଷିକ୍ତଙ୍କ ସମ୍ମୁଖରେ, ମୋହର ବିରୁଦ୍ଧରେ ସାକ୍ଷ୍ୟ ଦିଅ; ମୁଁ କାହାର ଗୋରୁ ନେଇଅଛି? ଅବା ମୁଁ କାହାର ଗଧ ନେଇଅଛି? ଅବା ମୁଁ କାହାର ଅନ୍ୟାୟ କରିଅଛି? ମୁଁ କାହା ପ୍ରତି ଉପଦ୍ରବ କରିଅଛି? କିଅବା ମୁଁ ଆପଣା ଚକ୍ଷୁକୁ ଅନ୍ଧ କରିବା ପାଇଁ କାହା ହସ୍ତରୁ ଲାଞ୍ଚ ନେଇଅଛି? ମୁଁ ତୁମ୍ଭମାନଙ୍କୁ ତାହା ଫେରାଇ ଦେବି।”