Biblia Todo Logo
Bib sou entènèt

- Piblisite -




2 ରାଜାବଳୀ 11:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଓ ତୃତୀୟାଂଶ ସୂର ଦ୍ୱାରରେ ରହିବେ ଓ ତୃତୀୟାଂଶ ପ୍ରହରୀବର୍ଗର ପଶ୍ଚାତ୍‍ ଦ୍ୱାରରେ ରହିବେ; ଏହିରୂପେ ତୁମ୍ଭେମାନେ ଗୃହର ରକ୍ଷଣୀୟ ରକ୍ଷା କରି ପ୍ରତିରୋଧକ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଓ ତୃତୀୟାଂଶ ସୂର-ଦ୍ଵାରରେ ରହିବେ ଓ ତୃତୀୟାଂଶ ପ୍ରହରୀବର୍ଗର ପଶ୍ଚାତ୍ ଦ୍ଵାରରେ ରହିବେ; ଏହିରୂପେ ତୁମ୍ଭେମାନେ ଗୃହର ରକ୍ଷଣୀୟ ରକ୍ଷା କରି ପ୍ରତିରୋଧକ ହେବ।

Gade chapit la Kopi

ଓଡିଆ ବାଇବେଲ

6 ଓ ତୃତୀୟାଂଶ ସୂର ଦ୍ୱାରରେ ରହିବେ ଓ ତୃତୀୟାଂଶ ପ୍ରହରୀବର୍ଗର ପଶ୍ଚାତ୍‍ ଦ୍ୱାରରେ ରହିବେ; ଏହିରୂପେ ତୁମ୍ଭେମାନେ ଗୃହର ରକ୍ଷଣୀୟ ରକ୍ଷା କରି ପ୍ରତିରୋଧକ ହେବ।

Gade chapit la Kopi

ପବିତ୍ର ବାଇବଲ

6 ଅନ୍ୟ ଏକତୃତୀୟାଂଶ ସୂର ଫାଟକରେ ରହିବେ ଓ ଆଉ ଏକତୃତୀୟାଂଶ ପ୍ରହରୀମାନଙ୍କର ପଛ ଫାଟକରେ ରହିବେ। ଏହିରୂପେ ତୁମ୍ଭେମାନେ ପୁରା ଦ‌ମ୍‌ରେ ପ୍ରାସାଦକୁ ଜଗିବ।

Gade chapit la Kopi




2 ରାଜାବଳୀ 11:6
5 Referans Kwoze  

ଆଉ ସେ ସେମାନଙ୍କୁ ଆଜ୍ଞା ଦେଇ କହିଲା, “ତୁମ୍ଭେମାନେ ଏହି କର୍ମ କରିବ; ତୁମ୍ଭମାନଙ୍କ ମଧ୍ୟରୁ ଯେଉଁମାନେ ବିଶ୍ରାମବାରରେ ଆସନ୍ତି, ସେମାନଙ୍କ ତୃତୀୟାଂଶ ରାଜଗୃହର ରକ୍ଷଣୀୟ ରକ୍ଷା କରିବେ,


ଆଉ ତୁମ୍ଭମାନଙ୍କର ଦୁଇ ଦଳ, ଅର୍ଥାତ୍‍, ବିଶ୍ରାମବାରରେ ବାହାରକୁ ଯିବା ଲୋକ ସମସ୍ତେ ରାଜାଙ୍କ ସମୀପରେ ସଦାପ୍ରଭୁଙ୍କ ଗୃହର ରକ୍ଷଣୀୟ ରକ୍ଷା କରିବେ।


ପୁଣି ଯିହୋୟାଦା ଶତପତିମାନଙ୍କୁ ଓ କରୀୟମାନଙ୍କୁ ଓ ପ୍ରହରୀବର୍ଗକୁ ଓ ଦେଶର ସମଗ୍ର ଲୋକଙ୍କୁ ନେଲା; ତହୁଁ ସେମାନେ ସଦାପ୍ରଭୁଙ୍କ ଗୃହରୁ ରାଜାଙ୍କୁ ଆଣି ପ୍ରହରୀବର୍ଗର ଦ୍ୱାର ଦେଇ ରାଜଗୃହକୁ ଆସିଲେ। ଏଥିରେ ଯୋୟାଶ୍‍ ରାଜସିଂହାସନରେ ଉପବିଷ୍ଟ ହେଲେ।


Swiv nou:

Piblisite


Piblisite