Biblia Todo Logo
Bib sou entènèt

- Piblisite -




2 ରାଜାବଳୀ 11:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ପୁଣି ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ହସ୍ତରେ ଅସ୍ତ୍ର ନେଇ ରାଜାଙ୍କୁ ଚତୁର୍ଦ୍ଦିଗରେ ବେଷ୍ଟନ କରିବ; ଆଉ ଯେକେହି ଶ୍ରେଣୀ ଭିତରକୁ ଆସେ, ସେ ହତ ହେଉ ଓ ରାଜା ବାହାରକୁ ଯିବା ବେଳେ ଓ ଭିତରକୁ ଆସିବା ବେଳେ ତୁମ୍ଭେମାନେ ତାଙ୍କ ସଙ୍ଗେ ଥାଅ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ପୁଣି ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ହସ୍ତରେ ଅସ୍ତ୍ର ନେଇ ରାଜାଙ୍କୁ ଚତୁର୍ଦ୍ଦିଗରେ ବେଷ୍ଟନ କରିବ; ଆଉ ଯେ କେହି ଶ୍ରେଣୀ ଭିତରକୁ ଆସେ, ସେ ହତ ହେଉ ଓ ରାଜା ବାହାରକୁ ଯିବା ବେଳେ ଓ ଭିତରକୁ ଆସିବା ବେଳେ ତୁମ୍ଭେମାନେ ତାଙ୍କ ସଙ୍ଗେ ଥାଅ।

Gade chapit la Kopi

ଓଡିଆ ବାଇବେଲ

8 ପୁଣି ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ହସ୍ତରେ ଅସ୍ତ୍ର ନେଇ ରାଜାଙ୍କୁ ଚତୁର୍ଦ୍ଦିଗରେ ବେଷ୍ଟନ କରିବ; ଆଉ ଯେ କେହି ଶ୍ରେଣୀ ଭିତରକୁ ଆସେ, ସେ ହତ ହେଉ ଓ ରାଜା ବାହାରକୁ ଯିବା ବେଳେ ଓ ଭିତରକୁ ଆସିବା ବେଳେ ତୁମ୍ଭେମାନେ ତାଙ୍କ ସଙ୍ଗେ ଥାଅ। ”

Gade chapit la Kopi

ପବିତ୍ର ବାଇବଲ

8 ତୁମ୍ଭେମାନେ ରାଜା ଯୋୟାଶକୁ ବେଷ୍ଟନ କରି ରହିବ। ସେ ଯେତେବେଳେ ଯିବେ, ତୁମ୍ଭେ ତାଙ୍କ ସହିତ ନିଶ୍ଚୟ ରହିବ। ତୁମ୍ଭେମାନେ ସର୍ବଦା ଅସ୍ତ୍ରରେ ସଜ୍ଜିତ ହୋଇ ରହିବ। ଯେକୌଣସି ଲୋକ ତୁମ୍ଭର ଅତି ନିକଟକୁ ଆସେ ତାକୁ ହତ୍ୟା କରାଯିବ।”

Gade chapit la Kopi




2 ରାଜାବଳୀ 11:8
7 Referans Kwoze  

ପୁଣି ଲେବୀୟମାନଙ୍କର ପ୍ରତ୍ୟେକେ ଆପଣା ଆପଣା ହାତରେ ଆପଣା ଆପଣା ଅସ୍ତ୍ର ଧରି ରାଜାଙ୍କୁ ଚତୁର୍ଦ୍ଦିଗରେ ବେଷ୍ଟନ କରିବେ; ଆଉ ଯେକେହି ଗୃହ ଭିତରକୁ ଆସେ, ସେ ହତ ହେଉ; ପୁଣି ରାଜା ଭିତରକୁ ଆସିବା ବେଳେ ଓ ବାହାରକୁ ଯିବା ବେଳେ ତୁମ୍ଭେମାନେ ତାଙ୍କ ସଙ୍ଗେ ଥାଅ।”


ଏଥିରେ ଯିହୋୟାଦା ଯାଜକ ସୈନ୍ୟ ଉପରେ ନିଯୁକ୍ତ ଶତପତିମାନଙ୍କୁ ଆଜ୍ଞା ଦେଇ କହିଲା, “ସୈନ୍ୟଶ୍ରେଣୀର ମଧ୍ୟଦେଇ ଏହାକୁ ବାହାରକୁ ନେଇଯାଅ ଓ ଯେ ତାହାର ପଶ୍ଚାଦ୍‍ଗାମୀ ହୁଏ, ତାହାକୁ ଖଡ୍ଗରେ ବଧ କର।” କାରଣ ଯାଜକ କହିଲା, “ସେ ସଦାପ୍ରଭୁଙ୍କ ଗୃହ ଭିତରେ ହତ ନ ହେଉ।”


ଯେ ସେମାନଙ୍କ ଅଗ୍ରଗାମୀ ହୋଇ ବାହାରକୁ ଯାଇ ପାରିବ ଓ ସେମାନଙ୍କ ଅଗ୍ରଗାମୀ ହୋଇ ଭିତରକୁ ଆସିପାରିବ, ପୁଣି, ଯେ ସେମାନଙ୍କର ପଥପ୍ରଦର୍ଶକ ହୋଇ ସେମାନଙ୍କୁ ବାହାରକୁ ନେଇ ପାରିବ ଓ ଭିତରକୁ ଆଣି ପାରିବ; ତାହା କଲେ ସଦାପ୍ରଭୁଙ୍କର ମଣ୍ଡଳୀ ପାଳକବିହୀନ ମେଷପଲ ତୁଲ୍ୟ ହେବ ନାହିଁ।”


ମାତ୍ର ଯଦି କେହି ଛଳନା ପୂର୍ବକ ଆପଣା ପ୍ରତିବାସୀକୁ ବଧ କରିବାକୁ ଦୁଃସାହସ କରେ, ତେବେ ତୁମ୍ଭେ ତାହାର ପ୍ରାଣଦଣ୍ଡ କରିବା ନିମନ୍ତେ ଆମ୍ଭ ବେଦି ନିକଟରୁ ତାହାକୁ ନେଇଯିବ।


“ସଦାପ୍ରଭୁ ସର୍ବଶରୀରସ୍ଥ ଆତ୍ମାଗଣର ପରମେଶ୍ୱର ମଣ୍ଡଳୀ ଉପରେ ଏକ ଜଣ ନିଯୁକ୍ତ କରନ୍ତୁ,


ଆଉ ତୁମ୍ଭମାନଙ୍କର ଦୁଇ ଦଳ, ଅର୍ଥାତ୍‍, ବିଶ୍ରାମବାରରେ ବାହାରକୁ ଯିବା ଲୋକ ସମସ୍ତେ ରାଜାଙ୍କ ସମୀପରେ ସଦାପ୍ରଭୁଙ୍କ ଗୃହର ରକ୍ଷଣୀୟ ରକ୍ଷା କରିବେ।


Swiv nou:

Piblisite


Piblisite