Biblia Todo Logo
Bib sou entènèt

- Piblisite -




2 ରାଜାବଳୀ 12:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଯେହୂଙ୍କ ରାଜତ୍ଵର ସପ୍ତମ ବର୍ଷରେ ଯୋୟାଶ୍‍ ରାଜତ୍ୱ କରିବାକୁ ଆରମ୍ଭ କରି ଯିରୂଶାଲମରେ ଚାଳିଶ ବର୍ଷ ରାଜ୍ୟ କଲେ; ତାଙ୍କର ମାତାର ନାମ ସିବୀୟା, ସେ ବେର୍‍ଶେବା ନିବାସିନୀ ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଯେହୂଙ୍କର ଅଧିକାରର ସପ୍ତମ ବର୍ଷରେ ଯୋୟାଶ୍ ରାଜ୍ୟ କରିବାକୁ ଆରମ୍ଭ କରି ଯିରୂଶାଲମରେ ଚାଳିଶ ବର୍ଷ ରାଜ୍ୟ କଲେ; ତାଙ୍କରଣମାତାର ନାମ ସିବୀୟା, ସେ ବେର୍ଶେବା-ନିବାସିନୀ ଥିଲେ।

Gade chapit la Kopi

ଓଡିଆ ବାଇବେଲ

1 ଯେହୂଙ୍କ ରାଜତ୍ଵର ସପ୍ତମ ବର୍ଷରେ ଯୋୟାଶ୍‍ ରାଜତ୍ଵ କରିବାକୁ ଆରମ୍ଭ କରି ଯିରୂଶାଲମରେ ଚାଳିଶ ବର୍ଷ ରାଜ୍ୟ କଲେ; ତାଙ୍କର ମାତାର ନାମ ସିବୀୟା, ସେ ବେର୍‍ଶେବା ନିବାସିନୀ ଥିଲେ।

Gade chapit la Kopi

ପବିତ୍ର ବାଇବଲ

1 ଇସ୍ରାଏଲରେ ଯେହୂଙ୍କ ରାଜତ୍ୱର ସପ୍ତମ ବର୍ଷରେ ଯୋୟାଶଙ୍କ ଶାସନ ଆରମ୍ଭ ହେଲା। ସେ ଯିରୁଶାଲମରେ ଗ୍ଭଳିଶ୍ ବର୍ଷ ରାଜତ୍ୱ କଲେ। ତାଙ୍କର ମାତା ‌ବେ‌ର୍‌ଶେବା ନିବାସିନୀ ସିବିୟା ନାମରେ ଖ୍ୟାତ ଥିଲେ।

Gade chapit la Kopi




2 ରାଜାବଳୀ 12:1
9 Referans Kwoze  

ତାହାର ପୁତ୍ର ଯୋରାମ୍‍, ତାହାର ପୁତ୍ର ଅହସୀୟ, ତାହାର ପୁତ୍ର ଯୋୟାଶ୍‍;


ଯୋୟାଶ୍‍ ସାତ ବର୍ଷ ବୟସରେ ରାଜ୍ୟ କରିବାକୁ ଆରମ୍ଭ କଲେ।


ମାତ୍ର ଯିହୁଦାର ରାଜା ଅହସୀୟ ଏହା ଦେଖି ଉଦ୍ୟାନ ଗୃହର ପଥ ଦେଇ ପଳାଇଲେ। ତହିଁରେ ଯେହୂ ତାଙ୍କର ପଛେ ପଛେ ଯାଇ କହିଲେ, “ତାହାକୁ ମଧ୍ୟ ରଥରେ ଆଘାତ କର।” ତହୁଁ ସେମାନେ ଯିବ୍ଲିୟିମ ନିକଟସ୍ଥ ଗୂର୍‍ ନାମକ ଉଠାଣି ନିକଟରେ ତାଙ୍କୁ ଆଘାତ କଲେ। ଆଉ ସେ ମଗିଦ୍ଦୋକୁ ପଳାଇ ସେଠାରେ ମଲେ।


ଏଥିଉତ୍ତାରେ ଅବ୍ରହାମ ପ୍ରଭାତରେ ଉଠି ରୁଟି ଓ ଜଳପୂର୍ଣ୍ଣ କୁମ୍ପା ଘେନି ହାଗାରର ସ୍କନ୍ଧରେ ଦେଇ ବାଳକଙ୍କୁ ସମର୍ପଣ କରି ତାହାଙ୍କୁ ବିଦାୟ କଲେ; ତହିଁରେ ସେ ପ୍ରସ୍ଥାନ କରି ବେର୍‍ଶେବା ନାମକ ପ୍ରାନ୍ତରରେ ପଥ ହରାଇଲା।


ଯିହୋୟାଦା ଯାଜକ ଯୋୟାଶ୍‍ଙ୍କୁ ଯେତେ ଦିନ ଶିକ୍ଷା ଦେଲା, ସେତେ ଦିନ ସେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ।


ଯିହୁଦାର ଅହସୀୟ ରାଜାଙ୍କର ପୁତ୍ର ଯୋୟାଶ୍‍ଙ୍କ ରାଜତ୍ଵର ତେଇଶ ବର୍ଷରେ ଯେହୂଙ୍କର ପୁତ୍ର ଯିହୋୟାହସ୍‍ ଶମରୀୟାରେ ଇସ୍ରାଏଲ ଉପରେ ରାଜତ୍ୱ କରିବାକୁ ଆରମ୍ଭ କରି ସତର ବର୍ଷ ରାଜ୍ୟ କଲେ।


ଯିହୁଦାର ଯୋୟାଶ୍‍ ରାଜାଙ୍କ ରାଜତ୍ଵର ସଇଁତିରିଶ ବର୍ଷରେ ଯିହୋୟାହସ୍‍ଙ୍କ ପୁତ୍ର ଯୋୟାଶ୍‍ ଇସ୍ରାଏଲ ଉପରେ ଶମରୀୟାରେ ରାଜତ୍ୱ କରିବାକୁ ଆରମ୍ଭ କରି ଷୋଳ ବର୍ଷ ରାଜ୍ୟ କଲେ।


Swiv nou:

Piblisite


Piblisite