2 ରାଜାବଳୀ 12:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଏଥିଉତ୍ତାରେ ସେମାନେ ସିନ୍ଦୁକରେ ବହୁତ ମୁଦ୍ରା ଥିବାର ଦେଖନ୍ତେ, ରାଜାଙ୍କର ଲେଖକ ଓ ମହାଯାଜକ ଆସି ସଦାପ୍ରଭୁଙ୍କ ଗୃହରେ ପ୍ରାପ୍ତ ସେହି ସକଳ ମୁଦ୍ରା ଥଳୀରେ ରଖି ଗଣନା କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)10 ଏଉତ୍ତାରେ ସେମାନେ ସିନ୍ଦୁକରେ ବହୁତ ମୁଦ୍ରା ଥିବାର ଦେଖନ୍ତେ, ରାଜାଙ୍କର ଲେଖକ ଓ ମହାଯାଜକ ଆସି ସଦାପ୍ରଭୁଙ୍କ ଗୃହରେ ପ୍ରାପ୍ତ ସେହି ସକଳ ମୁଦ୍ରା ଥଳୀରେ ରଖି ଗଣନା କଲେ। Gade chapit laଓଡିଆ ବାଇବେଲ10 ଏଥିଉତ୍ତାରେ ସେମାନେ ସିନ୍ଦୁକରେ ବହୁତ ମୁଦ୍ରା ଥିବାର ଦେଖନ୍ତେ, ରାଜାଙ୍କର ଲେଖକ ଓ ମହାଯାଜକ ଆସି ସଦାପ୍ରଭୁଙ୍କ ଗୃହରେ ପ୍ରାପ୍ତ ସେହି ସକଳ ମୁଦ୍ରା ଥଳୀରେ ରଖି ଗଣନା କଲେ। Gade chapit laପବିତ୍ର ବାଇବଲ10 ତା'ପରେ ଲୋକମାନେ ସେହି ସିନ୍ଦୁକରେ ଟଙ୍କା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପକାଇଲେ। ଯେତେବେଳେ ରାଜାଙ୍କ ସଚୀବ ଓ ମହାଯାଜକ ଦେଖିଲେ ସିନ୍ଦୁକରେ ପ୍ରଚୁର ଟଙ୍କା ହୋଇଗଲା, ସେମାନେ ଆସି ତାକୁ ନେଇଗଲେ ଓ ଥଳିରେ ରଖି ଗଣିଲେ। Gade chapit la |
ତହୁଁ ଏପରି ହେଲା ଯେ, ଯେଉଁ ସମୟରେ ସିନ୍ଦୁକ ଲେବୀୟମାନଙ୍କ ହସ୍ତ ଦ୍ୱାରା ରାଜାଙ୍କ ନିରୂପିତ ସ୍ଥାନକୁ ଅଣାଗଲା ଓ ତହିଁରେ ବହୁତ ମୁଦ୍ରା ଅଛି ବୋଲି ସେମାନେ ଦେଖିଲେ, ସେତେବେଳେ ରାଜାଙ୍କର ଲେଖକ ଓ ପ୍ରଧାନ ଯାଜକର କର୍ମଚାରୀ ଆସି ସିନ୍ଦୁକ ଖାଲି କଲେ, ଆଉ ତାହା ନେଇ ପୁନର୍ବାର ସ୍ୱ ସ୍ଥାନରେ ରଖିଲେ। ଏହିରୂପେ ସେମାନେ ପ୍ରତିଦିନ କଲେ ଓ ପ୍ରଚୁର ମୁଦ୍ରା ସଂଗ୍ରହ କଲେ।